Daily Archives

ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ବୈଠକ

ନବରଙ୍ଗପୁର, (ଜଗନ୍ନାଥ ବିଷୋୟୀ) : କୋଷାଗୁମୁଡ଼ା ବ୍ଲକ୍ ଅନ୍ତର୍ଗତ ଦୁରଗାଁ ଗ୍ରାମରେ ଚଳିତ ବର୍ଷର ଶାରଦୀୟ ଦୁର୍ଗାପୂଜା ପାଳନ ପାଇଁ ଦଶହରା ମଣ୍ଡପ ପ୍ରାଙ୍ଗଣରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ କୋଭିଡ୍ ନିୟମ ଅନୁଯାୟୀ ମୂର୍ତ୍ତି ଓ ସାଜସଜ୍ଜା ଉପରେ ଯାହା ଉଲେଖ
Read More...

ଅତାବିରାରେ ଆଞ୍ଚଳିକ ବାରିକ ସଂଘର ନୂତନ କର୍ମକର୍ତ୍ତା ଚୟନ ଓ ବିଦାୟ ସମ୍ବର୍ଦ୍ଧନା

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅତାବିରା ବିଶ୍ୱେଶ୍ୱର ଭବନ ଠାରେ ଆଞ୍ଚଳିକ ବାରିକ ସଂଘର ବାର୍ଷିକ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସଭାପତି ରଘୁନାଥ ବାରିକଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିବା ବେଳେ ନୂତନ କର୍ମକର୍ତ୍ତା ଚୟନ ହୋଇ
Read More...

ନିମ୍ନମାନର ଉନ୍ନୟନମୂଳକ କାର୍ଯ୍ୟରେ ଅତିଷ୍ଟ ଘୁଚାପାଲି ଗ୍ରାମବାସୀଙ୍କ ବ୍ଲକ କାର୍ଯ୍ୟାଳୟ ଘେରାଉ

ଖପ୍ରାଖୋଲ, (ଅଶୋକ ବାଗ) : ରାଜ୍ୟରେ ଭିର୍ତ୍ତିଭୂମି ବିକାଶ ତଥା ରାସ୍ତା ନିର୍ମାଣ ପାଇଁ ଓଡିଶା ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି, ତଥାପି କିଛି ସମ୍ପୃକ୍ତ ଅଧିକାରୀ ଏବଂ ଠିକାଦାରଙ୍କ ବେଆଇନ କାମ ଯୋଗୁଁ ଲୋକମାନେ ଯାତାୟାତ ସମୟରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି
Read More...

ଭାରତୀୟ ରେଳବାଇ ପିଏସ୍‌ କମିଟିର ବ୍ରହ୍ମପୁର ଓ ଛତ୍ରପୁର ରେଳଷ୍ଟେସନ ପରିଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ ରେଳବାଇର ସର୍ବ ଭାରତୀୟ ସ୍ତରୀୟ ପାସେଞ୍ଜର ଏମିନେଟସ କମିଟି (ପିଏସି) ସହ ଖୋର୍ଦ୍ଧା ରୋଡ଼ ରେଳବାଇ ଡିଭିଜିନାଲର ୭ଜଣିଆ ଟିମ୍ ଦକ୍ଷିଣ ଓଡ଼ିଶାର ବୃହତ୍ତମ ସହର ବ୍ରହ୍ମପୁର ଏବଂ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥ ରେଳଷ୍ଟେସନ
Read More...

ଗତ ୨୪ ଘଂଟାରେ ୫୬୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬୩ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୧୩ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୨୮ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ମୂଲ୍ୟବାନ କାଠ ଚୋରା ଚାଲାଣ ବେଳେ ବନ ବିଭାଗର ଚଢ଼ାଉ : ଜଣେ ଗିରଫ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବନଖଣ୍ଡ ବାଗଜୋର ଜଙ୍ଗଲରୁ କାଠ ମାଫିଆ ମାନେ ଚୋରା ଚାଲାଣ କରିବାର ଉଦ୍ୟମ କରୁଥିବା ବେଳେ କୌଣସି ସୂତ୍ରରୁ ବନ ବିଭାଗ ଖବର ପାଇ ଉକ୍ତ ସ୍ଥାନରେ ଚଢ଼ାଉ କରିବା ପରେ ଟ୍ରାକ୍ଟର, କାଠ ସମେତ ଜଣେ ଗିରଫ ହୋଇଥିବା ଜଣାପଡିଛି । ଜବତ
Read More...

ଏକଦିବସୀୟ ଜିଲ୍ଲା ସ୍ତରୀୟ କବାଡି ଖେଳ ଉଦଯାପିତ : ଲୋଇସିଂହା ଦଳ ବିଜୟୀ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ଖେଳପଡିଆ ଠାରେ ଏକଦିବସୀୟ କବାଡି ଖେଳ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏଥିରେ ୧୦ ଗୋଟି ଦଳ ଭାଗ ନେଇଥିଲେ । ଲୋଇସିଂହା ଓ ବେଲପଡା ଦଳ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା । ସଂଘର୍ଷ ପୂର୍ଣ୍ଣ
Read More...

ଅତାବିରା ଏବିଭିପି ନଗର ଶାଖା ପକ୍ଷରୁ ନୂତନ କାର୍ଯ୍ୟକାରୀ ସଦସ୍ୟ ଚୟନ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ଅତାବିରା ଏବିଭିପି ନଗର ଶାଖା ତରଫରୁ ନଗର ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି ସୁବର୍ଣ୍ଣ ସମୟରେ ଅଚ୍ୟୁତ କୁମାର ମାଝୀ ମଞ୍ଚ ପରିଚାଳନା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଏବିଭିପି ଓଡ଼ିଶା ରାଜ୍ୟ ସହସମ୍ପାଦିକା ଯାଜ୍ଞସେନି ମହାପାତ୍ର,
Read More...

ବିଜେଡି ଦଳୀୟ ପତାକାକୁ ରାସ୍ତା କାମରେ ସୂଚନା ସଂକେତ ଭାବେ ବ୍ୟବହାର କଲା ଠିକା ସଂସ୍ଥା : ବିଜେଡି କର୍ମୀ ଅସନ୍ତୋଷ

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ସହରରେ କିଛି ଦିନ ହେବ ଜିଓ କେବୁଲ କାମ ଚାଲିଛି । ଏହି ପରିପ୍ରେକ୍ଷୀରେ କଲେଜ ଛକରୁ ବାଳିକା ହାଇସ୍କୁଲ ମଧ୍ୟରେ ଏକ ଅଭାବନୀୟ ଘଟଣା ଘଟିଥିବା ଥିବା ଦେଖିବାକୁ ମିଲିଛି । ଅନେକ ସ୍ଥାନରେ ରାସ୍ତା ମରାମତି ବା ରାସ୍ତା କଡରେ ଗାତ
Read More...

ଖଲିକୋଟ ଠାରେ ଦିବ୍ୟାଙ୍ଗମାନଙ୍କ ପାଇଁ ଏକ ମେଗା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ପ୍ରାଚୀନ ଗଡ଼ଜାତରାଜ୍ୟ ଅଞ୍ଚଳ ଭାବେ ଖ୍ୟାତ ଖଲିକୋଟ ସହରର କନକ ମଞ୍ଜରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଦିବ୍ୟାଙ୍ଗମାନଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥାପନା ମଧ୍ୟରେ ଏକ ମେଗା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି ।
Read More...