Daily Archives

ଗାଇସିଲାଟରେ ସେବା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଲକ ବିଜେପି ତରଫରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି । ଏହି ଉଦ୍ଦେଶ୍ୟରେ ଗୁଦେରପାଲି ମଣ୍ଡଳ ସଭାପତି ବିପିନ ବିହାରି ସାହୁଙ୍କ ଆବାହନ କ୍ରମେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Read More...

ନିଜ ଜନ୍ମ ମାଟିକୁ ଫେରିଲେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅତାବିରା ବ୍ଲକର ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ ଆଜି ନିଜ ମାଟି ବରଗଡ ଜିଲ୍ଲା ଅତାବିରାରେ ପହଞ୍ଚିଛନ୍ତି । ତାଙ୍କୁ ଗୋଡ଼ଭଗା କ୍ୟାମ୍ପରୁ ସ୍ୱାଗତ କରାଯାଇଥିଲା । ଏକ ଭବ୍ୟ ଶୋଭାଯାତ୍ରାରେ ଅତାବିରା ଅଣାଯାଇ
Read More...

ଭିଜିଲାନ୍ସ ଜାଲରେ ପଡିଲେ ଟପିଏନଓଡିଏଲ ମିଟର ରିଡିଙ୍ଗର ଡେପୁଟି ମ୍ୟାନେଜର ମହେଶ୍ୱର ସେଠୀ

କେନ୍ଦୁଝର : ଭିଜିଲାନ୍ସ ଜାଲରେ ପଡିଛନ୍ତି ଟପିଏନଓଡିଏଲ ମିଟର ରିଡିଙ୍ଗର ଡେପୁଟି ମ୍ୟାନେଜର ମହେଶ୍ୱର ସେଠୀ । ଆୟ ବର୍ହିଭୂତ ଅଭିଯୋଗରେ ଟପିଏନଓଡିଏଲ ମିଟର ରିଡିଙ୍ଗର ଡେପୁଟି ମ୍ୟାନେଜର ମହେଶ୍ୱର ସେଠୀଙ୍କ ଘରେ ଭିଜିଲାନ୍ସ ରେଡ୍ ଚାଲିଥିବା ବେଳେ କେନ୍ଦୁଝର କାଶୀପୁର ସ୍ପଞ୍ଜ କଲୋନୀ
Read More...

ପଦ୍ମପୁର ଉପଜିଲ୍ଲାପାଳଙ୍କୁ ଭେଟିଲେ ଦଳିତ ଛାତ୍ରୀ ରେଣୁ ସୁନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ରାଜବୋଡାସମ୍ବର ବ୍ଲକ ଅନ୍ତର୍ଗତ ବାଦିମାଲ ଗାଁର ପଦ୍ମପୁର ମହିଳା ଡିଗ୍ରୀ ମହାବିଦ୍ୟାଳୟର ଦଳିତ ଛାତ୍ରୀ ରେଣୁ ସୁନା ପଢ଼ିବା ପାଇଁ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ଆଜି ପଦ୍ମପୁର ଉପଜିଲ୍ଲାପାଳଙ୍କୁ ଭେଟି ଲିଖିତ ଆକାରରେ ଜଣାଇବାରୁ
Read More...

୫୫ କେଜି ଗଞ୍ଜେଇ ଜବତ ସହ ଜଣେ ଗିରଫ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୫୫ କେଜି ଗଞ୍ଜେଇ ଜବତ ସହ ଜଣକୁ ଗିରଫ କରିଛି ଅବକାରୀ ବିଭାଗ ବୋଲି ଖବର ମିଳିଛି । ଗଞ୍ଜେଇ କାରବାର ନେଇ କୌଣସି ସୂତ୍ରରୁ ଅକବାରୀ ନିକଟରେ ଖବର ରହିଥିଲା । ଏନେଇ ଅବକାରୀ ବିଭାଗ ରାଜଧାନୀର ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଚଢାଉ କରିଥିଲା । ଏହି ଚଢାଉରେ ଅବକାରୀ
Read More...

ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ପୁନଃମନୋନୀତ ହେଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବିଶ୍ୱ ବିଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପୁନଃମନୋନୀତ କରାଯାଇଛି । ବାଲୁକା ଶିଳ୍ପୀ ଶ୍ରୀ ପଟ୍ଟନାୟକ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି
Read More...

ଗୋଆବାସୀଙ୍କ ପାଇଁ କେଜ୍ରିୱାଲ କଲେ ବଡ ଘୋଷଣା

ଗୋଆ : ଗୋଆବାସୀଙ୍କ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲ ଆଉ ଏକ ବଡ ଘୋଷଣା କରିଛନ୍ତି । କ୍ଷମତାକୁ ଆସିବା ପରେ ଗୋଆବାସୀଙ୍କୁ ୩୦୦ ୟୁନିଟ୍ ବିଦ୍ୟୁତ୍ ମାଗଣାରେ ପ୍ରଦାନ କରିବା ସହ ବେକାରୀଙ୍କୁ ମାସକୁ ୩ ହଜାର ଟଙ୍କା ଦେବାକୁ ଘୋଷଣା
Read More...

ନିଜ ସ୍ୱାମୀକୁ କାଠ ଫାଳିଆରେ ପିଟି ହତ୍ୟା କଲା ସ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜଧାନୀରେ ନିଜ ସ୍ୱାମୀକୁ କାଠ ଫାଳିଆରେ ସ୍ତ୍ରୀ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏଭଳି ହତ୍ୟାକାଣ୍ଡ ରାଜଧାନୀର ଡମଣା ମଣ୍ଡପ ବସ୍ତିରେ ଘଟିଛି । ତେବେ ଘଟଣା ସ୍ଥଳରେ ପୋଲିସ୍‌ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ସ୍ତ୍ରୀକୁ ଅଟକ ରଖି
Read More...

ଭଗବାନ ମିଶ୍ର ସ୍ମୃତି ସମିତି ତରଫରୁ ହିନ୍ଦୀ ଦିବସ ପାଳନ

ବରଗଡ, (ନିରୋଜ କୁମାର ପାଣୀ) : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ହିନ୍ଦୀ ବିଭାଗଠାରେ ଭଗବାନ ମିଶ୍ର ସ୍ମୃତି ସମିତି ତରଫରୁ 'ହିନ୍ଦୀ ଦିବସ' ପାଳିତ ହୋଇ ଯାଇଛି । ସମିତିର ସଭାପତି ସରଦାର ପ୍ରୀତମ ସିଂଙ୍କ ସଭପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଟାଉନ ହାଇସ୍କୁଲର
Read More...

ଜାମପାଣି ଗାଁରେ ମଦ ବିରୋଧୀ ଆନ୍ଦୋଳନ

ନୂଆପଡା, (ନିରାକାର ମେହେର) : ଛୋଟ ଗାଁରେ ବଡ଼ ପ୍ରୟାସ । ମଦମୁକ୍ତି ପାଇଁ ଅଣ୍ଟା ଭିଡ଼ିଲେ ଗାଁର ଛୋଟରୁ ବଡ଼ ସମସ୍ତେ । ଗାଁ ଦାଣ୍ଡରେ ଦେଶୀ ମଦ ପାଉଚକୁ କଚାଡି ନଷ୍ଟ କରିଛନ୍ତି ଆନ୍ଦୋଳନକାରୀ । ଗାଁରେ ଛୋଟ ବଡ଼ ମଦ କୋଠୀ ଗଢି ଉଠିଥିବାରୁ ଏବେ ମଦର ଗଡ଼ ପାଲଟିଛି ନୂଆପଡା ଜିଲ୍ଲା
Read More...