Monthly Archives

September 2021

ସବୁ ବେଳେ ଅସହାୟଙ୍କ ସେବାରେ ଉତ୍ସରଗୀକୃତ ନିଷ୍ଠା ପରିବାର

ବରଗଡ, (ନିରୋଜ କୁମାର ପାଣୀ) : ଗତ ୭ ତାରିଖ ଦିନ ତେନ୍ତେଲ ଶିରା, କର୍ଲାଜୁରି ଠାରେ ଝୁଲନ୍ତା ଅବସ୍ଥାରେ ଏକ ଶବ ଉଦ୍ଧାର କରିଥିଲେ ଭଟଲି ପୋଲିସ । ସୂଚନା ଅନୁସାରେ ଆତ୍ମହତ୍ୟା କରିଥିବା ବ୍ୟକ୍ତିଙ୍କ ଆନୁମାନିକ ବୟସ ପାଖାପାଖି ୪୦ରୁ ୪୫ ବର୍ଷ ହେବ । ତାଙ୍କ ମୃତ ଶରୀର ସମ୍ପୂର୍ଣ୍ଣ ପଚି
Read More...

ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ପଡିଛି ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

ବରଗଡ, (ନିରୋଜ କୁମାର ପାଣୀ) : ଅଳିଆ ଆବର୍ଜନାରେ ପରିପୂର୍ଣ୍ଣ ହୋଇ ପଡିଛି ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ । ସୂଚନା ଅନୁସାରେ ଯୁଆଡେ ଦେଖିବେ କୁଢ କୁଢ ଅଳିଆ । ଚିକିତ୍ସାଳୟରୁ ବାହାରୁଥିବା ଆବର୍ଜନା ସବୁକୁ ଏକ ନିର୍ଦ୍ଧିଷ୍ଟ ଜାଗାରେ ନଷ୍ଟ କରିବା କଥା କାରଣ ତାହା ବିଭିନ୍ନ ରୋଗୀ
Read More...

ଓସାକା ହାଇଦ୍ରାବାଦ ପକ୍ଷରୁ ନବପ୍ରଭାତ ଗୁରୁକୁଳ ଆଶ୍ରମକୁ ପୁସ୍ତକ ବଣ୍ଟନ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ନୂଆଁଖାଇ ଅବସରରେ ହାଇଦ୍ରାବାଦ ସ୍ଥିତ ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ସଂଗଠନ ପଶ୍ଚିମ ଓଡିଶା ସାମାଜିକ ଏବଂ ସାଂସ୍କୃତିକ ଅନୁଷ୍ଠାନ ‘ଓସାକା’ର କର୍ମକର୍ତ୍ତା ମାନେ ବରଗଡ ଜିଲ୍ଲାର ନୂଆଁପାଲି (କନ୍‌ସିଂହା) ସ୍ଥିତ ନବପ୍ରଭାତ ଗୁରୁକୁଳ ଆଶ୍ରମ
Read More...

ଜିଲ୍ଲାପାଳଙ୍କ ଦ୍ଵାରା ମମତା ସମ୍ବର୍ଦ୍ଧିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଶେଷ ହୋଇଥିବା ରାଜ୍ୟ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତାରେ ବରଗଡ଼ ଜିଲ୍ଲାରୁ ପ୍ରତିନିଧିତ୍ଵ କରିଥିବା ମହିଳା ଆଥଲେଟ୍ ମମତା ପ୍ରଧାନ କୃତୀତ୍ବ ହାସଲ କରିଥିବାରୁ ଜିଲ୍ଲାପାଳ ମୋନୀଷା ବାନାର୍ଜୀ ଆଜି ତାଙ୍କୁ ଉପଢ଼ୌକନ ଦେଇ
Read More...

ଭେଣ୍ଡିଙ୍ଗ୍‌ ଜୋନ୍‌ ନେଇ ବଣିକ ସଂଘର ଦାବୀପତ୍ର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ବଣିକ ସଂଘ ପକ୍ଷରୁ ସହରରେ ଭେଣ୍ଡିଙ୍ଗ୍‌ ଜୋନ୍‌ ନିର୍ମାଣ ନେଇ ଏକ ଦାବୀପତ୍ର ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରୋନିତ କୁମାରଙ୍କୁ ବ୍ୟବାସାୟୀ ସଂଘ ପକ୍ଷରୁ ପ୍ରଦାନ କରାଯାଇଛି ।ଦୀର୍ଘଦିନ ହେଲା ସହରରେ ପୂର୍ତ୍ତ ବିଭାଗ ପକ୍ଷରୁ
Read More...

ବଜ୍ରପାତରେ ଗ୍ରାସୀମ କମ୍ପାନୀ ହାଇଡ୍ରୋକ୍ଲୋରିକ ପ୍ଲାଣ୍ଟରେ ଅଗ୍ନିକାଣ୍ଡ

ଗଞ୍ଜାମ, (ପ୍ରଦିପ କୁମାର ପଣ୍ଡା) : ବଜ୍ରପାତରେ ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀ ହାଇଡ୍ରୋକ୍ଲୋରିକ ପ୍ଲାଣ୍ଟରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ପ୍ରାପ୍ତ ସୂଚାନାନୁଯାୟୀ ସନ୍ଧ୍ୟା ସମୟରେ ବଜ୍ରପାତରେ କମ୍ପାନୀରେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା ।ଏହା ଦେଖି କାର୍ଯ୍ୟରତ
Read More...

ଇ ଶକ୍ତି ପ୍ରକଳ୍ପ ତଦାରଖ କମିଟି ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟଠାରେ ଆଜି କେନ୍ଦୁଭଟା ଦେବଦତ୍ତ କ୍ଳବ ପ୍ରାଙ୍ଗଣରେ ଇ ଶକ୍ତି ପ୍ରକଳ୍ପ ତଦାରଖ କମିଟି ବରଗଡ଼ଠାରେ ଅନୁଷ୍ଠିତ ହୋଇଯାଇଛି । ହଟକିଶୋର ବେହେରା, ଜିଲ୍ଲା ବିକାଶ ପ୍ରବନ୍ଧକ ରାଷ୍ଟ୍ରୀୟ କୃଷି ବିକାଶ ଓ ଗ୍ରାମ୍ୟ ଉନ୍ନୟନ
Read More...

ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ତରଫରୁ ବ୍ୟକ୍ତିତ୍ୱ ବିକାଶ କାର୍ଯ୍ୟଶାଳା ଅନୁଷ୍ଠିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ଅତାବିରା ନଗର ଶାଖା ତରଫରୁ ସ୍ଥାନୀୟ ଲରାସରା ଉଚ୍ଚ ବିଦ୍ୟାଳୟରେ ବ୍ୟକ୍ତିତ୍ୱ ବିକାଶ କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି ଏଥିରେ ଲରାସରା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନବୋଧ ମାଝୀ, ଖଇରପାଲି ୟୁଜିୟୁପିସ୍କୁଲର
Read More...

ସୁବର୍ଣ୍ଣପୁର ସହରରେ ଜିଲ୍ଲା ସ୍ତରୀୟ ନୂତନ ଲାଇବ୍ରେରୀର ଶୁଭାରମ୍ଭ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଛାତ୍ରଛାତ୍ରୀ ଯୁବ ସମ୍ପ୍ରଦାୟ ଏବଂ ସବୁ ବର୍ଗର ପାଠକ ମାନଙ୍କ ମଧ୍ୟରେ ପଠନ ଅଭ୍ୟାସକୁ ବଢାଇବା ପାଇଁ ଜିଲ୍ଲା ପ୍ରଶାସନ ଏକ ଅଭିନବ ପ୍ରୟାସ କରିଛି । ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ଏନ୍‌ଆଇସିର ମିଳିତ ସହଯୋଗରେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିବା ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୮୪କୁ ବୃଦ୍ଧି ପାଇଛି । ମିଳିଥିବା ସୂଚନା ଅନୁସାରେ ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରପଡ଼ା,
Read More...