Daily Archives

ଡୁଡୁକିଝରିଆ କ୍ରିକେଟ୍‌ କପ୍‌ : ପାଇକମାଲ କ୍ବାଟର ଫାଇନାଲରେ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଳକ ଜାମସେଠ ପଞ୍ଚାୟତ ଡୁଡୁକିଝରିଆଠାରେ ଚାଲିଥିବା ୮ମ ମା' ସମଲେଶ୍ଵରୀ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଗୁରୁବାର ଖେଳାଯାଇଥିବା ଖେଳରେ ସାମ୍ବାଦିକ ସୌମ୍ୟରଞ୍ଜନ ମାଝୀ ଅତିଥି ଭାବେ ଯୋଗଦେଇ ଖେଳ ଉଦ୍‌ଘାଟନ କରିଥିଲେ । ପ୍ରଥମ
Read More...

ଆସନ୍ତାକାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୫୩ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ବିନିକା, ଉଲୁଣ୍ଡା, ସୋନପୁର,
Read More...

ଗାୟତ୍ରୀ ପରିବାର ଦ୍ୱାରା ବିଜୟା ଦଶମୀ ପର୍ବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଗାୟତ୍ରୀ ପରିବାର ଟ୍ରଷ୍ଟ ବଲାଙ୍ଗିର ଆନୁକୂଲ୍ୟରେ ସ୍ଥାନୀୟ କାମାକ୍ଷୀନଗର ନିକଟସ୍ଥ ଗାୟତ୍ରୀ ମନ୍ଦିରରେ ପବିତ୍ର ବିଜୟା ଦଶମୀ ପର୍ବ ମହାସମାରୋହରେ ସମ୍ପନ୍ନ ହୋଇଯାଇଛି । ଆଶ୍ୱିନ ଶୁକ୍ଳ ପ୍ରତିପଦଠାରୁ ନବମୀ ପର୍ଯ୍ୟନ୍ତ ନବରାତ୍ରିର ଶେଷଦିନରେ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ. ୧୧ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି ।
Read More...

କୋଷାଗୁମୁଡ଼ା ବ୍ଲକର ବିଭିନ ଗ୍ରାମରେ ସାର୍ବଜନୀନ ଦୁର୍ଗାପୂଜା ଅନୁଷ୍ଠିତ

ନବରଙ୍ଗପୁର, (ଜଗନ୍ନାଥ ବିଷୋୟୀ) : କୋଷାଗୁମୁଡ଼ା ବ୍ଲକର ବିଭିନ୍ନ ଗ୍ରାମରେ ସାର୍ବଜନୀନ ଦୁର୍ଗାପୂଜା ଅନୁଷ୍ଠିତ ହୋଇଯାଇଛି । ଆଜି ବିଜୟା ଦଶମୀ । ସମଗ୍ର ଭାରତ ବର୍ଷରେ ପାଳିତ ହେଉଥିବା ଏକ ମହାପାର୍ବଣ ଦଶହରା । ପ୍ରତ୍ୟେକ ହିନ୍ଦୁ ପର୍ବପର୍ବାଣି ପାଳନ ପଛରେ କିଛି ନା କିଛି ପୌରାଣିକ
Read More...

ଜନ୍ମ କଲା ମା’ର ଅନ୍ତିମ ସତ୍କାର ପାଇଁ ଆସିଲା ନାହିଁ ଚାକିରିଆ ପୁଅ : ଶବ ସତ୍କାର କଲା ସଂକଲ୍ପ ପରିବାର

ବରଗଡ଼, (ନିରୋଜ କୁମାର ପାଣୀ) : ମା' ଜନ୍ମ ଦେଇଥିଲା ଦୁଇ ପୁଅ, ଆଜି ବ୍ୟାଙ୍କରେ ଚାକିରୀ କରି ବଡ଼ ଲୋକ ପାଳଟିଥିବା ଉଭୟ ପୁଅ ମା'ର ଶେଷ ସମୟରେ ମଧ୍ୟ ପାଖ ମାଡ଼ିଲେ ନାହିଁ । ଶେଷ ଥର ପାଇଁ ମୁଁହ ଦେଖିବାକୁ ମଧ୍ୟ ଚାହିଁଲେ ନାହିଁ । ମା'ର ମୃତ୍ୟୁ ଖବର ପାଇବା ପରେ ମଧ୍ୟ ଶବ ସତ୍କାର ପାଇଁ
Read More...

କେଏମ୍‌ପି ସ୍ପୋର୍ଟସ ଏକାଡ଼େମୀ ପକ୍ଷରୁ କଲର ବେଲ୍ଟ ପ୍ରତିଯୋଗିତା

ବ୍ରହ୍ମପୁର, (ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସ୍ଥିତ କେଏମପି ସ୍ପୋର୍ଟସ ଏକାଡ଼େମୀ ପକ୍ଷରୁ ୨୪ତମ କଲର ବେଲ୍ଟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏକାଡେମୀର ମୁଖ୍ୟ ତଥା ଆନ୍ତର୍ଜାତୀୟ କୋଚ୍ କେ. ମନୋଜ ପ୍ରଧାନଙ୍କ ଦ୍ବାରା ପରିଚାଳିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁର ଥାନାଧିକାରୀ ସତ୍ୟ
Read More...

ନେହେରୁ ଯୁବ କେନ୍ଦ୍ର ସଂଗଠନ ତରଫରୁ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କମାର ପାଣୀ) : ଭାରତ ସରକାରଙ୍କ ଦ୍ଵାରା ଆରମ୍ଭ କରାଯାଇଥିବା ସ୍ୱଚ୍ଛ ଭାରତ ଅଭିଯାନ ଚଳିତ ବର୍ଷ ଅକ୍ଟୋବର ୧ ତାରିଖରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ନେହେରୁ ଯୁବ କେନ୍ଦ୍ର ସଂଗଠନ ତରଫରୁ ସାରା ଦେଶରେ ପାଳନ କରାଯାଉଛି । ସେହିପରି ଆଜି ନେହେରୁ ଯୁବ କେନ୍ଦ୍ର ସଂଗଠନ
Read More...

ଟାଟା ମ୍ୟାଜିକ୍‌କୁ ଧକ୍କା ଦେଇ ବାଇକ ଆରୋହୀ ମୃତ

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନ ସୁନାପାଙ୍ଗାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନା ଅନୁସାରେ ସୁନାପାଙ୍ଗାରେ ଛିଡା ହୋଇଥିବା ଟାଟା ମ୍ୟାଜିକ୍‌ର ପଛପଟୁ ଏକ ବାଇକ ଆରୋହୀ ଆସି ଟାଟା ମ୍ୟାଜିକକୁ ଧକ୍କା ଦେଇଥିଲା ଫଳରେ ଭାରସାମ୍ୟ
Read More...

ବେଙ୍ଗାଲୁରୁରେ ଓଡ଼ିଆ ସାମାଜିକ ସଂସ୍କୃତି କଲ୍ୟାଣ ସଂଗଠନ ଓପିସିର ନୂତନ କର୍ମକର୍ତ୍ତା ନିର୍ବାଚିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବେଙ୍ଗାଲୁରୁଠାରେ ଓଡ଼ିଆ ସାମାଜିକ ଓ ସଂସ୍କୃତି କଲ୍ୟାଣ ସଂଗଠନ ତଥା ଓଡିଶା ପୂଜା କମିଟି (ଓପିସି)ର ନୂତନ କର୍ମକର୍ତ୍ତା ନିର୍ବାଚନ ସର୍ବସମ୍ମତି କ୍ରମେ ଅନୁଷ୍ଠିତ ହୋଇଯାଇଛି । ବାଙ୍ଗାଲୁରୁର ପୁରାତନ ସଂଗଠନ "ଓଡିଶା ପୂଜା କମିଟି(ଓପିସି )"ର
Read More...