Daily Archives

ଜିଲ୍ଲା ଛାତ୍ର କଂଗ୍ରେସ ତରଫରୁ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀରେ ବକ୍ତୃତା ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଆଇନ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବରିଷ୍ଠ ଆଇନଜୀବୀ ଅମରେନ୍ଦ୍ର ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦାନ କରି ଆଜିର ସମୟରେ ଗାନ୍ଧୀ ଓ ଶାସ୍ତ୍ରୀଙ୍କ ଭଳି ବ୍ୟକ୍ତିତ୍ୱ ଓ ରାଜନେତାଙ୍କ ଅଭାବ ଓ ଏହି ମହାପୁରୁଷମାନଙ୍କ ଜୀବନ ଓ
Read More...

ଅଇଁଲାଚୁଆଁ ଆଟଗାଁ ରାସ୍ତା ଭିତ୍ତିପ୍ରସ୍ତର ଦେଲେ ନରସିଂହ : କାମାକ୍ଷୀ ପ୍ରାଥମିକ ବିଦ୍ୟାଳୟର ହେଲା ଶୁଭ ଉଦ୍‌ଘାଟନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପବିତ୍ର ଗାନ୍ଧୀଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ଦିବସରେ ବଲାଙ୍ଗିର ସାଗରପଡା ସ୍ଥିତ ଖୁଜେନପାଲି ପଂଚାୟତର କାମାକ୍ଷୀନଗର ଠାରେ କାମାକ୍ଷୀ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀ କୋଠରୀର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ କରକମଳରେ ଶୁଭ ଉଦ୍‌ଘାଟନ ହୋଇଯାଇଛି
Read More...

ସଇଁନ୍ତଲା ଇଂଲିଶ ମିଡିୟମ ସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଏସଡିକେଜି ଇଂଲିଶ ମିଡିୟମ ସ୍କୁଲ ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ବାରିକ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରିବା ସହିତ
Read More...

ଗାନ୍ଧୀଙ୍କ ଶାନ୍ତି ବାର୍ତ୍ତା ଯୁଗ ଯୁଗ ଧରି ବିଶ୍ଵକୁ ପ୍ରେରଣା ଯୋଗାଇବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀଙ୍କ ବିଚାର ଓ ବାର୍ତ୍ତା ଯୁଗ ଯୁଗ ଧରି ସମଗ୍ର ବିଶ୍ଵକୁ ଶାନ୍ତିର ସହ ସହାବସ୍ଥାନ ପାଇଁ ପ୍ରେରଣା ଯୋଗାଇବ ଓ ପ୍ରଭାବିତ କରିବ ବୋଲି ଗାନ୍ଧୀ ସ୍ମୃତି କମିଟୀ ପକ୍ଷରୁ ଆୟୋଜିତ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ବକ୍ତା ମାନେ ମତ ପ୍ରକାଶ କରିଥିଲେ ।
Read More...

ସଇଁନ୍ତଲା ବ୍ଳକର ବିଭିନ୍ନ ପଞ୍ଚାୟତରେ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ…

ସଇଁନ୍ତଲା, (ଅଜିତ କୁମାର ସାହୁ) : ଗତ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟିଟିଲାଗଡ଼ ଗସ୍ତ କରି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । କିଭଳି ଭାବରେ ଗରିବ ନିରୀହ ଲୋକେ ମାଗଣାରେ ଚିକିତ୍ସା ପାଇପାରିବେ ସେନେଇ ଶୁଭାରମ୍ଭ କରିଥିଲେ
Read More...

ପଦ୍ମପୁର ବିଜେପି ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ମେଗା ରକ୍ତଦାନ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୭ ତାରିଖ ପର୍ୟ୍ୟନ୍ତ ବିଜେପି ପକ୍ଷରୁ ଚାଲିଥିବା ସେବା ଓ ସମର୍ପଣ ଅଭିଯାନ ପରିପ୍ରେକ୍ଷୀରେ ଆଜି ଭାଜପା ପଦ୍ମପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ପଦ୍ମପୁର ସ୍ଥିତ ଟାଉନ ହଲ
Read More...

ଖଡଙ୍ଗ ନଦୀ ସେତୁ ଉପରେ ମର୍ମନ୍ତୁଦ ଦୁର୍ଘଟଣା, ୩ ଗୁରୁତର

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ଘଣ୍ଟାପଡା ଫାଣ୍ତି ଅଧିନ ଖୁଣ୍ଟିଗୋରା ପଞ୍ଚାୟତର ସିନ୍ଧୁଗୋରା ନିକଟ ଖଡଙ୍ଗ ନଦୀ ସେତୁରେ ବାଇକ ଓ ଟ୍ରାକ୍ଟର ମଧ୍ୟରେ ଧକ୍କା ହେବା ଫଳରେ ମର୍ମନ୍ତୁଦ ଦୂର୍ଘଟଣା ଘଟି ୩ ଗୁରୁତର ଆହତ । ଆହତ ବ୍ୟକ୍ତିଙ୍କୁ ଅଚେତ ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ
Read More...

କେରମେଲିରେ ମିଶନ ଶକ୍ତି ଗୃହ ଉଦଘାଟନ କଲେ ମନ୍ତ୍ରୀ ଟୁକୁନି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କେରମେଲି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ନୂତନ ଭାବେ ନିର୍ମିତ ହୋଇଥିବା ମିଶନ ଶକ୍ତି ଗୃହକୁ ଆଜି ଓଡ଼ିଶା ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଏଥିରେ ବିଡ଼ିଓ
Read More...

ମହଗାଁ ବ୍ରିଜ ଉପରେ ଦୁଇ ବାଇକ ମୁହାଁମୁହିଁ : ୨ ଗୁରୁତର

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଜାତୀୟ ରାଜପଥ ୨୬ ମହଗାଁ ବ୍ରିଜ ଉପରେ ଦୁଇ ବାଇକ ମୁହାଁମୁହିଁ ହେବା ଦ୍ୱାରା ଦୁଇ ଜଣ ଗୁରୁତର ଅବସ୍ଥାରେ ସଇଁନ୍ତଲା ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସୂଚନା ମତେ ସଇଁନ୍ତଲା ପଟରୁ ନିଜ ଗାଁ ରେଙ୍ଗାଲି
Read More...

ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜନ୍ମ ଜୟନ୍ତୀ ପାଳିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆଜି ଜାତିର ପିତା ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ବ୍ଲକ କଂଗ୍ରେସ ସଭାପତି ଗୁଣ ସାଗର ମାଝୀ,
Read More...