Monthly Archives

September 2021

ପ୍ରବଳ ବର୍ଷାରେ ଭୁଶୁଡିଲା କୋଠା : ଲାଇବ୍ରେରୀରେ ଥିବା ବହିଗୁଡିକ ନଷ୍ଟ

ବ୍ରହ୍ମପୁର : ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ବ୍ରହ୍ମପୁର ସହରରେ ଏକ କୋଠା ଭୁଶୁଡି ଯାଇଥିବା ଖବର ମିଳିଛି । ସୂଚନା ଅନୁସାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ବ୍ରହ୍ମପୁର ସହରର ଅବସ୍ଥା ବେହାଲ ହୋଇ ପଡିଛି । ସହରରେ ଥିବା ୧୦୯ ବର୍ଷର ପୁରୁଣା ଐତିହାସିକ ଆନ୍ଧ୍ର ମହିଳା ସମାଜ
Read More...

ନୂଆଁଖାଇର ମୂଳ ପରମ୍ପରା କେବେ ବଦଳିବ ନାହିଁ : ଲାଇଫ୍‌ରେଚର୍‌ ପକ୍ଷରୁ ନୂଆଁଖାଇର୍‌ ମିଲନ୍‌ କାର୍ଯ୍ୟକ୍ରମ

ଭବାନୀପାଟଣା, (ହେମନ୍ତ ସାହୁ) : ନୂଆଁଖାଇ ସହ ଜଡ଼ିତ ସାଂସ୍କୃତିକ ପରମ୍ପରା ଧୀରେ ଧୀରେ ବଦଳି ଆସୁଛି । ପୂର୍ବରୁ ନୂଆଁଖାଇ ବେଳେ ଆୟୋଜନ ହେଉଥିବା ଘୁମ୍‌ରା, ଢାପ୍‌, ବଜାଶାଲ୍‌, ବନାବାଡ଼ି ଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବର୍ତ୍ତିତ ହୋଇ ଏବେ ଡିଜେ, ଡିସ୍କୋ, ପାଶ୍ଚାତ୍ୟ ନାଚଗୀତରେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ବାଲେଶ୍ବର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ
Read More...

ସାଧାରଣରେ ଚର୍ଚ୍ଚା : ତୁଳସୀନଗରର ମହାରାଣୀ ସାଗର ସର୍‌ପ୍ଲସ୍‌ କେନାଲରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ତୁଳସୀନଗରର ମହାରାଣୀ ସାଗର ସରପ୍ଲସ କେନାଲରୁ ରବିବାର ଜଣେ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି । ଏହି ଘଟଣାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି ସହରରେ । ଶିଶୁଟିକୁ ଲୁଗା ଗୁଡ଼ାଇ ଫିଙ୍ଗା ଯାଇଥିବା ବେଳେ ବର୍ଷାପାଣିରେ ଭାସି ଆସିବା ପରେ ସରପ୍ଲସ
Read More...

ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘର ରାଜ୍ୟସ୍ତରୀୟ ସମାବେଶ : ୨୫ରୁ ୨୬ ଡିସେମ୍ବରରେ ୧୦ମ…

ଭୁବନେଶ୍ୱର : ଅଖିଳ ଭାରତ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ଓଡ଼ିଶା ରାଜ୍ୟ ଶାଖାର ସାଧାରଣ ପରିଷଦ ବୈଠକ ସ୍ଥାନୀୟ ରେଡକ୍ରସ ଭବନ ଠାରେ ସଂଗଠନର ରାଜ୍ୟ ସଭାପତି ରବି ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସଂଗଠନର ଆବାହକ ଡୁମାଣି ପ୍ରକାଶନର ମୁଖ୍ୟ ଅକ୍ଷୟ କୁମାର
Read More...

ଖୁସି ଖବର : ଝିଅ ଜନ୍ମ ହେବା ଖୁସିରେ ଦିନ ସାରା ଲୋକଙ୍କୁ ମାଗଣା ପାନିପୁରୀ ଖୁଆଇଲେ ପାନିପୁରୀ ଦୋକାନୀ

ଭୋପାଲ : ଭୋପାଲର ଯେଉଁମାନେ ଝିଅମାନଙ୍କୁ ବୋଝ ବୋଲି ଭାବନ୍ତି, ସେମାନଙ୍କୁ ଏକ ବଡ଼ ବାର୍ତ୍ତା ଦେଇଛନ୍ତି ଜଣେ ବ୍ୟକ୍ତି । ସେ ଝିଅ ଜନ୍ମର ଆନନ୍ଦରେ ଦିନସାରା ଲୋକଙ୍କୁ ମାଗଣା ପାନିପୁରୀ ଖାଇବାକୁ ଦେଇଥିଲେ । ସୂଚନା ଅନୁସାରେ ଭୋପାଲର କୋଲାର ଅଞ୍ଚଳରେ ରହୁଥିବା ଅଂଚଲ ଗୁପ୍ତା ୧୪ ବର୍ଷ ଧରି
Read More...

୫ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ ସଂକ୍ରମଣ ସଂଖ୍ୟା : ଗତ ୨୪ ଘଂଟାରେ ୪୭୧ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫୭ ଜଣ ୦ାରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୫୪୮ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୯୭ ଜଣ ଆଂଚଳିକ
Read More...

ବେନକେରା ଗାଁରେ ନୂଆଖାଇ ଭେଟଘାଟ ଉପଲକ୍ଷେ ନୃତ୍ୟ ପ୍ରତିଯୋଗିତା

ପାଟଣାଗଡ଼, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ବେନକେରା ଗାଁ ଠାରେ ମାଁ ସମଲେଶ୍ୱରୀ କ୍ଲବ ପକ୍ଷରୁ ପଞ୍ଚିମ ଓଡିଶାର ମହାନ ଗଣପର୍ବ ନୂଆଁଖାଇ ଉପଲକ୍ଷେ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ନୃତ୍ୟ ଶିଳ୍ପୀ ଏବଂ ଆଖ ପାଖ ଗାଁର ନୃତ୍ୟ ଶିଳ୍ପୀ ମାନଙ୍କୁ ନେଇ
Read More...

ଭୁପେନ୍ଦ୍ର ଭାଇ ପଟେଲ ଆଜି ସିଏମ୍‌ ଭାବେ ଶପଥ ଗ୍ରହଣ କରିବେ : ଅମିତ ଶାହାଙ୍କ ସମେତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ…

ଗୁଜୁରାଟ : ଭୁପେନ୍ଦ୍ର ଭାଇ ପଟେଲ ଗୁଜୁରାଟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ । ଗାନ୍ଧୀନଗରରେ ବିଜେପି ବିଧାୟକ ଦଳର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଭୁପେନ୍ଦ୍ର ଭାଇ ପଟେଲ ଆଜି ମଧ୍ୟାହ୍ନ ୨.୨୦ରେ ରାଜଭବନ ଲନ୍‌ରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ, ଯେଉଁଠାରେ
Read More...

ରାଜ୍ୟରେ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ଜାରି

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଓଡ଼ିଶା, ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଆଜି ପାଇଁ ୫ ଜିଲ୍ଲା
Read More...