Monthly Archives

September 2021

ବାରହା ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ ତାର : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶିକାରୀ ମୃତ

ସୋନପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ କୋଟସମଲାଇ ଜଙ୍ଗଲରେ ବାରହା ଶିକାର ପାଇଁ ବିଛାଯାଇଥିଲା ବିଦ୍ୟୁତ ତାର । କିନ୍ତୁ ନିଜେ ଶିକାର ହୋଇଗଲେ ଶିକାରୀ । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶିକାରୀଙ୍କ ଜୀବନ ଯାଇଛି । ମୃତକ ଜଣକ ହେଲେ ବୀରମହାରାଜପୁର
Read More...

ସୋହେଲାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସୋହେଲା ଠାରେ ଅନୁଷ୍ଠିତ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ପ୍ରକାଶ ଚନ୍ଦ୍ର ଦେବତା, ପୂର୍ବତନ ବିଧାୟକ ମହମ୍ମଦ ରଫିକ, ସୋହେଲା ଗୌନ୍ତିଆ ଗୋପାଳ ନାଏକ ଏବଂ
Read More...

ନିଖୋଜ ନାବାଳିକା ମହାରାଷ୍ଟ୍ରରୁ ଉଦ୍ଧାର

ନବରଙ୍ଗପୁର, (ଜଗନ୍ନାଥ ବିଷୋୟୀ) : ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ପୋଲିସ ନିଖୋଜ ନାବାଳିକା (୧୬)ଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି । ନାବାଳିକା ଜଣକ କୋଡ଼ିଙ୍ଗା ଥାନା ଅଧୀନ ଫାର୍ଶାଗୁଡ଼ା ଗ୍ରାମର । ସୂଚନା ଅନୁଯାୟୀ, ସେପ୍ଟେମ୍ବର ୨ ରାତିରେ ନାବାଳିକା ଜଣକ କୌଣସି କଥାକୁ ନେଇ ଘରେ
Read More...

ଗଣେଶ ପୂଜା ଏବଂ ନୂଆଁଖାଇ ଉପଲକ୍ଷେ ଜରାସିଂହା ବାବୁପଡ଼ାରେ ବିଭିନ୍ନ ଖେଳ ପ୍ରତିଯୋଗିତା

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜରାସିଂହା ଶାନ୍ତିନିବାସ ବାବୁପଡାରେ ଗଣେଶ ପୂଜା କମିଟି ତରଫରୁ ଦୁଇଦିନ ଧରି କ୍ରୀଡା ପ୍ରତିଯୋଗିତା ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମ୍ୟୁଜିକ ଚେୟାର (ଝିଅ ଓ ପୁଅ), ଚାମଚ ଦୌଡ (ଝିଅ), ବାଇଗଣ ଦୌଡ (ପୁଅ), ବୁକେଟ ବଲଳ ବଲାଂସି (ଝିଅ,
Read More...

ଶ୍ରୀକ୍ଷତ୍ର ଫିଟ ଇଣ୍ଡିଆ ଫ୍ରିଡମ ରନ କାର୍ଯ୍ୟକ୍ରମ ଉଦଘାଟିତ : ସୁସ୍ଥ ଜୀବନ ପାଇଁ ଦୌଡିବା ଆବଶ୍ୟକ ବାର୍ତ୍ତା ଦେଇ…

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ଫିଟ ଇଣ୍ଡିଆ ଫ୍ରିଡମ ରନ ୨ .୦ ଏନସିସି ଦ୍ୱାରା ପାଳିତ ଭାରତ ସରକାରଙ୍କ ଆହ୍ଵାନ କ୍ରମେ ତଥା ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍.ସି.ସି.) ମହାନିର୍ଦ୍ଦେଶାଳୟ ନୂଆଦିଲ୍ଲୀଙ୍କ ନିର୍ଦ୍ଦେଶରେ ସ୍ୱାଧୀନତାର ୭୫ ବର୍ଷ ପୂରଣ ଅବସରରେ ଷଷ୍ଠ ଓଡ଼ିଶା
Read More...

ପଦ୍ମପୁର ଏବିସିଡ଼ିରେ ନୂଆଁଖାଇ ଭେଟଘାଟ

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହାମାରୀ କରୋନାହ କଟକଣାରେ ପଶ୍ଚିମ ଓଡିଶାର ମହାନ ପର୍ବ ନୂଆଁଖାଇ ଭେଟଘାଟ ପଦ୍ମପୁର ସହର ଏବିସିଡ଼ି ଆନୁକୂଲ୍ୟରେ ସୀମିତ ସଦସ୍ୟଙ୍କ ମଧ୍ୟରେ ଘର ଭିତରେ ନୀତିକାନ୍ତିରେ ସମାପନ ହୋଇଯାଇଛି । ସର୍ବପ୍ରଥମେ ଝାଙ୍କର ସୁରେଶ ସମଳେଇ ମାଁଙ୍କ ପୂଜାର୍ଚ୍ଚନା
Read More...

ନୂଆଁଖାଇ ଦିନରେ ନୂଆଁଖାଇ ଭେଟଘାଟ ଅବସରରେ ନିଷ୍ଠା ପରିବାରର ରକ୍ତଦାନ ଶିବିର

ବରଗଡ, (ନିରୋଜ କୁମାର ପାଣୀ) : ପଶ୍ଚିମ ଓଡ଼ିଶାର ମହାନ୍ କୃଷି ଭିତ୍ତିକ ଗଣ ପର୍ବ ନୂଆଁଖାଇ ଅବସରରେ ନିଷ୍ଠା ଭବନ ଆନ୍ଧ୍ର କ୍ୟାମ୍ପ, ଖଣ୍ଡହଥା ଠାରେ ନିଷ୍ଠା ପରିବାର ତରଫରୁ ଏକ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୮କୁ ବୃଦ୍ଧି ପାଇଛି । ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ
Read More...

ଗତ ୨୪ ଘଂଟାରେ ରାଜ୍ୟରେ ୬୪୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୪୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୩ ଜଣ ୦ାରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୯୫୭ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୮୧ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୬୮ ଜଣ ଆଂଚଳିକ
Read More...

ସାବାସ୍ ସୌରଭ୍ : ରକ୍ତ ଦେଇ ନିରୀହ ଛୁଆର ଜୀବନ ବଞ୍ଚାଇଲେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୧୦୮ ଆମ୍ବୁଲାନ୍ସ କର୍ମଚାରୀମାନେ ରୋଗୀ ମାନଙ୍କୁ ବହୁ ହଇରାଣ ହର୍‌କତ୍‌ କରୁଥିବା ସାମ୍ନାକୁ ଆସିଥିବା ବେଳେ ଏବେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଆପଣ ମାନେ ପ୍ରଶଂସା ନକରି କି ରହି ପ।ରିବେନି । ଗତକାଲି ପଶ୍ଚିମ ଓଡିଶାର ମହାନ ପର୍ବ ନୂଆଁଖାଇ ଦିନ
Read More...