Daily Archives

ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରସ୍ଥିତ ସାନ ବଜାର ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ପକ୍ଷରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଗୋପାଳ ବେହେରାଙ୍କ ପୌରହିତରେ ଉନ୍ମୋଚିତ ଉତ୍ସବରେ ଇ ଓ ରୋନିତ କୁମାର ଯୋଗ
Read More...

ଗାନ୍ଧୀ ଜୟନ୍ତୀରେ ରମ୍ଭା ସାହିତ୍ୟ ଘରର କବିତା ଆସର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭା ସହରର ଗାୟତ୍ରୀ ଶକ୍ତିପୀଠ ପ୍ରଜ୍ଞା ମଣ୍ଡପରେ ସାହିତ୍ୟ ଘର ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦ ତରଫରୁ ମହାମାନବ ମହାତ୍ମା ଗାନ୍ଧୀ ଓ ଶାନ୍ତି କପୋତ ଲାଲ ବାହାଦୂର ଶାସ୍ତ୍ରୀଙ୍କ ପୁଣ୍ୟ ଜୟନ୍ତୀ ଅବସରରେ ସ୍ମୃତି ଚାରଣ ସଭା ଓ କବିତା ଆସର ଅନୁଷ୍ଠିତ
Read More...

ଗଞ୍ଜାମ ପ୍ରେସ କ୍ଳବ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ପ୍ରେସକ୍ଳବ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ସହରସ୍ଥିତ ସାନ ବଜାର ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି
Read More...

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ ସଫେଇ କାର୍ଯ୍ୟକ୍ରମ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଜାତିର ଜନକ ମହାତ୍ମାଗାନ୍ଧୀ ଓ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି ।
Read More...

ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଅବସରରେ କୁଷ୍ଠାଶ୍ରମରେ ଗଛ ଲଗାଇଲେ ଶିକ୍ଷୟତ୍ରୀ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ଅବସରରେ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଟୋପ ହାଇସ୍କୁଲର ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅନୁସୂୟା ଦେବତା ପରିବେଶ ସୁରକ୍ଷା ପାଇଁ ଅତାବିରା ଏନ୍ଏସି
Read More...

ଲୋକକଳା ଗ୍ରାମ କୁମ୍ଭାରୀର ୩ୟ ବାର୍ଷିକ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପବିତ୍ର ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଲୋକକଳା ଗ୍ରାମ କୁମ୍ଭାରୀର ତୃତୀୟ ବାର୍ଷିକ ଉତ୍ସବ ଶିବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ଲୋକକଳା ସଂଘ, ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ବିଭାଗ ଓଡ଼ିଶା ସରକାର ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ
Read More...

ଆଇନ ସଚେତନତା କାର୍ଯ୍ୟକ୍ରମ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ ଉପଲେକ୍ଷ ପଦ୍ମପୁର ଆଇନ ସେବା ପ୍ରାଧୀକରଣ ସମିତି ପକ୍ଷରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ପଦ୍ମପୁର ଏସ୍‌ଡିଜେଏମ୍‌ ବିଚାରପତି ବିଡିଡି ଚନ୍ଦନା ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ । ଏହି ଅବସରରେ
Read More...