Daily Archives

ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଶ୍ୱାତ୍ମ ବିଦ୍ୟା ମନ୍ଦିର ଆନନ୍ଦ ନିକେତନ ଖୁଜେନପାଲି, ବଲାଙ୍ଗିର ଠାରେ ଆବାସୀକ ଛାତ୍ର ମାନଙ୍କୁ ନେଇ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟା ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ତରୁଣ କୁମାର ତ୍ରିପାଠୀଙ୍କ ସଭାପତିତ୍ୱରେ
Read More...

ବଜ୍ରାଘାତରେ ଯୁବ ଚାଷୀଙ୍କ ମୃତ୍ୟୁ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ବ୍ଲକ ଅନ୍ତର୍ଗତ କଳାପାଣି ଗ୍ରାମର ଜନୈକ ଯୁବ ଚାଷୀ ଏଗାର ଭୁଏଙ୍କ (୪୦) ବଜ୍ରାଘାତରେ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଆଜି ଅପରାହ୍ନରେ ବରଗଡ଼ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା ।
Read More...

ସିଏନ୍‌ସି ବାଣିଜ୍ୟ ମହାବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଅଗ୍ରଣୀ ସିଏନ୍‌ସି ବାଣିଜ୍ୟ ମହାବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଅଧ୍ୟାପକ ଓ ଅଧ୍ୟାପିକାମାନେ ଜାତିର ଜନକ ମହାତ୍ମା ଗାନ୍ଧୀ ଏବଂ ଲାଲବାହାଦୁର ଶାସ୍ତ୍ରୀଙ୍କ ମହାନ ଚିନ୍ତାଧାରା ଓ ଦିଗ୍‌ଦର୍ଶନ ଉପରେ
Read More...

ଜିଲ୍ଲା ବ୍ରାହ୍ମଣ ମହାସଭା ବଲାଙ୍ଗିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ନୃସିଂହ ମନ୍ଦିର ପରିସରରେ ବ୍ରାହ୍ମଣ ମହାସଭାର ସାମୁହିକ ତିଳ ତର୍ପଣ ମହାସମାରୋହରେ ପାଳନ କରାଯାଇଥିଲା । ଏଥିରେ ସର୍ବ ଭାରତୀୟ ଉପସଭାପତି ଜୟକୃଷ୍ଣ ଦାସ ଶର୍ମା ଏବଂ ଗିରିଧାରୀ ଶତପଥି ପୌରୋହିତ୍ୟ କରିଥିଲେ ଏବଂ ନିଳମଣି ମିଶ୍ର, ସତ୍ୟବନ୍ତ
Read More...

ଗାନ୍ଧୀ ପାଠାଗାରରେ ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଗାନ୍ଧୀ ପାଠାଗାରରେ ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରାତଃରୁ ରାମଧୁନ ସହ ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ଗାନ୍ଧୀ ପାଠାଗାରର ସଭାପତି ପ୍ରକାଶ ନେପାକ, ବରିଷ୍ଠ ସଭ୍ୟ ବିକ୍ରମାନନ୍ଦ ବହିଦାର, ସୁଧାନିଧି ହୋତା, ପୀତବାସ
Read More...

ବିଦ୍ୟୁତ ତାର ଲାଗି ଯୁବକଙ୍କ ମୃତ୍ୟୁ

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତୁକଳା ଗ୍ରାମପଂଚାୟତ ଖଏରଭାଡ଼ି ଗ୍ରାମର ମିଳାପ ଠେଲା ନିଜ ବିଲକୁ ଯାଉଥିବା ବେଳେ ପୂର୍ବରୁ ବିଦ୍ୟୁତ ତାର ଛିଣ୍ଡି ପଡିଥିଲା, ମିଳାପ ନ ଜାଣି ବିଦ୍ୟୁତ ତାରରେ ଲାଗି ମୃତ୍ୟୁବରଣ କରିଥିବା ଜଣାପଡିଛି । ଏହି ଘଟଣା ନେଇ
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ବରିଷ୍ଠ ନାଗରିକ ଦିବସ ପାଳନ

ବିଜୁ ସ୍ୱାସ୍ଥ୍ୟ ଯୋଜନାରେ ବରିଷ୍ଠ ନାଗରିକଙ୍କୁ ସାମିଲ କରାଯାଉ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଶତାଧିକ ସଭ୍ୟଙ୍କ ଉପସ୍ଥିତିରେ ଗୁରୁଶ୍ରୀ ଘାସିରାମ ମିଶ୍ରଙ୍କ ସଭାପତିତ୍ୱରେ ବରିଷ୍ଠ ନାଗରିକ ଦିବସ ଜିଲ୍ଲା
Read More...

ଅବସରପ୍ରାପ୍ତ ପୋଲିସ ଅଫିସର ଆସୋସିଏସ୍‌ନର ଗାନ୍ଧୀ ଜୟନ୍ତୀ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଅବସରପ୍ରାପ୍ତ ପୋଲିସ ଅଫିସର ଆସୋସିଏସ୍‌ନର ତରଫରୁ ବରିଷ୍ଠ ନାଗରିକ ଦିବସ ଓ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ଜିଲ୍ଲା ପୋଲିସର ରିଜର୍ଭ ପଡିଆରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ପୋଲିସର ସର୍ଜେଣ୍ଟ ସମୀର ସ୍ୱାଇଁ,
Read More...

ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ତରଫରୁ ବରିଷ୍ଠ ନାଗରିକ ଦିବସ ପାଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ବରିଷ୍ଠ ନାଗରିକ ମଂଚ ତରଫରୁ ସ୍ଥାନୀୟ ଭୁଲିଆ ମେହେର ଧର୍ମଶାଳା ଠାରେ ଆର୍ନ୍ତଜାତୀୟ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଇଛି । ଏଥିରେ ମଂଚର ଉପସଭାପତି ଇଂ ପ୍ରଫୁଲ୍ଲ କୁମାର ସାହୁ ଅଧ୍ୟକ୍ଷତା କରିଥିଲେ ଓ ସାଧାରଣ ସଂପାଦକ ପ୍ରଭାକର
Read More...

କ୍ଳଷ୍ଟର ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ମାଣ୍ତିଆଢିପା ଆଞ୍ଚଳିକ ସାଧନକେନ୍ଦ୍ରଠାରେ ସିଆରସିସି ଡୋଲାମଣି ମାହାରଙ୍କ ସଭାପତିତ୍ୱରେ କ୍ଳଷ୍ଟର ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ କରାଯାଇଥିଲା । ଏଥିରେ ସମସ୍ତ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଓ ସରକାରୀ ଶିକ୍ଷକ ଶିକ୍ଷୟିତ୍ରୀ
Read More...