Daily Archives

ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସ୍ଥିତ ସନ ସାଇନ୍ ପବ୍ଲିକ ସ୍କୁଲର ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାରେ ସଂପୃକ୍ତ ଅଭିଯୋଗରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବୀ କରିବା ସହ କୁଶପୁତ୍ତଳିକା ଦାହ
Read More...

୬୨ତମ ଓଡ଼ିଶା ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ

ଶହୀଦ ସ୍ମୃତିସ୍ତମ୍ବରେ ଗଞ୍ଜାମ ପୋଲିସ ପକ୍ଷରୁ ତୋପ ସଲାମୀ ସହ ଶ୍ରଦ୍ଧାଞ୍ଜଳି ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ୬୨ତମ ଓଡ଼ିଶା ପୋଲିସ ଶହୀଦ ସ୍ମୃତି ଦିବସ ଅବସରରେ ଗଞ୍ଜାମ ପୋଲିସ ଜିଲ୍ଲା ଆନୁକୂଲ୍ୟରେ ଜିଲ୍ଲା ହେଡ-କ୍ୱାଟର ଛତ୍ରପୁର ରିଜର୍ଭ ପୋଲିସ ପଡ଼ିଆଠାରେ ଆୟୋଜିତ ଏକ
Read More...

ପୁରାତନ ଛାତ୍ର ସଂଘର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ହାଇସ୍କୁଲର ପୁରାତନ ଛାତ୍ର ସଂଘର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋହଳ କୋଭିଡ କଟକଣା ମଧ୍ୟରେ ଏହି ଉତ୍ସବ ପାଳନ କରାଯାଇଥିଲା । ଚଳିତ ବର୍ଷ ବରପାଲି ହାଇସ୍କୁଲର ୭୫ ତମ ପ୍ରତିଷ୍ଠା ଦିବସ
Read More...