Daily Archives

ଇପିଏଫ୍‌ର ‘ପ୍ରୟାସ’ ପେନ୍‌ସନ୍‌ ଯୋଜନାର ଶୁଭାରମ୍ଭ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସିମେଣ୍ଟ କାରଖାନାଠାରେ ଏମ୍‌ପ୍ଲୋଇ ପ୍ରୋଭିଡେଣ୍ଟ ଫଣ୍ଡ (ଇପିଏଫ୍‌) ରାଉରକେଲା ପକ୍ଷରୁ 'ପ୍ରୟାସ' ଯୋଜନାର ଶୁଭାରମ୍ଭ କରିଥିଲେ । ଏହି ଯୋଜନାରେ ଜଣେ କିରଖାନା ବା ଇପିଏଫ ପେନ୍‌ସନ୍‌ ପାଇଁ ଯୋଗ୍ୟ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନରେ ହିଁ
Read More...

କନ୍ଦାଜୁରୀ ଗ୍ରାମରେ ଆଇନ ସଚେତନତା ଶିବିର

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ କନ୍ଦାଜୁରୀ ଗ୍ରାମରେ ତାଲୁକ ଆଇନ ସେବା କମିଟି, ଲୋଇସିଂହା ତରଫରୁ ଏକ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଲୋଇସିଂହା ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ତଥା ଆଇନ ସେବା କମିଟି ଅଧ୍ୟକ୍ଷା ସୁଶ୍ରୀ
Read More...

ନରସିଂହଙ୍କ ବିକାଶମୂଳକ କାର୍ଯ୍ୟରେ ପ୍ରଭାବିତ ହୋଇ କଂଗ୍ରେସରେ ମିଶିଲେ ୨୫ରୁ ଅଧିକ ଯୁବକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ବଲାଙ୍ଗିର ପୌରାଞ୍ଚଳର ୨୫ରୁ ଅଧିକ ଯୁବକ କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି । ବଲାଙ୍ଗିର ନିର୍ବାଚନ ମଣ୍ଡଳୀରେ ସ୍ଥାନୀୟ ବିଧାୟକ ନରସିଂହ ମିଶ୍ରଙ୍କ ବିକାଶମୂଳକ କାର୍ଯ୍ୟରେ ପ୍ରଭାବିତ ହୋଇ ଏହି ଯୁବକମାନେ ଆଜି ଶ୍ରୀ ମିଶ୍ରଙ୍କ ଆବାସିକ କାର୍ଯ୍ୟାଳୟରେ
Read More...

ଅବସରପ୍ରାପ୍ତ କର୍ମଚାରୀ ସଂଘର ନିଃଶୁକ୍ଳ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲନଗର ସ୍ଥିତ ରାଉରକେଲା ଇସ୍ପାତ କାରଖାନା ଅବସରପ୍ରାପ୍ତ କର୍ମଚାରୀ ସଂଘ ଓ ଭୁବନେଶ୍ୱରର କଳିଙ୍ଗ ହସପିଟାଲ ଲିମିଟେଡ୍‌ର ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଅଂଚଳର ପ୍ରାୟ ୨୦୦ରୁ ଉର୍ଦ୍ଧ୍ବ
Read More...

ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ସହ ଲୋକକଳା ଗ୍ରାମ ପୁଇଁନ୍ତଲାର ବାର୍ଷିକୋତ୍ସବ ଅନୁଷ୍ଠିତ

ପୁଇଁନ୍ତଲା, (ଶମ୍ଭୁନାଥ ସାହୁ) : ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ସହ ଲୋକକଳା ଗ୍ରାମ ପୁଇଁନ୍ତଲାର ବାର୍ଷିକୋତ୍ସବ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସକାଳୁ ପୁଇଁନ୍ତଲା ଗ୍ରାମରୁ ୩୫ ଜଣିଆ ଏକ ସଂକୀର୍ତ୍ତନ ଦଳ ରାମଧୂନ୍‌ ଗାନ କରି ବଲାଙ୍ଗିର ସହରର ଗାନ୍ଧୀ ଷ୍ଟାଚ୍ୟୁ
Read More...

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨,୮୪୨ ନୂଆ କେରୋନା ଆକ୍ରାନ୍ତ ଚିହ୍ନଟ : ମୃତ୍ୟୁସଂଖ୍ୟା ୨୪୪

ନୂଆଦିଲ୍ଲୀ : ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨,୮୪୨ ହୋଇଥିବା ବେଳେ ୨୪୪ ମୃତ୍ୟୁ ରେକର୍ଡ କରାଯାଇଛି । ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୩୭,୯୧,୦୬୧ ଓ ମୃତ୍ୟୁ ସଂଖ୍ୟା ୪,୪୮,୮୧୭ରେ ପହଞ୍ଚିଛି । ସେହିଭଳି ଗତ ୨୪ ଘଣ୍ଟା
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ କଟକ, ଯାଜପୁର, ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ
Read More...

ପିପିଲି ଉପନିର୍ବାଚନ : ୯ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୯୩୮୨ ଭୋଟ୍‌ରେ ଆଗରେ

ପିପିଲି, (ଦିଲ୍ଲୀପ କୁମାର ଧାଉଡିଆ) : ପିପିଲି ଉପନିର୍ବାଚନ ପାଇଁ କାଉଣ୍ଟିଂ ଜାରିରହିଥିବା ବେଳେ ୯ମ ରାଉଣ୍ଡ ଶେଷ ସୁଦ୍ଧା ୯୩୮୨ ଭୋଟ୍‌ରେ ଆଗରେ ରହିଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ । ତେବେ ବର୍ତ୍ତମାନ ସୁଦ୍ଧା ବିଜେଡି ୩୪୯୧୩ ଭୋଟ୍ ହାତେଇଥିବା ବେଳେ ବିଜେପିକୁ ୨୫୫୩୧
Read More...

ବିଭିନ୍ନ ସ୍ଥାନରେ ଗାନ୍ଧୀ ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଆଜି ବଙ୍ଗୋମୁଣ୍ଡା ସାହିତ୍ୟ କଳା ପରିଷଦ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାହିତ୍ୟ କଳା ପରିଷଦର ସଭାପତି ଡଃ
Read More...

ଖଇରା ସ୍କୁଲରେ ପୋଷାକ ବିତରଣ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ପଂଚାୟତର ଖଇରା ଗ୍ରାମରେ ଥିବା ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠ ଠାରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାପୀଠର ପ୍ରଧାନ ପଣ୍ଡିତ ଅକ୍ଷୟ କୁମାର
Read More...