Daily Archives

ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୧ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୧ ସ୍ଥାନୀୟ ପିଆର୍‌ ହାଇସ୍କୁଲ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଂସ୍କୃତି ଅଧିକାରୀ ବିଜୟ କୁମାର ଶତପଥୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଟିଡିସି ଚେଆର୍‌ମେନ୍‌
Read More...

ବଲାଙ୍ଗିରର ସାହିତ୍ୟିକଙ୍କ ସହ ଭାବ ବିନିମୟ କଲେ ମନ୍ତ୍ରୀ ତଥା କବି ଅରୁଣ କୁମାର ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ସାହିତ୍ୟିକଙ୍କ ସହ ଅନୌପଚାରିକ ଭାବେ ଆଜି ସଂଧ୍ୟା ୭ଟା ସମୟରେ ସ୍ଥାନୀୟ ସରୋଜିନୀ ରେସିଡେନ୍ସିର କନ୍‌ଫରେନ୍ସ ହଲ୍‌ରେ ଅନୁଷ୍ଠିତ ଏକ ବୈଠକରେ ଭାବ ବିନିମୟ କରିଛନ୍ତି ଓଡ଼ିଶାର ଉଚ୍ଚ ଶିକ୍ଷା ମନ୍ତ୍ରୀ ତଥା କବି ଅରୁଣ କୁମାର ସାହୁ । ‘ରଚନା’ର
Read More...

ଗଂଜାମରେ ମେଗା ରକ୍ତଦାନ ଶିବର : ୧୦୨ ୟୁନିଟ ରକ୍ତ ସଂଗ୍ରହ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଂଜାମ ଏନ୍‌ଏସି ଅନ୍ତର୍ଗତ ବରପଲ୍ଲୀ ଗ୍ରାମରେ ବରପଲ୍ଲୀ ୟୁଥ କ୍ଲବ ଓ ଗଂଜାମ ମହାବିଦ୍ୟାଳୟର ପୁରାତନ ଛାତ୍ର ସଂସଦର ମିଳିତ ଆନୁକୁଲ୍ୟରେ ଏକ ମେଗା ରକ୍ତଦାନ ଶିବିର ପୂର୍ବତନ ଅଧିକ୍ଷଣ ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀଙ୍କ ନେତୃତ୍ୱରେ ଅନୁଷ୍ଠିତ
Read More...

ମହିମା ଆଶ୍ରମରେ ଭୀମ ଭୋଇ ପାଠାଗାର ଉଦ୍‌ଘାଟିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସତ୍ୟ ମହିମା ଆଦର୍ଶ ଆଶ୍ରମ ଠାରେ ଭୀମ ଭୋଇ ପାଠାଗାର ଲୋକାର୍ପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ଯୋଗଦାନ କରି ପାଠାଗାରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ ଆୟୋଜିତ ସଭାରେ ବରଗଡ଼
Read More...

ଦେଓଗାଁ ବ୍ଲକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ଼ ବଣ୍ଟନ : ଦ୍ଵିତୀୟ ଦିନରେ ୧୦ଟି ପଞ୍ଚାୟତରେ…

ଦେଓଗାଁ, (ମନୀଷ କୁମାର ସାହୁ) : ଗୁରୁବାର ସାଢ଼େ ୯ଟା ସମୟରୁ ଦେଓଗାଁ ବ୍ଲକର ୧୦ଟି ପଞ୍ଚାୟତରେ ପର୍ଯ୍ୟାୟ କ୍ରମେ ବିଜୁ ସ୍ଵାସ୍ଥ୍ୟ ଯୋଜନାରେ ୧୧ହଜାର ୫୭୧ଜଣ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ଼ ବଣ୍ଟନ କରାଯାଇଛି । ଦେଓଗାଁ ବ୍ଲକର ପଶ୍ଚିମାଞ୍ଚଳରେ ଥିବା ୬ଟି ପଞ୍ଚାୟତ ଯଥା ଉଡାର,
Read More...

ଆସନ୍ତା କାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୫୦ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା୨୪/୦୯/୨୧ରେ ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ଉଲୁଣ୍ଡା, ତରଭା, ବିନିକା ସୋନପୁର,
Read More...

ସିନଖମନ ଜୟ ବଜରଙ୍ଗବଳୀ ବଣିକ ସଂଘର ପ୍ରଥମ ବୈଠକ

ଯାତ୍ରୀଙ୍କ ସୁରକ୍ଷା ଓ ସଂଘର ଉନ୍ନତି ପାଇଁ ପ୍ରଥମେ ଉଦ୍ୟମ କରାଯିବା ନେଇ ନିଷ୍ପତ୍ତି ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଳକ ତଥା ଦେଓଗାଁ ବଲାଙ୍ଗିର ଜାତୀୟ ରାଜପଥ ୨୬ର ମଝିରେ ଥିବା ସିନଖମନ ବସଷ୍ଟେସନର ସିନଖମନ ବଣିକ ସଂଘ ବୁଧବାର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ
Read More...

ଚିନିକଲ ପୁନଃ କାର୍ଯ୍ୟକ୍ଷମ ଦାବୀରେ ହାଉସିଂ ବୋର୍ଡ ମନ୍ତ୍ରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଭିଆଇପି ପକ୍ଷରୁ…

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଡୁମେରପିଟା ପଂଚାୟତରେ ଓଡିଶା ହାଉସିଂ ବୋର୍ଡ ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉକ୍ତ ପଂଚାୟତର ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ପ୍ରଦାନ କରୁଥିବା ସମୟରେ ଭିଲେଜର୍ସ ଇଣ୍ଡିଆ
Read More...

ଝରଣି ପଂଚାୟତର ୧୫୦୦ ହିତାଧିକାରୀଙ୍କୁ ସ୍ୱାସ୍ଥ୍ୟ ସ୍ମାର୍ଟକାର୍ଡ ବଂଟନ

କଂଟାବାଂଜି, (ମନିଷ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଝରଣି ପଂଚାୟତର ୧୫୦୦ ହିତାଧୀକାରୀଙ୍କୁ ଗୁରୁବାର ଦିନ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଂଟନ କରାଯାଇଛି । ଝରଣି ପଂଚାୟତ କାର୍ଯ୍ୟାଳୟ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ପଂଚାୟତର ରାମୋଡ, ରାଉତମୁଣ୍ଡା,
Read More...

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ଛାତ୍ର କଂଗ୍ରେସ ସଭାପତି ଭାବେ ମନୋନୀତ ହେଲେ ଶୁଭେନ୍ଦୁ ସାହୁ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶୁଭେନ୍ଦୁ ସାହୁ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ଛାତ୍ର କଂଗ୍ରେସ ସଭାପତି ଭାବେ ମନୋନୀତ ହୋଇଛନ୍ତି । ବୁଧବାର ଦିନ ଓଡିଶା ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ଅନୁମୋଦନ କ୍ରମେ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଛାତ୍ର କଂଗ୍ରେସର ନୂତନ
Read More...