Daily Archives

ଭାରତ ବନ୍ଦ ପାଳନ କଲା କୃଷକ ସଂଗଠନ

ନୂଆଦିଲ୍ଲୀ : ଆଜି କେନ୍ଦ୍ର ସରକାରଙ୍କ ୩ଟି କୃଷି ଆଇନ ପ୍ରତ୍ୟାହାର ଦାବୀରେ ୧୦ ଘଣ୍ଟିଆ ଭାରତ ବନ୍ଦ ପାଳନ କରୁଛି କୃଷକ ସଂଗଠନ । ସକାଳ ୬ଟାରୁ ଅପରାହ୍ନ ୪ଟା ଯାଏ ବନ୍ଦ ପାଳନ କରାଯାଉଛି । ସକାଳୁ ସକାଳୁ ଦେଖିବାକୁ ମିଳିଛି ବନ୍ଦ ପ୍ରଭାବ । ଏହି ବନ୍ଦ ପାଳନକୁ କଂଗ୍ରେସ, ବାମ ଦଳ ସମେତ ୭ଟି
Read More...

ମହିଳାଙ୍କ ରକ୍ତ ଦାନ

କଣ୍ଟାବାଞ୍ଜି : ରକ୍ତ ଦାନ କରି ଜଣେ ମହିଳା ଜଣେ ଗର୍ଭବତୀ ମହିଳାଙ୍କ ଜୀବନ ବଞ୍ଚାଇଥିବା ଖବର ମିଳିଛି । ସୂଚନା ଅନୁସାରେ କଣ୍ଟାବାଞ୍ଜି ଡାକ୍ତରଖାନାରେ କୁର୍ଲୁବାହାଲ ଗ୍ରାମର ସଙ୍ଗୀତା ଭୁଏ(ବି ପୋଜେଟିଭ୍‌) ନାମ୍ନୀ ଜଣେ ଗର୍ଭବତୀ ମହିଳା ଭର୍ତ୍ତି ହୋଇଥିବା ବେଳେ ତାଙ୍କୁ ରକ୍ତର ଅଭାବ
Read More...

ମିଳିତ ଚାଷୀ ସଂଗଠନ ବନ୍ଦ କଲା କଚେରୀ : କୋଟରୁ ଫେରିଲେ ଜ୍‌ଜ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମିଳିତ କୃଷକ ସଂଗଠନ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ବଲାଙ୍ଗିର ସହରରେ ଏହାର ବିଶେଷ ପ୍ରଭାବ ପଡିଥିବା ଦେଖିବାକୁ ମିଳିଛି । ମିଳିତ ଚାଷୀ ସଂଗଠନ ତଥା ବନ୍ଦ ପାଳନକୁ ସମର୍ଥନ କରୁଥିବା ସଂଗଠନ ମାନଙ୍କ ପକ୍ଷରୁ ସ୍ଥାନୀୟ କଚେରୀ ବନ୍ଦ
Read More...

ପାଟଣାଗଡ଼ ମୁଖ୍ୟ ରାସ୍ତା ମରାମତି ଦାବୀରେ ବଣିକ ସଂଘ ପକ୍ଷରୁ ରାସ୍ତାରୋକ୍

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବଣିକ ସଂଘ ପକ୍ଷରୁ ସଂଘର ସଭାପତି ରାଜେଶ ମେହେରଙ୍କ ନେତୃତ୍ୱରେ ପାଟଣାଗଡ଼ରୁ ବଲାଙ୍ଗିରକୁ ସଂଯୋଗ କରୁଥିବା ୪୨ ନଂ ରାଜ୍ୟ ରାଜପଥକୁ ଅବରୋଧ କରାଯାଇଥିଲା । ସୂଚନାଯୋଗ୍ୟ ଯେ, ଗତ ୨୨ ତାରଖ ଦିନ ସ୍ମାର୍ଟହେଲ୍‌ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମକୁ ନେଇ
Read More...

ବଲାଙ୍ଗିର ସହରରେ ଭାରତ ବନ୍ଦର ପ୍ରଭାବ : ବନ୍ଦ ରହିଛି ଦୋକାନ ବଜାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଭାରତୀୟ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାର ପ୍ରଭାବ ବଲାଙ୍ଗିର ସହରରେ ମଧ୍ୟ ଦେଖିବାକୁ ମିଳିଛି । ସହର ମଧ୍ୟରେ ଦେକାନ ବଜାର ସବୁ ବନ୍ଦ ରହିଛି । କୃଷକ ସଂଗଠନ, କଂଗ୍ରେସ ଦଳ ତଥା ବନ୍ଦ ପାଳନକୁ ସମର୍ଥନ କରୁଥିବା
Read More...

ଗତ ୨୪ ଘଂଟାରେ ୪୪୪ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୪୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୯ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୭୦୨ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୮୬ ଜଣ ଆଂଚଳିକ
Read More...

ଗଞ୍ଜାମ ବ୍ଲକରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଗଞ୍ଜାମ ବ୍ଲକ ଓବିସି ମୋର୍ଚ୍ଚା ପକ୍ଷରୁ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକଙ୍କ ପୌରୋହିତ୍ୟରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ଜୟନ୍ତୀ ଉପଲକ୍ଷେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଦୀନଦୟାଲଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ
Read More...

୬୧ତମ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣଙ୍କ ସ୍ୱର୍ଣ୍ଣପଦକ ହାସଲ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ୬୧ତମ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣ ସ୍ୱର୍ଣ୍ଣପଦକ ଏବଂ ରୋପ୍ୟ ପଦକ ହାସଲ କରି କୃତିତ୍ତ୍ୱର ସହ ଗୌରବ ଅର୍ଜନ କରିଛନ୍ତି । ଓଡ଼ିଶା ସୁଇମିଂ ସଂଘ ପକ୍ଷରୁ ଆୟୋଜିତ ଭୁବନେଶ୍ୱର ସ୍ଥ କଳିଙ୍ଗ ଷ୍ଟାଡିୟମ ଠାରେ ବିଜୁ
Read More...

ଇସ୍ପାତ ସାହିତ୍ୟ ସଂସଦର ନାରୀ କବି ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଇସ୍ପାତ ସାହିତ୍ୟ ସଂସଦ ତରଫରୁ ନାରୀକବି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷାବିତ୍ ମଞ୍ଜୁଳା କୁମାରୀ ରଥଙ୍କ ସଭାପତିତ୍ୱ ଓ ସୁସ୍ମିତା ମହାପାତ୍ରଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରାକ୍ତନ ଅଧ୍ୟକ୍ଷା
Read More...

ସରସ୍ୱତୀ ବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲନଗର ସରସ୍ୱତୀ ବିଦ୍ୟାପୀଠ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବ୍ରଜେନ୍ଦ୍ର ଦାଶଙ୍କ ଅଧ୍ୟକ୍ଷତାରେ ଏକ ସାଧାରଣ ବୈଠକ ବସି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ କରାଯାଇଛି । ଏହି କମିଟିରେ ସର୍ବସମ୍ମତିକ୍ରମେ
Read More...