Daily Archives

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୋନପୁର ଜିଲ୍ଲାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ବୌଦ୍ଧ, କଟକ, ନୟାଗଡ଼ ଜିଲ୍ଲାରୁ ଜଣେ
Read More...

ସାର୍ବଜନୀନ ଦୁର୍ଗାପୂଜା ପ୍ରସ୍ତୁତି ଏବଂ ନୂତନ କର୍ମକର୍ତ୍ତା ଚୟନ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ସାର୍ବଜନୀନ ଦୁର୍ଗାପୂଜା କମିଟି ତରଫରୁ ଦୁର୍ଗାପୂଜା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ରାଧାକୃଷ୍ଣ ମନ୍ଦିର ସଭାଗୃହରେ ଅନୁଷ୍ଠିତ ହେଇଯାଇଛି । ସଭାପତି ହିରେନ୍ଦ୍ର ପ୍ରତାପ ସିଂହଦେଓଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ
Read More...

ଗତ ୨୪ ଘଂଟାରେ ୫୧୦ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୧୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୯ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୪୯୪ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୧୩ ଜଣ ଆଂଚଳିକ
Read More...

ନିଆରା ଢଙ୍ଗରେ ଖୁଦୁରୁକୁଣୀ ଓଷା ଉଦ୍‌ଯାପିତ

ବ୍ରହ୍ମପୁର, (ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟରେ ବିଭିନ୍ନ ସ୍ଥାନରେ ଖୁଦୁରୁକୁଣୀ ଓଷା ଆନନ୍ଦ ଉଲ୍ଲାସର ସହ ସମାହିତ ହୋଇଯାଇଛି । ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଅଣ୍ଡା ଗ୍ରାମରେ ଅନୁଷ୍ଠିତ ହୋଇଥିବା ଖୁଦୁରୁକୁଣୀ ଓଷା ଏକ ଅନନ୍ୟ ନିଆରା । ଗତକାଲି ଅଣ୍ଡା ଗ୍ରାମରେ ଆନନ୍ଦଉଲ୍ଲାସର ସହ
Read More...

ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଜିତ ସେଠୀଙ୍କୁ ସମ୍ବର୍ଦ୍ଧନା

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିସରସ୍ଥ ବାତ୍ୟା ଆଶ୍ରୟ ସ୍ଥଳୀ ପରିସରରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଅଜିତ ସେଠୀଙ୍କୁ କଣମଣା କ୍ଲଷ୍ଟର ପକ୍ଷରୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।
Read More...

ବଧୂହତ୍ୟା ଅଭିଯୋଗ : ସ୍ୱାମୀ ସହ ଶାଶୁ ଶ୍ୱଶୁର ଗିରଫ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲାର ଖଡ଼ିଆଳ ଥାନା ରିଷି ଗାଁରେ ବଧୂହତ୍ୟା ଅଭିଯୋଗ ହୋଇଛି । ଏହି ଘଟଣାରେ ମୃତକଙ୍କ ଶାଶୁଘର ପରିବାରକୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଏହି ଘଟଣାରେ ସ୍ବାମୀ, ଶ୍ବଶୁର ଏବଂ ଶାଶୁକୁ ଖଡ଼ିଆଳ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା
Read More...

ବରଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରେ ପବିତ୍ର ଅନନ୍ତ ବ୍ରତ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ପବିତ୍ର ଅନନ୍ତ ବ୍ରତ ଉପଲକ୍ଷେ ଶ୍ରୀ ଶେଷନାଗ ଅନନ୍ତଙ୍କୁ ସମର୍ପିତ ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥି । ଏହା ଅନନ୍ତ ଚତୁର୍ଦ୍ଦଶୀ ନାମରେ ଖ୍ୟାତ । ସବୁ ଅବତାରରେ ଭଗବାନ ବିଷ୍ଣୁଙ୍କ ସହଚର ଭାବେ ଅନନ୍ତ ଦେବ ଜନ୍ମ ଗ୍ରହଣ କରିଥାନ୍ତି । ତେଣୁ
Read More...

ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ସାବୁଳିୟାରେ ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁ ମିଳନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଶନିବାର ଦିନ କରୋନା କଟକଣା ନୀତିନିୟମ ଭିତରେ ସାବୁଳିୟା ଛାତ୍ରଛାତ୍ରୀ ନୋଡ଼ାଲ ଉଚ୍ଚ ବିଦ୍ୟାଳୟ ସଭାଗୃହ ପରିସରରେ ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଚନ୍ଦ୍ର ଦାସଙ୍କ ସଭାପତିତ୍ୱରେ ୧୯୮୨-୮୩ ବ୍ୟାଚର ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ବନ୍ଧୁ ମିଳନ ଉତ୍ସବ
Read More...

ଗଞ୍ଜାମ କଲେଜର ପୁରାତନ ଛାତ୍ରଙ୍କ ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ମହାବିଦ୍ୟାଳୟ ପରିସରରେ ପୁରାତନ ଛାତ୍ରମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପୁରାତନ ଛାତ୍ର ସଭାପତି ବିନୋଦ ଚନ୍ଦ୍ର ପାଢ଼ୀଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ମହାବିଦ୍ୟାଳୟର ବିକାଶ, ବିଭିନ୍ନ ଆନୁସାଙ୍ଗିକ ସମସ୍ୟାର ସମାଧାନ ଓ ଆଗାମୀ
Read More...

ଗଞ୍ଜାମ ବ୍ଲକ ବିଜେପି ଓବିସି ମୋର୍ଚ୍ଚା ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକଙ୍କ ନେତୃତ୍ୱରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତରେ ରହିଥିବା ପ୍ରସିଦ୍ଧ ମା' ରାମଚଣ୍ଡୀ ପାହାଡ଼ ଶକ୍ତିପୀଠ ପରିସରରେ ଭାଜପା ଓବିସି ମୋର୍ଚ୍ଚା ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...