Daily Archives

ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ବାର୍ଷିକ ସମାରୋହ ଅନୁଷ୍ଠିତ : ତଥାକଥିତ ରାଜନୀତିରୁ ଉର୍ଦ୍ଧ୍ବରେ ରହି ସମାଜ ସେବା…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ସ୍ୱେଚ୍ଛାସେବୀ ସଙ୍ଗଠନର ବାର୍ଷିକ ସମାରୋହ ସ୍ଥାନୀୟ ପ୍ୟାଲେସ୍‌ଲାଇନ ସ୍ଥିତ ମିନା ଟେଣ୍ଟ ହାଉସ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଗ୍ରାମ୍ୟ ଓ ଉନ୍ନୟନ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂ ଯୋଗ ଦେଇଥିଲେ । ମୁଖ୍ୟ
Read More...

ରାଜ୍ୟସ୍ତରୀୟ ଗୀତିନାଟ୍ୟ ମହୋତ୍ସବର ପ୍ରଥମ ସଂଧ୍ୟାରେ କର୍ଣ ବଧ ପରିବେଷିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାର ସୁପ୍ରସିଦ୍ଧ ନାଟ୍ୟକାର ତଥା ନିଜ ଲୋକାଭିମୁଖୀ ରଚନା ଦ୍ୱାରା ସମାଜରେ କୁସଂସ୍କାର, ନିଶା ସେବନ ଓ ଅନ୍ଧ ବିଶ୍ୱାସ ଭଳି ବ୍ୟାଧିର ଦୂରୀକରଣ ପାଇଁ ନିଜ କାଳଜୟୀ ରଚନା ଦ୍ୱାରା ଗଣକବି ଉପାଧିରେ ବଭ଼ିୂଷିତ ବୈଷ୍ଣବ ପାଣିଙ୍କ ୧୩୯ତମ ଜନ୍ମଜୟନ୍ତୀ ଅବସରନର
Read More...

ବିଶ୍ୱ ହାତଧୁଆ ଦିବସ ପାଳିତ

ଉଲୁଣ୍ଡା, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଜୁନିଅର ରେଡକ୍ରସ ତରଫରୁ ବିଭିନ୍ନ ସ୍କୁଲରେ ଗତକାଲି ବିଶ୍ୱ ହାତଧୁଆ ଦିବସ ପାଳିତ ହୋଇଯାଇଛି । ଏହିକ୍ରମରେ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କାଇରାଝୁଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ପ୍ରଧାନଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ନେତୃତ୍ୱରେ
Read More...

ଦୁର୍ନୀତି ନିବାରଣ ସପ୍ତାହ ପାଇଁ ସଚେତନତା ରେଲି

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଚଳିତ ମାସ ୨୭ ତାରିଖରୁ ଆସନ୍ତା ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ଦ୍ୱିତୀୟ ଦିନ ବିଭାଗ ପକ୍ଷରୁ ଏକ ସଚେତନତା ରେଲିର ଆୟୋଜନ କରାଯାଇଥିଲା । ସରକାରୀ କର୍ମଚାରୀ ଦୁର୍ନୀତି ମୁକ୍ତ ହେଲେ ସମାଜ ତଥା ଦେଶର
Read More...

ସୋହେଲା ବ୍ଲକକୁ ସମ୍ପୁର୍ଣ୍ଣ ମରୁଡ଼ି ଘୋଷଣା ଦାବୀରେ ଚାଷୀମାନଙ୍କ ବିକ୍ଷୋଭ ପ୍ରଦର୍ଶନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ସୋହେଲା ବ୍ଲକକୁ ସମ୍ପୁର୍ଣ୍ଣ ମରୁଡ଼ି ଘୋଷଣା, ଚାଷୀଙ୍କ ସମ୍ପୁର୍ଣ୍ଣ ଋଣ ଛାଡ, ଚାଷ ପାଇଁ ଦିଆଯାଉଥିବା ବିଜୁଳି ବିଲ୍ ଛାଡ଼, କେନ୍ଦ୍ର ସରକାରଙ୍କ ଦ୍ଵାରା ପ୍ରଦତ୍ତ ୩ କୃଷି ବିଲ୍ ପ୍ରତ୍ୟାହାର ଆଦି ୮ ଦଫା ଦାବୀରେ ଆଜି ଜୟ କିଷାନ ଆନ୍ଦୋଳନ, ସୋହେଲା ବ୍ଲକ
Read More...

ଚାକିରିରୁ ବିଦା ହୋଇଥିବା କନେଷ୍ଟବଳ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର : ଚାକିରିରୁ ବିଦା ହୋଇଥିବା କନେଷ୍ଟବଳ ପ୍ରସନ୍ନ ବେହେରାଙ୍କ ଘର, ହୋଟେଲ ଓ କିଛି ବ୍ୟବସାୟ ଅନୁଷ୍ଠାନରେ ଭିଜିଲାନ୍ସ ପକ୍ଷରୁ ରେଡ୍‌ କରାଯାଇଛି । ଏକକାଳୀନ ୫ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଥିବା ଜଣାପଡ଼ିଛି । ଚଢ଼ାଉରେ ୫ଟି ଟିମ୍‌ରେ ୨ ଜଣ ଡିଏସ୍‌ପି, ୫ ଇନ୍ସିପେକ୍ଟର ସାମିଲ୍
Read More...

ସପ୍ତମ ଶ୍ରେଣୀ ନାବାଳିକା ଛାତ୍ରୀ ଗର୍ଭବତୀ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ପୋଲିସ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛି । ପ୍ରକାଶ ଯେ, ସପ୍ତମ ଶ୍ରେଣୀରେ ପଢ଼ୁଥିବା ନାବାଳିକାଙ୍କ
Read More...

ଗତ ୨୪ ଘଂଟାରେ ୪୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬୩ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୭୪୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୭ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ମାକ୍ରି ଗ୍ରାମବାସୀଙ୍କୁ ଘର ଯୋଗେଇ ଦେବା ପାଇଁ ବିଡ଼ିଓଙ୍କୁ ଦାବୀପତ୍ର

ସଇଁନ୍ତଲା, (ଅଜିତ କୁମାର ସାହୁ) : ରାଜ୍ୟ ଓ କେନ୍ଦ୍ର ସରକାର ଗରିବ ଲୋକମାନଙ୍କୁ ଘର ଯୋଗାଇ ଦେଉଥିବା ବାହା ବାହା ମାରୁଛନ୍ତି ହେଲେ ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଅନେକ ହିତାଧିକାରୀଙ୍କୁ ପକ୍କା ଘର ମଧ୍ୟ ମିଳିପାରି ନାହିଁ ବୋଲି ଅଭିଯୋଗ ହେଉଛି । ତେବେ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା
Read More...

ସରକାରୀ ଯୋଜନା ଅପହଞ୍ଚ : କୁଡିଆ ଘରେ ବିତୁଛି ବୃଦ୍ଧ ଦମ୍ପତିଙ୍କ ଜୀବନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସିଲାଟ ବ୍ଲକ ଚିଖିଲି ଗ୍ରାମ ପଞ୍ଚାୟତର ଚିଖିଲି ଗ୍ରାମରେ ଏକ ଭଙ୍ଗା କୁଡିଆ ଘରେ ବିତୁଛି ବୃଦ୍ଧ ଦମ୍ପତିଙ୍କ ଜୀବନ । ସୂଚନା ଅନୁସାରେ ବୃଦ୍ଧ ଘରନୁ ସାହୁ (୭୧) ତାଙ୍କ ସ୍ତ୍ରୀ ମଥୁରା ସାହୁ(୬୨)
Read More...