Daily Archives

ଅଷ୍ଟାଦଶ ଭାରତ-ଆସିଆନ୍ ଶିଖର ସମ୍ମିଳନୀର ସହଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସିଆନ୍‌ର ବର୍ତ୍ତମାନ ଅଧ୍ୟକ୍ଷ ବ୍ରୁନେଇର ମହାମହିମ ସୁଲତାନ ହାଜୀ ହସନଅଲ୍‌ ବୋଲକିୟାଙ୍କ ନିମନ୍ତ୍ରଣକ୍ରମେ ଅଷ୍ଟାଦଶ ଭାରତ-ଆସିଆନ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ । ଏହି ଶିଖର ସମ୍ମିଳନୀ ଭର୍‌ଚୁଆଲ ମାଧ୍ୟମରେ ଆୟୋଜିତ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ପୁଣି ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୨୫ ବୃଦ୍ଧି ପାଇଛି । ଅନୁଗୁଳ, ବାଲେଶ୍ୱର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ
Read More...

ବିଶିଷ୍ଟ ଗାନ୍ଧୀବାଦୀ ଏସ୍‌.ଏନ୍‌.ସୁବାରାଓଙ୍କ ବିୟୋଗରେ ଶୋକସଭା

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ବର୍ଷିଆନ ସମାଜସେବୀ, ଗାନ୍ଧୀବାଦୀ ଏସ.ଏନ୍‌. ସୁବାରାଓଙ୍କ ବିୟୋଗରେ ସ୍ଥାନୀୟ ନବୀନ କାର୍ଯ୍ୟାଳୟଠାରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ନବୀନର ସମ୍ପାଦକ ରବି ରଥଙ୍କ ଆବାହକତ୍ୱରେ ଅନୁଷ୍ଠିତ ଶୋକସଭାରେ ବରିଷ୍ଠ ଭେଷଜ ବିଶେଷଜ୍ଞ ତଥା ସମାଜସେବୀ ପ୍ରଫେସର
Read More...

ପିପିପି, ଏମସିଏଲର କାର୍ଯ୍ୟଧାରା ଓ ପ୍ରକଳ୍ପ ସମୀକ୍ଷା କଲେ କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀ

● କୋଇଲା ହବ୍ ରୂପରେ ପାରାଦୀପ ବନ୍ଦରର ବ୍ୟବହାର ଉପରେ ଶ୍ରୀ ଯୋଶୀଙ୍କ ଗୁରୁତ୍ବ● ଶ୍ରମିକ ଗୌରବ ଜଳ ଉଦ୍ୟାନର କଲେ ଶିଳାନ୍ୟାସ, କହିଲେ ପ୍ରମୁଖ ପର୍ୟ୍ୟଟନ ସ୍ଥଳୀ ଭାବେ ବିକଶିତ ହେବାର ସମ୍ଭାବନା ରହିଛି ଭୁବନେଶ୍ବର, (ପିଆଇବି) : କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଗୁରୁବାର ଦିନ ପାରାଦୀପ
Read More...

ରୋମ ଓ ଗ୍ଲାସଗୋ ଯାତ୍ରା ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି

ନୂଆଦିଲ୍ଲୀ, (ପିଆଇବି) : ଇଟାଲି ପ୍ରଧାନମନ୍ତ୍ରୀ ମହାନୁଭବ ମାରିଓ ଦ୍ରାଘିଙ୍କ ଆମନ୍ତ୍ରଣ କ୍ରମେ ଅକ୍ଟୋବର ୨୯- ୩୧, ୨୦୨୦ ପର୍ୟ୍ୟନ୍ତ ମୁଁ ଇଟାଲିର ରୋମ ଏବଂ ଭାଟିକାନ ସିଟି ଗସ୍ତ କରିବି ଏବଂ ଏହି ଗସ୍ତ ଶେଷରେ ନଭେମ୍ବର ୧- ୨, ୨୦୨୨୧ରେ ମୁଁ ବ୍ରିଟେନର ଗ୍ଲାସଗୋ ଗସ୍ତ କରିବି ।
Read More...

କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୭୪ତମ ଜନ୍ମ ଦିବସରେ ଅଭିନନ୍ଦନ ସମାରୋହ

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଓଡ଼ିଶାର ଲବ୍ଧପ୍ରତିଷ୍ଠିତ ସାହିତ୍ୟିକ, ବାଗ୍ମୀ, ଶିକ୍ଷାବିତ୍‌ ତଥା ନବୀନ ପାଠାଗାର ଓ ସାହିତ୍ୟ ପ୍ରତିଷ୍ଠାନର କାର୍ଯ୍ୟକାରୀ ସଭାପତି କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୭୪ତମ ଜନ୍ମ ଦିବସ ଅବସରରେ ଇଞ୍ଜିନିୟରିଂ ସ୍କୁଲ ଛକସ୍ଥିତ ନବୀନ ଭବନ ପରିସରରେ ଏକ
Read More...

ଗୁଦେରପାଲିରେ ସତସଙ୍ଗ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପବିତ୍ର କାର୍ତ୍ତିକ ମାସରେ ଭଗବାନଙ୍କ ଦିବ୍ୟ କଥାମୃତ ଶ୍ରବଣ କରି ପୁଣ୍ୟ ଅର୍ଜନ କରିବା ପାଇଁ ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ଅନ୍ତର୍ଗତ ଗୁଦେରପାଲି ଗାଁରେ ଏକ ସତସଙ୍ଗ କାର୍ଯ୍ୟକ୍ରମ ହୋଇଯାଇଛି । ଅଧ୍ୟାପକ ଧନପତି ଦେବତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ଧାରୋଲ ଗ୍ରାମରେ କରମସାନୀ ପୂଜା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପାଇକମାଲ ବ୍ଳକ ମାଣ୍ଡୋସିଲ ପଞ୍ଚାୟତ ସ୍ଥିତ ଧାରୋଲ ଗ୍ରାମରେ ପାଳିତ ହୋଇଛି କରମସାନୀ ପୂଜା । ଆଜିକୁ ପାଞ୍ଚ ବର୍ଷ ହେଲା ପାଳିତ ହେଉଛି । ଗାଁର ସମସ୍ତେ ଏକଜୁଟ ହୋଇ ପାଳନ କରିଥାନ୍ତି । ସନ୍ଧ୍ୟାରେ ବାଦ୍ୟ ଶଙ୍ଖ ହୁଳହୁଳି ତାଳରେ ସମସ୍ତେ
Read More...

ବୁଧାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡ଼ାସମ୍ବର ବ୍ଲକ୍ ଅନ୍ତର୍ଗତ ଭେଉଁରିଆ ପଞ୍ଚାୟତ ଅଧିନସ୍ଥ ବୁଧାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ବସନ୍ତ ସାହୁଙ୍କ ସଭାପତିତ୍ୱରେ ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ ହୋଇଯାଇଛି । ଉକ୍ତ ବୈଠକରେ ମହୁଲପାଲି କ୍ଲଷ୍ଟର୍‌ର ସି.ଆର୍.ସି.ସି. ସରୋଜ
Read More...

ଗତ ୨୪ ଘଂଟାରେ ୩୬୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୬୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫୬ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୫୬୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...