Daily Archives

ରାଉରକେଲା ଆଇନ ମହାବିଦ୍ୟାଳୟର ଦ୍ୱିଦିବସୀୟ ଜାତୀୟ ଆଲୋଚନାଚକ୍ର ଆରମ୍ଭ

ପରିବେଶ ସୁରକ୍ଷାରେ ବିଚାର ବିଭାଗର ଭୂମିକା ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟ ତରଫରୁ ଦ୍ୱିଦିବସୀୟ ଜାତୀୟ ଆଲୋଚନାଚକ୍ର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଆଜି ପ୍ରଥମ ଦିବସରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଦେବେନ୍ଦ୍ର ନାଥ ବେହେରାଙ୍କ…
Read More...

ଭାଲୁମୁଣ୍ଡାରେ ରକ୍ତଦାନ ଶିବିର

ଭାଲୁମୁଣ୍ଡା, (କେପିଏନ୍‌ଏସ୍‌) : ଶ୍ରୀ ସତ୍ୟ ସାଇ ସେବା ସଂଗଠନ ଭାଲୁମୁଣ୍ଡା ଓ ଆମ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଭାଲୁମୁଣ୍ଡାସ୍ଥିତ ସାଇ ଭଜନ ସମିତି ମନ୍ଦିରରେ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବେଲପଡା ଗ୍ରାମପଞ୍ଚାୟତର ସରପଞ୍ଚ ଅଞ୍ଜନା ମେହେର ମୁଖ୍ୟଅତିଥି,…
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ମୁରିବାହାଲ ବ୍ଲକ ପତ୍ରାପାଲି ଗ୍ରା.ପ.ରୁ ଜଣେ, ମୁରିବାହାଲ ଗ୍ରା.ପ.ରୁ ଜଣେ, ତୁରେକେଲା ବ୍ଲକ ଧାମନଡଙ୍ଗା ଗ୍ରା.ପ.ରୁ ଜଣେ,…
Read More...

ଦୁର୍ନୀତି ନିବାରଣ ସପ୍ତାହ ଅବସରରେ ଶପଥ ପାଠ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଦୁର୍ନୀତି ନିବାରଣ ସପ୍ତାହ ଅକ୍ଟୋବର ୨୬ରୁ ନଭେମ୍ବର ୧ ତାରିଖ ଯାଏଁ ପାଳନ ଅବସରରେ ମେକ ଇନ୍‌ ଇଣ୍ଡିଆ ଆଣ୍ଡ ମିଡିଆ ପରିବାର, ଡେଲାଙ୍ଗ ପକ୍ଷରୁ ରବିବାର ଘୋରଡିଆଠାରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।…
Read More...

କୁସମେଲରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜିତ : ଅମାମୁଣ୍ଡା ବିଜୟୀ

ବଲାଙ୍ଗିର ସଦର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କୁସମେଲ ଜୟଦୁର୍ଗା ଫୁଟବଲ ଏସୋସିଏସନ୍‌ ଆନୁକୁଲ୍ୟରେ ୪୪ ତମ ବାର୍ଷିକ ଫୁଟବଲ ଟୁର୍ଣ୍ଣାମେଣ୍ଟଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବରେ ବିଜେଡି ରାଜ୍ୟ ପରିଷଦ ସଭ୍ୟ ନିହାର ରଞ୍ଜନ ବେହେରା ଯୋଗ ଦେଇଥିଲେ । ସମ୍ମାନିତ ଅତିଥି…
Read More...

ଭାଜପାର ୮ ଘଣ୍ଟିଆ ବରଗଡ଼ ଜିଲ୍ଲା ବନ୍ଦ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ମମିତା ମେହେର ହତ୍ୟା ଘଟଣାର ତଦନ୍ତରେ ପୋଲିସର ବାଟବଣା ଏବଂ ତୋରା ଗୋବିନ୍ଦ କୁମ୍ଭାର ହାଜତ ମୃତ୍ୟୁ ଘଟଣା ତଦନ୍ତରେ ଶିତଳତା ପ୍ରତିବାଦରେ ଆଜି ବରଗଡ଼ ଜିଲ୍ଲା ବନ୍ଦ କରିଥିଲେ । ଜିଲ୍ଲାର ୧୨ଟି ବ୍ଲକ ତଥା ଜିଲ୍ଲା ସଦର ମହକୁମା ସ୍ଥିତ ସମସ୍ତ ସରକାରୀ…
Read More...

ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧି ପ୍ରତିବାଦରେ ଲୋଇସିଂହା ବିଜୁ ମହିଳା ଜନତା ଦଳର ବିକ୍ଷୋଭ ଶୋଭାଯାତ୍ରା

ଲୋଇସିଂହା, (କେପିଏନ୍‌ଏସ୍‌) : ଅତ୍ୟାବଶ୍ୟକ ସାମଗ୍ରୀଗୁଡିକର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ଲୋଇସିଂହା ବ୍ଳକ ବିଜୁ ମହିଳା ଜନତା ଦଳ ପକ୍ଷରୁ ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି । ବିଜେଡି ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରାଙ୍କ…
Read More...

କେରମେଲି ପଞ୍ଚାୟତର ଆଦିବାସୀ ପଡିଆରେ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ସଇଁନ୍ତଲା ବ୍ଲକ କେରମେଲି ପଞ୍ଚାୟତର ଆଦିବାସୀ ପଡିଆରେ ଏକ ଦିବସୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚାୟତର ଆଠ ଗୋଟି ଦଳ ଭାଗ ନେଇଥିଲେ । ସେଥି ମଧ୍ୟରୁ କେରମେଲି ଓ କରେଲଧୁଆ ଫାଇନାଲକୁ ଯାଇଥିଲେ, କରେଲଧୁଆ ପ୍ରଥମେ ବ୍ୟାଟିଂ…
Read More...

ସଇଁନ୍ତଲାଠାରେ କୋଶଲ କରାଟେ ବେଲ୍ଟ ଗ୍ରେଡିଂ ଉତ୍ସବ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା କୋଶଲ କେରାଟେ ସ୍କୁଲ ଆନୁକୂଲ୍ୟରେ ଆଜି ଏକ ବେଲ୍ଟ ଗ୍ରେଡିଂ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୁବ ସମାଜସେବୀ ଗଜପତି ସାହୁ, ସ୍ଥାନୀୟ ସରପଞ୍ଚ, ଆଇନଜୀବୀ ମାନ ଭଞ୍ଜନ ପାଣିଗ୍ରାହୀ…
Read More...

ଟିଟିଲାଗଡ଼ଠାରେ ବିଜେଡିରେ ସାମିଲ ହେଲେ ଶତାଧିକ କର୍ମୀ

ଟିଟିଲାଗଡ଼, (ଅଜିତ କୁମାର ସାହୁ) : ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତୁଷୁରା ଏନ୍‌ଏସିର ବହୁ ତୁଙ୍ଗ ବିଜେପି ଏବଂ କଂଗ୍ରେସ ନେତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ଶତାଧିକ ଲୋକ ସାମିଲ ହୋଇଛନ୍ତି । ଟିଟିଲାଗଡ଼ ବିଜେଡି କାର୍ଯ୍ୟାଳୟଠାରେ ରାଜ୍ୟ…
Read More...