Daily Archives

ଗତ ୨୪ ଘଂଟାରେ ୫୮୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୮୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୬ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯୦୯ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୪୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୪୩ ଜଣ ଆଂଚଳିକ
Read More...

ଡେଲାଙ୍ଗରେ ବିଜେପିର ଜୋରଦାର ପ୍ରଚାର : କେନ୍ଦ୍ରମନ୍ତ୍ରୀଙ୍କ ରୋଡଶୋରେ ବିପୁଳ ସମ୍ବର୍ଦ୍ଧନା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପିପିଲି ପ୍ରଚାର ଆଉ ଦୁଇ ଦିନ ବାକିଥିବା ବେଳେ ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରୋଡଶୋ କରି ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ ପିପିଲି-ଡେଲାଙ୍ଗରେ ଭୋଟ ପ୍ରଚାର କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ
Read More...

ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ପାଳିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ଅବସରେ ଗତକାଲି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଏକ ସଭା ଆୟୋଜିତ ହୋଇଯାଇଛି । ଏହି ସଭାରେ ନଗର ସଭାପତି ପ୍ରଶାନ୍ତ ଷଡଙ୍ଗୀ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ଶ୍ରୀବତ୍ସ ବେହେରା, ଜିଲ୍ଲା
Read More...

ବୀଣାପାଣି ଶିକ୍ଷାଶୌଧ ତରଫରୁ ପରିବେଶ ଉପରେ ଆଲୋଚନା ଚକ୍ର ଓ ଚାରା ରୋପଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଗଇଁନ୍ତଲା ଠାରେ ଅବସ୍ଥିତ ବୀଣାପାଣି ଶିକ୍ଷାଶୌଧ ତରଫରୁ ପରିବେଶ ଉପରେ ଆଲୋଚନା ଚକ୍ର ଓ ଚାରା ରୋପଣ ହୋଇଯାଇଛି । ସ୍କୁଲର ପରଚାଳନା ନିର୍ଦ୍ଦେଶକ ଅଶୋକ ମେହେରଙ୍କ ସଭାପତିତ୍ୱରେ ଅତିଥି ଭାବରେ ରେଡକ୍ରସ ସାଧନ କର୍ମୀ ରବି ଚନ୍ଦ୍ର
Read More...

୨ ଅକ୍ଟୋବର ମହାତ୍ମା ଗାନ୍ଧୀଙ୍କ ବ୍ରହ୍ମପୁର ଆଗମନର ଶତବାର୍ଷିକୀ ସ୍ମୃତି ଉଦ୍ଦେଶ୍ୟରେ “ଗାନ୍ଧୀ ସୌରଭ’…

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ବ୍ରହ୍ମପୁର ଆଗମନର ଶତବାର୍ଷିକୀ ପାଳନ କମିଟି ପକ୍ଷରୁ ଗତ ମାର୍ଚ୍ଚ ୩୦ ତାରିଖରେ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ କାର୍ଯ୍ୟକ୍ରମ ସଫଳତାର ସହ ସମାପନ ହୋଇଯାଇଛି । କମିଟିର ନିଷ୍ପତ୍ତି ପ୍ରକାରେ ମହାତ୍ମା ଗାନ୍ଧୀଙ୍କ
Read More...

ଭାରତୀୟ ଜନତା ପାର୍ଟି ଲଖମରା ମଣ୍ତଳ ତରଫରୁ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତୀୟ ଜନତା ପାର୍ଟି ଲଖମରା ମଣ୍ତଳ ତରଫରୁ ଗତକାଲି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ବୁକୁରାମୁଣ୍ତା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମହୁଲପାଲି ଠାରେ ଅନୁଷ୍ଠିତ ହୋଇଯାଇଛି । ଲଖମରା ମଣ୍ତଳ ସଭାପତି ଭୀଷ୍ମଦେବ ସାହୁଙ୍କ
Read More...