Monthly Archives

September 2021

ମଧୁବାବୁଙ୍କ ପ୍ରତିମୂର୍ତ୍ତି ଦିଲିପ ରାୟଙ୍କ ଦ୍ୱାରା ଉଦ୍‌ଘାଟିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ ସ୍ଥିତ ମଧୁସୂଦନ ପାଠାଗାରର ନୂତନ ଗୃହ ଓ ଏହି ପରିସରରେ ଥିବା ମଧୁବାବୁଙ୍କ ଆବକ୍ଷ ପ୍ରତିମୂର୍ତ୍ତିକୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲିପ ରାୟଙ୍କ ଦ୍ୱରା ଉଦଘାଟିତ ହୋଇଯାଇଛି । ପାଠାଗାରର ସଭାପତି ହରିହର ରାଉତରାୟଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ
Read More...

ଲଘୁଚାପଜନିତ ଲଗାଣ ବର୍ଷାରେ କ୍ଷତି ହୋଇଥିବା ଫସଲର କ୍ଷତିପୂରଣ ଦାବୀରେ ଏଆଇକେକେଏମଏସର ବିକ୍ଷୋଭ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଚଳିତ ବର୍ଷ ହୋଇଥିବା ଲଗାଣ ବର୍ଷାରେ ଖରିଫ ଫସଲ ସଂପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଛି । ସୂଚନା ଯୋଗ୍ୟ ଯେ, ୧୯୮୦ ମସିହାଠାରୁ ଡେଲାଙ୍ଗ, କଣାଶ, ସତ୍ୟବାଦୀ, ପୁରିସଦର ଓ ବ୍ରହ୍ମଗିରି ବ୍ଲକର ହଜାର ହଜାର ଏକର ଧାନ ଜମି ଉପଯୁକ୍ତ ପାଟଣାଳୀ ଅଭାବରୁ ଜମିର
Read More...

ପ୍ରାଥମିକ ଚିକିତ୍ସା ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଅଙ୍କରିଆପଦର ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ ୟୁନିଟ ତରଫରୁ ପ୍ରାଥମିକ ଚିକିତ୍ସା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ରଂଜିତା ତ୍ରିପାଠୀଙ୍କ ପ୍ରତ୍ୟକ୍ଷ
Read More...

ଫଟାମୁଣ୍ଡାରେ ୩୧୫ ଜଣଙ୍କୁ କରୋନା ଟୀକା ଦିଆଗଲା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଆଜି ଜମଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ଫଟାମୁଣ୍ଡାରେ ଗାଁ କଲ୍ୟାଣ ସମିତି ସହଯୋଗରେ ୩୧୫ ଜଣଙ୍କୁ କରୋନା ଟୀକା ଦିଆଗଲା । ଏହି କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ କର୍ମୀ କୁଞ୍ଜଳତା ନାୟକ, ନିବେଦିତା ପୁରୋହିତ, ଶ୍ରୀକାନ୍ତ ସାହୁ,
Read More...

ନବରାତ୍ର ପୂଜା ପାଇଁ ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ଦୁର୍ଗା ମନ୍ଦିର ପ୍ରାଙ୍ଗଣରେ ନବରାତ୍ର ପୂଜା ପାଇଁ ପ୍ରସ୍ତୁତି ବୈଠକ ପାଇକମାଲ ସରପଞ୍ଚ ଧବଲେଶ୍ୱର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆସନ୍ତା ୬ ତାରିଖ ହେବାକୁ ଥିବା ନବରାତ୍ର ପୂଜା ନିରାଡମ୍ବର ଭାବରେ ପାଳନ କରାଯିବାକୁ
Read More...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସଇଁନ୍ତଲା ବ୍ଳକରେ ପ୍ରସ୍ତୁତି, ବିଭିନ୍ନ କର୍ମଚାରୀଙ୍କୁ ନେଇ ବ୍ଳକ ପ୍ରଶାସନର ବୈଠକ

ସଇଁନ୍ତଲା, (ଅଜିତ କୁମାର ସାହୁ) : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଟିଲାଗଡ଼, ବଲାଙ୍ଗିର, ପାଟଣାଗଡ଼ ଗସ୍ତ କରିବେ ବୋଲି ସୂଚନା ରହିଥିବା ବେଳେ ପ୍ରଶାସନ ଓ ବିଜେଡି ନେତା ମାନଙ୍କ ମଧ୍ୟରେ ପ୍ରସ୍ତୁତି ଜୋର ସୋରରେ ଚାଲିଛି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଭିନ୍ନ
Read More...

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନଙ୍କ ଗସ୍ତକୁ ନେଇ ମନ୍ତ୍ରୀ, ବିଧାୟକଙ୍କ ସ୍ଥିତି ଅନୁଧ୍ୟାନ

ଟିଟିଲାଗଡ଼, (ଅଜିତ କୁମାର ସାହୁ) : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଲାଙ୍ଗିର ଜିଲ୍ଲାର ଟିଟିଲାଗଡ଼କୁ ଗସ୍ତକୁ ନେଇ ଏବେ ଜୋରସୋରରେ ପ୍ରସ୍ତୁତି ଜାରି ରହିଛି । ତେବେ ଗସ୍ତ ପୂର୍ବରୁ ବିଜୁ ଜନତାର ସାଙ୍ଗଠନିକ ସମ୍ପାଦକ ବବି ଦାସ, ମନ୍ତ୍ରୀ ସୁଶାନ୍ତ ସିଂ, ଓଡ଼ିଶା ଶିଶୁ
Read More...

ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ବିଶେଷ ପଦକ୍ଷେପ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତାକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗିର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ । ଏନେଇ ବଲାଙ୍ଗିର ପୌରାଞ୍ଚଳର ସମସ୍ତ ୱାର୍ଡ ମାନଙ୍କରେ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ଯୋଜନା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ
Read More...

ଦୀପାଙ୍କ ପ୍ରୟାସରେ ମରାମତି ହେଲା ଗ୍ରାମ୍ୟ ଉନ୍ନୟନ ରାସ୍ତା

ପଦ୍ମପୁର, (ନିରୋଜ କୁମାର ପାଣୀ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଙ୍ଘା ପଞ୍ଚାୟତର କେଲଗାଁରୁ ଗୋଧନେଶ୍ୱର ରାସ୍ତା ଲଗାଣ ବର୍ଷାରେ ଧୋଇ ହୋଇ ଯାଇଥିଲା । ଫଳରେ ଉକ୍ତ ରାସ୍ତାରେ ଯାତାୟାତ ବାଧପ୍ରାପ୍ତ ହେଉଥିଲା । ସୂଚନା ଅନୁସାରେ ଉକ୍ତ ରାସ୍ତା ଦେଇ
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଟଣାଗଡ ଗସ୍ତକୁ ନେଇ ବିଜେଡି ନେତାଙ୍କ ସମୀକ୍ଷା

ପାଟଣାଗଡ, (କେପିଏନ୍‌ଏସ୍‌) : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଲାଙ୍ଗିର ଜିଲ୍ଲା ଆସିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ପ୍ରଥମେ ଟିଟିଲାଗଡ଼, ପାଟଣାଗଡ ପରେ ବଲାଙ୍ଗିର ଯିବାର କାର୍ଯ୍ୟକ୍ରମ ରହିଛି । ଏନେଇ ପାଟଣାଗଡ ରମାଇଁ ହାଇସ୍କୁଲରେ ବିଭିନ୍ନ ପ୍ରକଳ୍ପର
Read More...