Daily Archives

ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ମିଶିଲେ

ଭୁବନେଶ୍ୱର : ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଢେଙ୍କାନାଳ ଜିଲ୍ଲାର ଶତାଧିକ କର୍ମୀଙ୍କ ସହ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ବିଜେପିରେ ମିଶିଛନ୍ତି । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନିର୍ବାଚନ ମଣ୍ଡଳୀରୁ
Read More...

ହରିଆଣାକୁ କାର ଯୋଗେ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା : କାର ସହ ୧୦ ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇକୁ ଜବତ କଲା ମାଛକୁଣ୍ଡ…

କୋରାପୁଟ : ହରିଆଣାକୁ ଗଞ୍ଜେଇ ଚୋରା ଚାଲାଣ କରାଯାଉଥିବା ବେଳେ ମାଛକୁଣ୍ଡ ପୋଲିସ ଦ୍ୱାରା କାର ସହ ୧୦ ଲକ୍ଷରୁ ଅଧିକ ଟଙ୍କାର ଗଂଜେଇ ଜବତ କରାଯାଇଥିବା ଖବର ମିଳିଛି । ସୂଚନା ଯୋଗ୍ୟ ଯେ, କୋରାପୁଟ ଜିଲ୍ଲା କାଙ୍ଗରପଡା ଅଞ୍ଚଳରୁ ଓ ହରିୟାଣାକୁ ଗଞ୍ଜେଇ ଚୋରା ଚାଲଣ ହେଉଥିବା ନେଇ ପୋଲିସ ଖବର
Read More...

ସ୍କୁଲ ଅଧ୍ୟକ୍ଷା ନିଖୋଜ ମାମଲା : ପୋଲିସ ହେପାଜତରୁ ଅଭିଯୁକ୍ତ ଫେରାର୍, ୩ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କଲେ…

ଟିଟିଲାଗଡ଼, (ଅଜିତ କୁମାର ସାହୁ) : କେଗାଁ ଥାନା ଅନ୍ତର୍ଗତ ମହାଲିଙ୍ଗ ସନସାଇନ୍‌ ପବ୍ଲିକ୍‌ ସ୍କୁଲ୍‌ ଅଧ୍ୟକ୍ଷା ମମିତା ମେହେର ନିଖୋଜ ମାମଲାରେ ପୋଲିସ ଅଟକ ରଖିଥିବା ସ୍କୁଲ ପରିଚାଳନା କମିଟି ସଭାପତି ଗୋବିନ୍ଦ ସାହୁ ଗତକାଲି ରାତିରେ ଟିଟିଲାଗଡ଼ ପୋଲିସ ହେପାଜତରୁ ଫେରାର୍ ହୋଇଯାଇଛନ୍ତି ।
Read More...

ସସମ୍ମାନର ସହିତ ଶବ ସତ୍କାର କଲା ବଲାଙ୍ଗିର ସ୍ୱେଚ୍ଛାସେବୀ ସଙ୍ଗଠନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଭୀମଭୋଇ ମେଡିକାଲରେ ପଡି ରହିଥିବା ଜଣେ ଅସହାୟ ଅଜଣା ରୋଗୀଙ୍କ ଶବ ପାଖକୁ କେହି ନ ଆସିବାରୁ ଅସହାୟର ବନ୍ଧୁ ସାଜି ମଣିଷତ୍ୱ ଦେଖାଇ ସସମ୍ମାନର ସହିତ ଶବ ସତ୍କାର କରିଛି ବଲାଙ୍ଗିର ସ୍ୱେଚ୍ଛାସେବୀ ସଙ୍ଗଠନ । ଶବ ସତ୍କାର ପାଇଁ ଶାନ୍ତିପଡ଼ା ଟାଇଗର
Read More...

କେଶରୀୟା ହିନ୍ଦୁ ବାହିନୀ ତରଫରୁ ଜିଲ୍ଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା କେଶରୀୟା ହିନ୍ଦୁ ବାହିନୀ ତରଫରୁ ରାଜ୍ୟ ସଭାପତି ସନ୍ତୋଷ ଭୋଳଙ୍କ ନେତୃତ୍ୱରେ ଜିଲ୍ଲା ସଭାପତି ପ୍ରଦୀପ କୁମାର ତ୍ରିପାଠୀଙ୍କ ଉପସ୍ଥିତିରେ ଭାରତର ସର୍ବୋଚ୍ଚ ନ୍ୟାୟାଳୟ ଏବଂ ଓଡିଶା ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ କ୍ରମେ ହୋଇଥିବା
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୯୦ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ, ବରଗଡ଼, ଝାରସୁଗୁଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ
Read More...

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡ଼ୁଆ ବଢ଼ୁଛି : ଘରେ ୨୩ ଘଣ୍ଟା ରେଡ୍, ସମ୍ପର୍କୀୟଙ୍କ ଘରୁ ୨୦ ଲକ୍ଷ ଟଙ୍କା ମିଳିଲା

ଭୁବନେଶ୍ୱର : ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି । ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ରେଡ଼୍‌ କରିଛି ଭିଜିଲାନ୍ସ ବିଭାଗ । ଗତକାଲି ତାଙ୍କ ଘରେ ୨୩ ଘଣ୍ଟା ଧରି ରେଡ୍ ଚାଲିଥିଲା । ସମ୍ପର୍କୀୟ ଓ ସହଯୋଗୀଙ୍କ ଘର
Read More...

ବାଂଲାଦେଶରେ ଧର୍ମକୁ ନେଇ ହିଂସା

ଢାକା : ଦୁର୍ଗାପୂଜା ବେଳେ ଇସ୍‌ଲାମ ଧର୍ମ ପ୍ରତି ଅସମ୍ମାନ କରାଯାଇଥିବା ବାର୍ତ୍ତା ପ୍ରଚାର ହେବାରୁ ବାଂଲାଦେଶରେ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ମନ୍ଦିର ଭଙ୍ଗାରୁଜା ଓ ହିଂସାକାଣ୍ଡ ଜାରି ରହିଥିବା ସୂଚନା ମିଳିଛି । ଏହାର ପ୍ରତିବାଦରେ ସଂଖ୍ୟାଲଘୁମାନଙ୍କ ପକ୍ଷରୁ ଦେଶବ୍ୟାପୀ
Read More...

ଉପରଝର ପାଟଖଣ୍ଡା ଯାତ୍ରା ସମ୍ପର୍ଣ୍ଣ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଉପରଝରରେ ପାଟଖଣ୍ଡା ଯାତ୍ରା ସମ୍ପର୍ଣ୍ଣ ହୋଇଯାଇଛି । ମୁଖ୍ୟ ଦେହୁରୀଙ୍କ ମଧ୍ୟରେ ମା' ପାଟଖଣ୍ଡା ଆବିର୍ଭାବ ହେବା ପରେ ପାରମ୍ପରିକ ବାଦ୍ୟର ତାଳେ ତାଳେ ନୃତ୍ୟ କରିଥିଲେ । ଏହି ଅବସରରେ ଉପସ୍ଥିତ ମାନସିକଧାରୀଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘାୟୁ କାମନା କରି ସାମୂହିକ ଦୀପ ପ୍ରଜ୍ୱଳନ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ନବୀନ ପଟ୍ଟନାୟକଙ୍କ ୭୬ ତମ ଜନ୍ମଦିନର ଶୁଭେଚ୍ଛା ଜଣାଇ, ତାଙ୍କ ଦୀର୍ଘାୟୁ କାମନା କରି ଛତ୍ରପୁର ସ୍ଥ ଗୌରୀଶଙ୍କର ମନ୍ଦିରରେ ସାମୂହିକ ଭାବେ ଦୀପ ପ୍ରଜ୍ୱଳନ କରିଛନ୍ତି । ଛତ୍ରପୁର ନିର୍ବାଚନ ମଣ୍ଡଳୀ ତରଫରୁ ବିଜେଡିର ବହୁ ଗଣ୍ୟମାନ୍ୟ
Read More...
error: Content is protected !!