Daily Archives

ରାଉରକେଲାରେ ପାଳନ ହେଲା ଜାତୀୟ ପ୍ରେସ୍ ଦିବସ ୨୦୨୧

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳନ ସମାରୋହ ୨୦୨୧ ଉଦିତନଗର ସ୍ଥିତ ଆଇଟିଡିଏ ହଲଠାରେ ପାଳିତ ହୋଇଯାଇଛି । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଅଧିକାରୀ ସୀମା ଫତିମା ଏକ୍କାଙ୍କ ଅଧ୍ୟକ୍ଷତା ଓ ମହେନ୍ଦ୍ର
Read More...

ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କଲେ ବିଧାୟକ ସରୋଜ

ପାଟଣାଗଡ : ପାଟଣାଗଡ ବିଧାୟକ ସରୋଜ ମେହେର ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଦେଉଳଗାଁ ଓ ସୁନାମୁଦୀ ପଞ୍ଚାୟତର ବିଭିନ୍ନ ପ୍ରକଳ୍ପର ଶୁଭ ଉଦଘାଟନ କରିଥିଲେ ଏବଂ ସମସ୍ତ ଗ୍ରାମକୁ ଯାଇ ଲୋକଙ୍କ ଅସୁବିଧା ବୁଝିଥିଲେ । ଆଗାମୀ ଦିନରେ ଅଂଚଳ ମାନଙ୍କରେ ଥିବା ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ କରିବା
Read More...

ଝୁଲୁଥିବା ଅବସ୍ଥାରେ ମୃତ ଦେହ ଉଦ୍ଧାର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଟିକ୍ରାପଡା ସ୍ଥିତ ତେରାପନ୍ଥ ଭବନ ନିକଟରେ ଜଣେ ବ୍ୟକ୍ତିଙ୍କ ବେକରେ ରସି ଲାଗି ଝୁଲୁଥିବା ଅବସ୍ଥାରେ ମୃତ ଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣକ ସୋମନାଥ ମିଶ୍ର ଟିକ୍ରାପଡାବାସିନ୍ଦା ବୋଲି ଜଣା ପଡ଼ିଛି । ଖବର ପାଇ ବଲାଙ୍ଗିର ଟାଉନ ଥାନା
Read More...

ଓୟୁଜେ ବଲାଙ୍ଗିର ଶାଖା ପକ୍ଷରୁ ଜାତୀୟ ପ୍ରେସ୍‌ ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓୟୁଜେ ବଲାଙ୍ଗିର ଶାଖା ପକ୍ଷରୁ ସ୍ଥାନୀୟ ସାମ୍ବାଦିକ ଭବନଠାରେ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସମାଜର ଶୃଙ୍ଖଳା ତଥା ସୁରକ୍ଷା ପ୍ରତି ଗଣମାଧ୍ୟମର ଗୁରୁ ଦାୟିତ୍ୱ ରହିଥିବା ଦିଗରେ ଓୟୁଜେ ସଦସ୍ୟମାନେ ଆଲୋଚନା କରିଥିଲେ । ଆଗାମୀ
Read More...

ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ୍‌ ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସାମ୍ବାଦିକ ଭବନରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସାମ୍ବାଦିକ ସଂଘର ମିଳିତ ଆନୁକୂଲ୍ୟରେ ଜାତୀୟ ପ୍ରେସ୍‌ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସାମ୍ବାଦିକ ସଂଘର ଉପସଭାପତି ଆନନ୍ଦ ଚନ୍ଦ୍ର ସାହୁ ସଭାପତିତ୍ୱ କରିଥିବା ବେଳେ
Read More...

ସମାଜସେବୀ ଯଶୋବନ୍ତ ରଣାଙ୍କ ହସ୍ତକ୍ଷେପ ପରେ ଥଇଥାନ ହେଲେ ଶୁଭମ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ ତରତରା ପଞ୍ଚାୟତ ମଲାରପଦର ଗାଁର ଅନାଥ ଶିଶୁ ଶୁଭମ ପାତ୍ରଙ୍କ ପ୍ରଥମେ ପିତା ଓ ପରେ ମାଁ ମଧ୍ୟ ଆରପାରିକୁ ଚାଲି ଯାଇଥିଲେ । ତେବେ କୋମଲ ଶିଶୁ ଅବସ୍ଥାରୁ ଅନାଥ ହୋଇଥିବା ଶୁଭମ ପାତ୍ର, ଜେଜେମା କୁନ୍ଦୁରି ପାତ୍ରଙ୍କ ନିକଟରେ ରହି ଜୀବନ ଯାପନ
Read More...

ଛତିଶଗଡରେ ଆୟୋଜିତ ମିସ୍‌ ଟିନ୍‌ ପ୍ରତିଯୋଗିତାରେ ଓଡ଼ିଆ ଝିଅ ବିଜୟୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଛତିଶଗଡ଼ ରାଜ୍ୟ କୋବ୍ରାରେ ଗତ ୧୪ ତାରିଖରେ ଆୟୋଜିତ ବିଭିନ୍ନ ବର୍ଗର ସୁନ୍ଦରୀ ପ୍ରତିଯୋଗିତାର ମିସ୍‌ ଟିନ୍‌ ବର୍ଗରେ, ଜଣେ ଓଡ଼ିଆ ଝିଅ ବିଜୟୀ ହୋଇ ସମସ୍ତଙ୍କୁ ଗୌରବାନ୍ୱିତ କରି ପାରିଛନ୍ତି । ବରଗଡ ଜିଲ୍ଲା ପଦ୍ମପୁରର ରାଜେଶ ଓ ଜ୍ୟୋତିମଞ୍ଜରୀଙ୍କ ଏକ
Read More...

ନିନ୍ଦାକୁ ଖାତିର ନ କରି ଅଗ୍ରସର ହୁଅ : ଆଦିତ୍ୟ ବୋଷ

ଇମ୍ପରିୟଲ କଲେଜରେ ପ୍ରବେଶ ଉତ୍ସବ ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ଜୀବନରେ ନିନ୍ଦାକୁ ଖାତିର ନ କରି ସକରାତ୍ମକ ମନୋଭାବ ସହ ଆଗେଇଲେ ସଫଳତା ମିଳିବ ବୋଲି ପ୍ରୋବନୋ ସଂସ୍ଥାପକ ତଥା କୋନ ବନେଗା କରୋଡ ପତିର ବିଜେତା ଆଦିତ୍ୟ ବୋଷ ଉପଦେଶ ଦେଇଛନ୍ତି । ଇମ୍ପରିୟଲ କଲେଜର ଚାଣକ୍ୟ ହଲଠାରେ
Read More...

କ୍ରାନ୍ତିବୀର ବିର୍ସାମୁଣ୍ଡାଙ୍କ ୧୪୬ ତମ ଜୟନ୍ତୀ : ଖଗସିକନାରେ ବଲାଙ୍ଗିର ଜିଲ୍ଲା ସ୍ତରୀୟ ଆଦିବାସୀ ମେଳି…

ଦେଓଗାଁ, (ମନୀଷ କୁମାର ସାହୁ) : ସୋମବାର ଦିନ ମଧ୍ୟାହ୍ନ ୧୨ଟା ସମୟରେ ଦେଓଗାଁ ବ୍ଲକ ଘୁଡ଼ଖାପଲା ପଞ୍ଚାୟତ ଖଗସିକନା ଗାଁର ଧରୁଆପଡ଼ା ନିକଟରେ ବଲାଙ୍ଗିର ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ କ୍ରାନ୍ତିବୀର ଭଗବାନ ବିର୍ସାମୁଣ୍ଡାଙ୍କ ୧୪୬ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୮୧ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Read More...