Daily Archives

ଶାନ୍ତି ଶୃଙ୍ଖଳାର ସହ ଶେଷ ହେଲା ପିପିଲି ଉପନିର୍ବାଚନ : ଅକ୍ଟୋବର ୩ରେ ଭୋଟ ଗଣତି

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପିପିଲି ଡେଲାଙ୍ଗ ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ହୋଇଥିବା ଉପନିର୍ବାଚନର ଭୋଟ ଗ୍ରହଣ ଗତକାଲି ଦିନ ଶାନ୍ତି ଶୃଙ୍ଖଳାରେ ଶେଷ ହୋଇଛି । ଦଶ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଏବେ ଇଭିଏମ୍‌ ମେସିନରେ ସିଲ ହୋଇ ରହିଛି । ପିପିଲି ବିଧାନସଭା
Read More...