ଆଜି ବଲାଙ୍ଗିର ଜିଲ୍ଲାରେ ନୂତନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ଜିଲ୍ଲାରେ ନୂତନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳ ୱାର୍ଡ ନଂ ୨୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...
Read More...