Daily Archives

ଆମ ପୁଲିସ ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଆମ ପୁଲିସର ଏକ ବୈଠକ ସେକ୍ଟର ୧୯ ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ସବଇନ୍ସପେକ୍ଟର ସୁନିତା ଓରାମଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ପୁଲିସ ଅଧିକାରୀ ତଥା ହମିରପୁର ଉନ୍ନୟନ ପରିଷଦର ସଭାପତି ସୁମନ ଦତ୍ତ, ସାମ୍ବାଦିକ ତଥା କବି
Read More...

ରାଇସଲପଦର ଗାଁରେ କଙ୍ଗାରୁ କୋର୍ଟ : ଚୋରି ଅଭିଯୋଗରେ ଚାରି ଜଣ ଯୁବକଙ୍କୁ ଅକଥନୀୟ ନିର୍ଯାତନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ସୀମାନ୍ତବର୍ତ୍ତୀ ଗାଇସିଲାଟ ଥାନା ଅଞ୍ଚଳରୁ ଆସିଛି ଏକ କଙ୍ଗାରୁ କୋର୍ଟର ଦୃଶ୍ୟ । ଯେଉଁଠି ଚାରି ଜଣ ଯୁବକଙ୍କୁ ଚୋରି ଅଭିଯୋଗରେ ଗାଁ ଦାଣ୍ଡରେ ଖୁଣ୍ଟରେ ବାନ୍ଧିବା ସହ ସେମାନଙ୍କ ହାତକୁ ବାନ୍ଧି ଗାଁ ଦାଣ୍ଡରେ ବୁଲା ଯାଉଥିବାର ଭିଡିଓ
Read More...

ମୋ ସ୍କୁଲ ଅଭିଯାନ ପାଇଁ ପୂର୍ବତନ ବିଦ୍ୟାଳୟ ସଭାପତିଙ୍କ ସହାୟତା

ନବରଙ୍ଗପୁର, (ଜଗନ୍ନାଥ ବିଷୋୟୀ) : କୋଷାଗୁମୁଡ଼ା ବ୍ଲକ୍ ଅନ୍ତର୍ଗତ ବିଞ୍ଜିଲି ଠାରେ ଥିବା ଉନ୍ନିତ ଉଚ୍ଚ ବିଦ୍ୟାଳୟକୁ ‘ମୋ ସ୍କୁଲ ଅଭିଯାନ’ରେ ବିଦ୍ୟାଳୟର ପୂର୍ବତନ ସଭାପତି ପ୍ରଶାନ୍ତ କୁମାର ବକ୍ସି ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି । ଶ୍ରୀ ବକ୍ସି ୧୦ହଜାର ଟଙ୍କାର ଏକ ଚେକ୍ ପ୍ରାଧାନ
Read More...

ବୋଡାସମ୍ବରର ଶାରଦୀୟ ଦୁର୍ଗାପୂଜା ପାଇଁ ଭବ୍ୟ ମଣ୍ଡପ ନିର୍ମାଣ କାର୍ଯ୍ୟ ଜୋରସୋର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ରାଜ ବୋଡାସମ୍ବର ରାଜବାଟି ଠାରେ ଶାରଦୀୟ ଦୁର୍ଗାପୂଜା ପାଇଁ ଏକ ଭବ୍ୟ ପୂଜା ମଣ୍ଡପ ନିର୍ମାଣ କାର୍ଯ୍ୟ ପାଇଁ ଜଗତ ଜନନୀ ଦଶଭୁଜା ମହାମାୟା ଦୂର୍ଗତୀ ନାଶିନୀ ମା' ଦୁର୍ଗା ଦେବୀଙ୍କ ପ୍ରେରଣାରୁ ପଦ୍ମପୁର ସହରର ବିଶିଷ୍ଟ ସମାଜସେବୀ
Read More...

କେଶରୀୟା ହିନ୍ଦୁ ବାହିନୀ ତରଫରୁ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : କେଶରୀୟା ହିନ୍ଦୁ ବାହିନୀ ତରଫରୁ ଜିଲ୍ଲା କାର୍ଯ୍ୟାଳୟ ଠାରେ ଗତ ତା.୨୯/୦୯/୨୦୨୧ ରିଖରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ନୂତନ ରୂପେ ଦାୟିତ୍ୱ ଗ୍ରହଣ କରିଥିବା ୩ ଜଣ ଜିଲ୍ଲା ସ୍ତରୀୟ ପଦାଧିକାରୀ ଯଥା ଜିଲ୍ଲା ଉପ ସଭାପତି
Read More...

ସାଲେଭଟା ପ୍ରାଥମିକ ସ୍କୁଲରେ ଚାରା ରୋପଣ

ସାଲେଭଟା, (କେପିଏନ୍‌ଏସ୍‌) : ଆଗଲପୁର ବ୍ଲକ ଅନ୍ତର୍ଗତ ସାଲେଭଟା ପ୍ରାଥମିକ ସ୍କୁଲର ଜୁନିଅର ରେଡକ୍ରସ ୟୁନିଟ ତଥା ଇକୋ କ୍ଲବ ଆନୁକୂଲ୍ୟରେ କୋଭିିଡ ଗାଇଡଲାଇନ ଅନୁପାଳନ କରି ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ତଥା ଜୁନିଅର ରେଡକ୍ରସ ପରାମର୍ଶଦାତା
Read More...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଦାରିଙ୍ଗବାଡିର ମିଡିଉବନ୍ଧ ଝରଣା : ରାଜ୍ୟ ସରକାରଙ୍କ ଦୃଷ୍ଟି ପଡୁ

ଦାରିଙ୍ଗବାଡି, (କେପିଏନ୍‌ଏସ୍‌) : ପ୍ରାକୃତିକ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଦାରିଙ୍ଗବାଡିର ମିଡିଉବନ୍ଧ ଝରଣା । ଏଥିପ୍ରତି କିନ୍ତୁ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗର ଦୃଷ୍ଟି ନଥିବାରୁ ଅବହେଳିତ ହୋଇପଡିଛି ଏହି ନିର୍ଝରିଣୀ । ସୂଚନା ଯୋଗ୍ୟ ଯେ, ଦାରିଙ୍ଗବାଡି ସହରରୁ ବ୍ରହ୍ମପୁର ଆଡକୁ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । କଟକ,ଜଗତସିଂହପୁର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ
Read More...

ଗତ ୨୪ ଘଂଟାରେ ୪୭୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୭୪ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୫୬ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ବରିଷ୍ଠ ସାମ୍ବାଦିକ ସତ୍ୟସୁନ୍ଦର ଭଞ୍ଜଙ୍କୁ ମରଣାନ୍ତକ ଆକ୍ରମଣ : ଦୁର୍ବୃତ୍ତମାନେ ଲୁଟିନେଲେ ମୋବାଇଲ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ବରିଷ୍ଠ ସାମ୍ବାଦିକ ସତ୍ୟସୁନ୍ଦର ଭଞ୍ଜଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ଆଜି ଭୋର୍‌ ୫ ଟା ସମୟରେ ସ୍ଥାନୀୟ ଡେଲ୍‌ଟା ସ୍କୋୟାର୍‌ ଅଞ୍ଚଳରେ ସାମ୍ବାଦିକ ଶ୍ରୀ ଭଞ୍ଜ ପ୍ରାତଃ ଭ୍ରମଣ କରୁଥିବା ବେଳେ ଦୁର୍ବୃତ୍ତ ମାନେ ଲୁହା ଛଡ
Read More...