Monthly Archives

October 2021

କୋଶଳିଆ ମାଳୀ ସମାଜର ସାଂଗଠନିକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପୁଖାମୁଣ୍ଡା ଶିବ ମନ୍ଦିର ବିଜେପୁର ସର୍କଲ ଅନ୍ତର୍ଗତ ପହଣ୍ଡି, ଅର୍ଡା, ଦେହେରୀପାଲି, କେଶେଇପାଲି, ପି.ଗଣ୍ଡପାଲି, ବାନ୍ଦୁପାଲି, ଏମ୍.ଶ୍ରୀଗିଡ଼ା, ସାନବାଉଁସେନ, ଭାଲୁପାଲି ଗାଁକୁ ନେଇ ଗଠିତ ପହଣ୍ଡି ଜୋନ୍‌ରେ ଥିବା ଜାତିଭାଇଙ୍କୁ ନେଇ ମକ୍ତା ପଟେଲଙ୍କ
Read More...

ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ଶପଥ ପାଠ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ଏକତା ଦିବସ ପାଳନ ଉପଲକ୍ଷେ ଆଜି ପୁର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ରାଷ୍ଟ୍ରୀୟ ଏକତା ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ ଉପସ୍ଥିତ
Read More...

ଜିଲ୍ଲା ପ୍ରଶାସନ ତରଫରୁ ବରିଷ୍ଠ ନାଗରିକଙ୍କ ନିମନ୍ତେ ଦିନଟିଏ

ଜିଲ୍ଲା ପ୍ରଶାସନ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଆଜି ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବରିଷ୍ଠ ନାଗରିକମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ସୁବର୍ଣ୍ଣପୁର ଜିଲ୍ଲା ସଂସ୍କୃତି ବିଭାଗ
Read More...

ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଂଚାୟତର ଖଟୁଆକୁଦା ଗ୍ରାମ ସ୍ଥିତ ପ୍ରୋଜେକ୍ଟ ଅପର ପ୍ରାଇମେରୀ ସ୍କୁଲରେ ଶନିବାର ନୂତନ ପରିଚାଳନା କମିଟି ଗଠିତ ହୋଇଯାଇଛି । ନୂତନ ସଭାପତି ଭାବେ ଶବର କୁମାର ତରାଇ, ଉପସଭାପତି କିଶୋର ପ୍ରଧାନଙ୍କୁ ସର୍ବ ସମ୍ମତି
Read More...

ରମ୍ଭା ଥାନା ପକ୍ଷରୁ ଆମ ପୋଲିସ ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ପକ୍ଷରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ଗ୍ରାମଠାରେ ଆମ ପୋଲିସ ବୈଠକ ଅନୁଷ୍ଠିତ ହୋଇଯାଇଛି । ରମ୍ଭା ଥାନା ଅଧିକାରୀ ଦୀପ୍ତି ରଞ୍ଜନ ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ ସ୍ଥାନୀୟ ଅଞ୍ଚଳରେ କିପରି ଶାନ୍ତି ଶୃଙ୍ଖଳା ରକ୍ଷା
Read More...

ଦୁଇ କିଡିନି ଫେଲୋର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଅଷ୍ଟମ ଶ୍ରେଣୀ ଛାତ୍ର ସୁଶାନ୍ତ

ପ୍ରତିରୋପଣ ପାଇଁ ୧୮ ଲକ୍ଷ ଆବଶ୍ୟକ, ସହାୟତା ପାଇଁ ପରିବାର ପକ୍ଷରୁ ନିବେଦନ ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ପାଠ ପଢିବା ବୟସରେ କିଡନୀ ଫେଲୋର ହୋଇ ମେଡିକାଲରେ ମୃତ୍ୟୁ ସହ ସଂଗ୍ରାମ କରି ଚାଲିଛନ୍ତି ଜୈନେକ ଅଷ୍ଟମ ଶ୍ରେଣୀର ଛାତ୍ର । ସେ ହେଉଛନ୍ତି ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼
Read More...

ଲାଲ ବାହାଦୁର ଶାସ୍ତ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅମରଦୀପ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଓ ପ୍ରଧାନ ଶିକ୍ଷକ ଭକ୍ତ ହରି ମେହେରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଲାଲ ବାହାଦୁର ଶାସ୍ତ୍ରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ କରାଯାଇଛି । ଏହି ସଭାରେ ଏବିଇଓ ଜୟକୁମାର ସାହୁ ଓ
Read More...

ଝାରବନ୍ଧ ବ୍ଲକ କଳା ସଂସ୍କୃତି ସଂଘର ଉପସଭାପତି ହେଲେ ଯୁବ ସଞ୍ଚାର ବାୟକ ହର୍ଷବର୍ଦ୍ଧନ ଲୁହାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକର ବ୍ଲକ କଳା ସଂସ୍କୃତି ସଂଘର ଉପସଭାପତି ଭାବେ ଯୁବ ସଞ୍ଚାର ବାୟକ ହର୍ଷବର୍ଦ୍ଧନ ଲୁହାରଙ୍କୁ ଜିଲ୍ଲା ସଂସ୍କୃତି ଅଧିକାରୀ କଲ୍ୟାଣୀ ଦାସ ଅନୁମୋଦନ କରିଛନ୍ତି । ଝାରବନ୍ଧ ବ୍ଲକର ୧୪ ଗୋଟି ଗ୍ରାମ ପଞ୍ଚାୟତର କଳାକାରମାନଙ୍କର
Read More...

କୋଭିଡ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ପରିବାର ପାଇଲେ ସରକାରୀ ସୁବିଧା

କଳାହାଣ୍ଡି, (ପି.କେ. ସାହୁ) : କରୋନା ମହାମାରୀ ଅନେକ ପରିବାର ଉଜାଡି ଦେଇଥିବା ବେଳେ ଅନେକ ପିଲା ପିତା ମାତାଙ୍କୁ ହରାଇ ଅନାଥ ହୋଇଯାଇଛନ୍ତି । ଏଥିରୁ କଳାହାଣ୍ଡି ଜିଲ୍ଲା ମଧ୍ୟ ବାଦ ପଡ଼ିନାହିଁ । କିଛିଦିନ ତଳେ କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ମୂଖିଗୁଡା ପଞ୍ଚାୟତ ମୂଖିଗୁଡା ଅଞ୍ଚଳରେ
Read More...

ଗେର୍ଡା ପଞ୍ଚାୟତରୁ ୧୫୨ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡ଼ି ବିଜେଡିରେ ଯୋଗଦାନ କଲେ

ପାଟଣାଗଡ, (ଗୋରେଖନାଥ ବରିହା) : ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ଓ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଉପସ୍ଥିତିରେ ଗେର୍ଡା ପଞ୍ଚାୟତର ୧୫୨ ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡି ବିଜେଡି ଦଳରେ ଯୋଗଦାନ କରିଛନ୍ତି ।
Read More...