Monthly Archives

September 2021

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି ପାଇଛି । କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କୋରାପୁଟ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ
Read More...

ମୋଟର ଚାଳକଙ୍କ ସାମଜିକ ସୁରକ୍ଷା ନେଇ ଦାବୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଓଡିଶା ମୋଟର ଚାଳକ ସଂଘର ଡେଲାଙ୍ଗ ଶାଖା ପକ୍ଷରୁ ମୋଟର ଚାଳକଙ୍କ ସାମାଜିକ ସୁରକ୍ଷା ପାଇଁ ବାବା ବଣୀବକ୍ରେଶ୍ୱେର ପୀଠସ୍ଥଳୀ କୁଆପଦା ଠାରେ ସ୍ଥାନୀୟ ସଭାପତି ସନ୍ତୋଷ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଉପଦେଷ୍ଟା
Read More...

ଶରତ ଋତୁରେ ଶରତଙ୍କୁ ବିଦାୟ

ସୁରେନ୍ଦ୍ର ହୋତା, ସାମ୍ବାଦିକ, ବରଗଡ଼ ଶରତ ଋତୁରେ ପାର୍ବଣର ଆଗମନ ଠିକ ପୂର୍ବରୁ ବରଗଡ଼ ସହରରୁ ଚିରଦିନ ପାଇଁ ଶରତ ଉଭେଇ ଗଲେ । ଆପଣମାନଙ୍କ ମନରେ ପ୍ରଶ୍ନ ଉଠୁଥିବ, ଏ ଶରତ କିଏ ? ତାଙ୍କ କଣ କିଛି ସ୍ୱାତନ୍ତ୍ରତା ଥିଲା ଯେ, ତାଙ୍କ ସମ୍ପର୍କରେ ଫେସବୁକରେ ଚର୍ଚ୍ଚା ହେଉଛି । ସହରରେ ଅନେକ
Read More...

ଗତ ୨୪ ଘଂଟାରେ ୬୯୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୯୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୩ ଜଣ ୦ ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୮୭୬ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯୪ ଜଣ ଆଂଚଳିକ
Read More...

ହାଇସ୍କୁଲ ପରିବେଶ ଦେଖି ଜିଲ୍ଲାପାଳ ଆନନ୍ଦିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଳକ ଅନ୍ତର୍ଗତ ଗୁଦେରପାଲି ବାପୁଜୀ ଉଚ୍ଚବିଦ୍ୟାଳୟକୁ ଗତକାଲି ଅଚାନକ ବରଗଡ଼ ଜିଲ୍ଲାପାଳ ମୋନିଷା ବାନାର୍ଜୀ, ଗାଇସିଲେଟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରବୀଣ କୁମାର ବଣୁଆଁ, ସମାଜସେବୀ କିଶୋର ଚନ୍ଦ୍ର ଦେବତା
Read More...

ଉଦଘାଟିତ ହେଲା ଷ୍ଟେଲ୍ଲାର ଏଣ୍ଟରପ୍ରାଇଜେସ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବର୍ତ୍ତମାନ ଅନଲାଇନ ଜିନିଷ କିଣିବା ହେଲା ଆହୁରି ସହଜ । ଫ୍ଲିପକାର୍ଟ ଓ ଆମାଜନରୁ ଜିନିଷ କିଣିବା ପାଇଁ ଗତ ଶୁକ୍ରବାର ପଦ୍ମପୁରଠାରେ ବୋରାସମ୍ବର ପଡ଼ିଆ ସାମନାରେ ଆମାଜନ ଇଜି ଷ୍ଟୋର ଓ ଫ୍ଲିପକାର୍ଟ ବାଇଜୋନ ଉଦ୍‌ଘାଟିତ ହୋଇଛି । ପଦ୍ମପୁର ସହରର ଯୁବ
Read More...

ଯୋଗୀମୁଣ୍ଡାରେ ନବ ନିର୍ମିତ ଉପସ୍ୱାସ୍ଥ୍ୟ କେନ୍ଦ୍ର : ଠାନ୍ ତ ଅଛେ ବାଟ ନାଇଁ

ପାଟଣାଗଡ଼, (ଗୋରେଖନାଥ ବରିହା) : ସରକାର ଲୋକଙ୍କ ସ୍ୱାସ୍ଥ୍ୟ ସମସ୍ୟା ଦୂର କରିବା ସହ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ଉପସ୍ୱାସ୍ଥ୍ୟ କେନ୍ଦ୍ର ଓ ଆରୋଗ୍ୟ କେନ୍ଦ୍ର ମାନ ନିର୍ମାଣ କରିଛନ୍ତି । ହେଲେ ଲୋକଙ୍କ କାମରେ ଆସୁନଥିବା ସହ ପରିତ୍ୟକ୍ତ ଅବସ୍ଥା
Read More...

ଭାଜପା ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ଗତକାଲି ତାଙ୍କ କାର୍ଯ୍ୟାଳୟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ଜୟ ଜବାନ ଜୟ କିଷାନ କାର୍ଯ୍ୟକ୍ରମରେ ଅତିଥି ଭାବେ ବରଗଡ଼ ସାଂସଦ ସୁରେଶ
Read More...

ଶ୍ରୀନୃସିଂହନାଥଙ୍କ ଭକ୍ତିବାଦର ସୂତ୍ର ପ୍ରଚାର : ରାଜ୍ୟସ୍ତରୀୟ କଳାକାର ସମ୍ମିଳନୀ, ନୀଳଚକ୍ର ଧ୍ୱଜା ସ୍ଥାପନା ଓ…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଆଇଆର୍‌ଇ ଛକ ନିକଟ ଘଡଘଡାପଲ୍ଲୀ ଗ୍ରାମ ସ୍ଥିତ ଶ୍ରୀ ଶ୍ରୀ ଲକ୍ଷ୍ମୀ ନୃସିଂହ କାମିନୀ ଦାସୁଡୁ ସତ୍ୟମ ସେବା ନୃତ୍ୟକଳା କେନ୍ଦ୍ର(ଭାଗବତ ଗାଦି) ପକ୍ଷରୁ ଲକ୍ଷ୍ମୀ ନୃସିଂହ ମନ୍ଦିରର ନୀଳଚକ୍ର ଧ୍ୱଜା ସ୍ଥାପନା ଓ ପ୍ରତିଷ୍ଠା ଉତ୍ସବ
Read More...

ଆନ୍ତର୍ଜାତୀୟ ମାଣ୍ଡିଆ ବର୍ଷ-୨୦୨୩ ଅଭିଯାନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତିକୁ ନେଇ "ଭାରତ କା ଅମୃତ ମହୋତ୍ସବ" ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସ୍ୱପ୍ନର ଭାରତ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚାଲିଥିବା ବିଭିନ୍ନ ଯୋଜନା ଉପରେ ଲାଭାର୍ଥୀଙ୍କୁ ସଚେତନ କରାଯାଉଛି । ଏହି
Read More...