Daily Archives

ଅରୁଣା ସ୍ୱେଛାସେବୀ ଅନୁଷ୍ଠାନ ପକ୍ଷରୁ ଛତ୍ରପୁର ବିଧାୟକଙ୍କ ଦ୍ୱାରା ରାଶନ ସାମଗ୍ରୀ ବଣ୍ଟନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଅଗ୍ରଣୀ ସ୍ୱେଛାସେବୀ ଅନୁଷ୍ଠାନ "ଅରୁଣା" ପକ୍ଷରୁ ଛତ୍ରପୁର ବ୍ଲକର ୪୭ ଜଣ ପିତୃମାତୃ ହରା ଶିଶୁମାନଙ୍କୁ ରାଶନ ସାମଗ୍ରୀର ଏକ କୀଟ୍ ବଣ୍ଟନ କରାଯାଇଛି । ବିପୁଲିଙ୍ଗୀ ଗ୍ରାମର ବିରସିଂହୀ ପୀଠରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
Read More...

ଅଟୋ ସହ ସ୍କୁଟି ମୁହାଁ ମୁହିଁ ଧକ୍କା : ଯୁବକ ଓ ବୃଦ୍ଧ ଗୁରୁତର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହର ଠାରୁ ମାତ୍ର ଏକ କି.ମି. ଦୂର ପୋଡାପଦର ଗ୍ରାମପଞ୍ଚାୟତର କୁମାରବେଗପଲ୍ଲୀ ଗ୍ରାମର ମୁଖ୍ୟ ରାସ୍ତାରେ ଅଟୋ ଧକ୍କାରେ ଦୁଇ ଜଣ ଗୁରୁତର ଆହତ ହୋଇଥିବା ବ୍ୟକ୍ତି ଗଙ୍ଗାପୁର ଗ୍ରାମର ସନ୍ତୋଷ ସେଠୀ (୫୦) ଓ ଗୌରାଙ୍ଗ ମୁଦୁଲି (୨୦) ବୋଲି
Read More...

ଜଗତଗୁରୁ ସ୍ୱାମୀ ଚିଦାନନ୍ଦ ସରସ୍ୱତୀଙ୍କ ୧୦୫ତମ ଜୟନ୍ତୀ ମହୋତ୍ସବ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟ ଜୀବନ ସଂଘ ରାଉରକେଲା ଶାଖା ଆନୁକୂଲ୍ୟରେ ଜଗତଗୁରୁ ସ୍ୱାମୀ ଚିଦାନନ୍ଦ ସରସ୍ୱତୀଙ୍କ ୧୦୫ତମ ଜୟନ୍ତୀ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ସଂଘର ସାଧାରଣ ସଂପାଦକ ରବିନ୍ଦ୍ର କୁମାର ପାଣ୍ଡବଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ
Read More...

ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ଅଶ୍ରୁଳ ଶ୍ରଦ୍ଧାଜଂଳି ଜ୍ଞାପନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମହାନଦୀ ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର କରିବାକୁ ଯାଇଥିବା ଓଡ୍ରାଫ ଟିମ୍‌ର ବୋଟ ଦୁର୍ଘଟଣାରେ ଓଟିଭିର କାର୍ଯ୍ୟରତ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗ ଘଟିଛି । ମେକ୍‌ ଇନ୍‌ ଇଣ୍ଡିଆ ଆଣ୍ଡ ମିଡିଆ ପରିବାରର ଏମ୍‌ଡି ତଥା
Read More...

ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ଶୋକ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ନିର୍ଭିକ ତଥା କର୍ତ୍ତବ୍ୟନିଷ୍ଠ ଯୁବ ସାମ୍ବାଦିକ ଅରିନ୍ଦମ୍‌ ଦାସଙ୍କ ଅକାଳ ବିୟୋଗରେ ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ସଭାପତି ରବି ରଥ ଓ ରାଜ୍ୟ ଆବାହକ ଅକ୍ଷୟ କୁମାର ପଟ୍ଟନାୟକଙ୍କ ସମେତ ସଂଘ କର୍ମକର୍ତ୍ତା ଗଭୀର ଶୋକ ପ୍ରକାଶ
Read More...

ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୧ ଅନୁଷ୍ଠିତ : ପଶ୍ଚିମାଞ୍ଚଳର ନୃତ୍ୟ ସଙ୍ଗୀତରେ ଝୁମିଲେ ଦର୍ଶକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି ଭବନ ଛତ୍ରପୁର ଠାରେ ଶୁକ୍ରବାର ସନ୍ଧ୍ୟାରେ ଏକ ବର୍ଣ୍ଣାଢ୍ୟ ସମାରୋହରେ ନୂଆଁଖାଇ ଭେଟ୍‌ଘାଟ୍‌- ୨୦୨୧ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର କଳାକାର
Read More...

ମହିଳା ମହାବିଦ୍ୟାଳୟ ବରପାଲି ଠାରେ ସ୍ୱାଗତୋତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ କଦଳୀପାଲି ସ୍ଥିତ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ ପରିସରରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷ। ଶ୍ରୀମତୀ ପଦ୍ମିନୀ ଦାଶଙ୍କ
Read More...