Monthly Archives

September 2021

ଟ୍ରକ ଧକ୍କାରେ ଶିଶୁ ସମେତ ତିନି ଆହାତ

ଛତ୍ରପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପାଲିଆ ଛତ୍ରପୁର ଛକ ନିକଟସ୍ଥ ଜାତୀୟ ରାଜପଥରେ ଏକ ଟ୍ରକ ସ୍କୁଟିକୁ ଧକ୍କା ଦେବା ଫଳରେ ଶିଶୁ ସମେତ ତିନିଜଣ ଆହାତ ହୋଇଛନ୍ତି । ଆହାତ ମାନେ ହେଲେ ବଡ ଆର୍ଯ୍ୟପଲ୍ଲୀ ଗ୍ରାମର କେ. ଦିବ୍ୟା (୩୦), ପି. ଧରଣୀ (୨୮), ୧ ବର୍ଷର ଶିଶୁ ତାନବିକ୍‌ ବୋଲି
Read More...

ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୫୫ଜଣକୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ଜଣେ
Read More...

ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ ଅଧିକ୍ଷକ ଡ଼ା.ସୁଦର୍ଶନ ସାହୁଙ୍କ ଦାୟିତ୍ୱ ଗ୍ରହଣ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ମୁନିସିପେଣ୍ଠ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ ଅଧିକ୍ଷକ ଭାବେ ବରିଷ୍ଠ ଡାକ୍ତର ସୁଦର୍ଶନ ସାହୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ଡାକ୍ତର ସାହୁ ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟ କରୁଥିଲେ । ତାଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ
Read More...

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮,୯୪୮ ଆକ୍ରାନ୍ତ ଚିହ୍ନଟ : ୨୧୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ

ନୂଆଦିଲ୍ଲୀ : ଦେଶ ମଧ୍ୟରେ ଗତ ୨୪ ଘଣ୍ଟାରେ ଦେଶରେ ୩୮,୯୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ହୋଇଥିବା ଜଣାପଡିଛି । ଏହା ସହିତ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୨୭ ହଜାର ୬୨୧ରେ ପହଞ୍ଚିଥିବା ବେଳେ ଦେଶରେ କରୋନାଜନିତ
Read More...

ରାଷ୍ଟ୍ରୀୟ ପୁରସ୍କାରରେ ସମ୍ମାନୀତ ହେଲେ କଣମଣା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଅଜିତ କୁମାର…

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ଗୁରୁ ଦିବସ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ଭିଡିଓ କନଫରେନ୍ସିଂ ଜରିଆରେ ଭାରତର ମୋଟ୍‌ ୪୪ ଜଣ ଶିକ୍ଷକଙ୍କ ସମେତ ଓଡ଼ିଶାର ଦୁଇ ଜଣ ଶିକ୍ଷକଙ୍କୁ ରାଷ୍ଟ୍ରୀୟ ପୁରସ୍କାର-୨୦୨୧ରେ ସମ୍ମାନୀତ କରାଯାଇଛି । ରାଷ୍ଟ୍ରୀୟ
Read More...

ପାଟଣାଗଡ଼ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ

ଗୁରୁଙ୍କୁ ନ ମଣି ବ ନର ଗୁରୁ ହିଁ ସାକ୍ଷାତ ଈଶ୍ଵର : ବିଧାୟକ ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବ୍ଳକ ସ୍ତରୀୟ ଗୁରୁ ପୂଜନ ଉତ୍ସବ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସ୍ଥାନୀୟ ଶିକ୍ଷକ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ ଗୁରୁ ପୂଜନ ଉତ୍ସବରେ ପାଟଣାଗଡ଼ ବିଧାୟକ
Read More...

ରାଜ ବୋଡାସମ୍ବର ବ୍ଲକ ଯାଦବ ସମାଜ କାର୍ଯ୍ୟକାରୀ ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜ ବୋଡାସମ୍ବର ପଦ୍ମପୁର ବ୍ଳକ ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ ପଦ୍ମପୁର ଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି ବୈଠକ ବରଗଡ଼ ଜିଲ୍ଲା ଯାଦବ ସାସ୍କୃତିକ ସମାଜର ଜିଲ୍ଲା ସଭାପତି ରାଜୁ ଘିବେଲାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ ରାଜ
Read More...

ରାଜ୍ୟରେ କରୋନା ସଂକ୍ରମଣ : ଗତ ୨୪ ଘଂଟା ମଧ୍ୟରେ ୬୦୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୬୦୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୬୯୯୬ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୨୨ ଜଣ ୦ ରୁ ୧୮ ବର୍ଷ ବୟସର ସଂକ୍ରମିତ ରହିଥିବା ବେଳେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୫୪ ଜଣ
Read More...

ଭାରତ ଏବଂ ଆଫଗାନିସ୍ତାନ ସୀମା ନିକଟରେ ପାକିସ୍ତାନ ସାଟେଲାଇଟ୍ ଏୟାରବେସ୍ ସକ୍ରିୟ କରିଛି : ଭାରତୀୟ ଏଜେନ୍ସି

ନୂଆଦିଲ୍ଲୀ : ଆଫଗାନିସ୍ତାନକୁ ଲାଗିଥିବା ବାଲୁଚିସ୍ତାନରେ ପାକିସ୍ତାନର ବାୟୁସେନା ଏହାର ସାଟେଲାଇଟ୍ ଏୟାରବେସ୍‌କୁ ସକ୍ରିୟ କରିଛି । ସେ ଏପରି ଏକ ପଦକ୍ଷେପ ନେଇଛି, ଯେଉଁ ସମୟରେ ତାର ଗୁପ୍ତଚର ସଂସ୍ଥା ଆଫଗାନିସ୍ତାନ କାର୍ଯ୍ୟରେ ଖୋଲାଖୋଲି ହସ୍ତକ୍ଷେପ କରୁଥିବା ଦେଖାଯାଉଛି । କେବଳ ଏତିକି
Read More...

ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ୪୪୩ ଶିକ୍ଷକ ନିଯୁକ୍ତି ପ୍ରଦାନ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗତକାଲି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା ଆଦର୍ଶ ବିଦ୍ୟାଳୟ ଗୁଡିକରେ ୪୪୩ ଶିକ୍ଷକ ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ ନବନିଯୁକ୍ତ ଶିକ୍ଷକ ମାନଙ୍କୁ
Read More...