Daily Archives

ଖଇରପାଲିଠାରେ ବୁଣାକାର ସଚେତନ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସମ୍ବଲପୁର ବସ୍ତ୍ରାଳୟ ତରଫରୁ ପଦ୍ମପୁର ବ୍ଳକ ଖଇରପାଲି ଗ୍ରାମରେ ବୁଣାକାର ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ସମ୍ବଲପୁର ବସ୍ତ୍ରାଳୟର ସଂପାଦକ ସଂପୂର୍ଣ୍ଣାନନ୍ଦ ପ୍ରଧାନ ମୁଖ୍ୟବକ୍ତା ପଦ୍ମପୁର କ୍ଲାସଟର ମୁଖ୍ୟ ବୈଷ୍ଣବ ଦାସ
Read More...

ମରଣଯନ୍ତା ସାଜିଛି ପ୍ରଧାନମନ୍ତ୍ରୀ ସଡ଼କ : ସଚିବ ପ୍ରଦୀପ ଜେନାଙ୍କୁ ଭୁଆଁ ବୁଲେଇଲେ ନିର୍ବାହୀ ଯନ୍ତ୍ରୀ, ଚର୍ଚ୍ଚା ଜୋର…

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଲକ ଅନ୍ତର୍ଗତ ବାଦିପାଲି ଗ୍ରାମରୁ ଜୋଖିପାଲି ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ବର୍ତ୍ତମାନ ମରଣଯନ୍ତା ପାଲଟିଛି । ସୂଚନା ଅନୁସାରେ ଏହି ରାସ୍ତକୁ ମରାମତି କରିବା ପାଇଁ ଗ୍ରାମର ଯୁବ ସାମ୍ବାଦିକ ଅଶ୍ୱିନୀ କୁମାର ଦାସ
Read More...

କଚ୍ଚା ଘର କାନ୍ଥରେ ଲାଗିଛି ବିଜୁପକ୍କା ଘର ଫଳକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସରକାରଙ୍କ ପକ୍ଷରୁ ମାଳମାଳ ଯୋଜନା ସମସ୍ତ କଚ୍ଚା ଘରକୁ ପକ୍କା କରି ଦିଆଯିବ ବୋଲି ଡିଣ୍ଡିମ ପିଟୁଥିବା ବେଳେ ପ୍ରକୃତ ଯୋଗ୍ୟ ହିତାଧିକାରୀ ଆବାସ ଯୋଜନାରୁ ବଞ୍ଚିତ ହେଉଛନ୍ତି । ତାହା ପଦ୍ମପୁର ବ୍ଲକ ଲୋହାରପାଲି ଗ୍ରାମ ପଞ୍ଚାୟତ ଗମ୍ଭୀରଡିହୀ ଗ୍ରାମରେ ଏକ
Read More...

ଚିନ୍ମୟ ମିଶନ ପକ୍ଷରୁ ଗୀତା ଜ୍ଞାନଯଜ୍ଞ ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଯାଦବ ଭବନ ବଲାଙ୍ଗିରଠାରେ ଚିନ୍ମୟ ମିଶନ, ବଲାଙ୍ଗିର ଆନୁକୁଲ୍ୟରେ ଗତ୧୩ ତାରିଖରୁ ଶୁଭାରମ୍ଭ ହେଇଥିବା ଆଠ ଦିନ ବ୍ୟାପୀ ଗୀତା ଜ୍ଞାନ ଯଜ୍ଞ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ଜ୍ଞାନଯଜ୍ଞର ପ୍ରବକ୍ତା ଚାସ୍‌, ବୋକାରୋ ଚିନ୍ମୟ ମିଶନର ଭାରପ୍ରାପ୍ତ ସ୍ୱାମୀ
Read More...

ଜିଲ୍ଲା କାରାଗାରରେ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କାରାଗାରର ଅନ୍ତେବାସୀମାନଙ୍କୁ ନେଇ ଏକ ଚକ୍ଷୁ ପରିକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ସୁନେତ୍ର ଓ ଜିଲ୍ଲା ଅନ୍ଧତ୍ୱ ନିରାକରଣ ସମିତି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧୦୫ ଜଣ ଅନ୍ତେବାସୀ ଚକ୍ଷୁ ରୋଗୀଙ୍କର ଚକ୍ଷୁ ପରୀକ୍ଷା
Read More...

କଂଗ୍ରେସ ପକ୍ଷରୁ ଚାଷୀଙ୍କ ବିଜୟ ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା କଂଗ୍ରେସ କମିଟି ଓ ଜିଲ୍ଲା କିଷାନ କଂଗ୍ରେସ ପକ୍ଷରୁ ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିଜୟ ଦିବସ ପାଳିତ ହେବା ସଙ୍ଗେ ସଙ୍ଗେ ୩ଟି ଦାବୀ ଉପସ୍ଥାପନ କରାଯାଇଥିଲା । ଚାଷୀ ଆନ୍ଦୋଳନରେ ସହୀଦ ହୋଇଥିବା ପ୍ରତ୍ୟେକ
Read More...

ତେତେଲପଡା ଗାଁରେ ଜୟ ରାକାମ ବୁଢା ଫୁଟବଲ ଟୁର୍ଣ୍ଣାମେଣ୍ଟ : ମୁରିବାହାଲ ଓ ଜୁରାବନ୍ଧ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧ ପଞ୍ଚାୟତ ତେତେଲପଡା ଗାଁର ପୋଢ଼ଖାଇ ଖେଳ ପଡିଆଠାରେ ଆଜିଠାରୁ ୩ୟ ବର୍ଷ ଜୟ ରାକାମ ବୁଢା ଫୁଟବଲ ଟୁର୍ଣ୍ଣାମେଣ୍ଟ ଷଷ୍ଠ ଦିନରେ ପହଞ୍ଚିଛି । ଆୟୋଜିତ ଷଷ୍ଠ ଦିବସରେ ମୁଖ୍ୟ ଅତିଥି ଭାବେ ସାନଗମଡା
Read More...

ଲୋଇସିଂହା ଅଞ୍ଚଳରେ ସଟା ଚଢ଼ାଉ, ୩ ଗିରଫ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଥାନା ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ସଟା ଖେଲାଉଥିବା ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିବା ସହିତ ସେମାନଙ୍କଠାରୁ ୩୨୦୦ ଟଙ୍କା ଓ ସଟା ସମ୍ବନ୍ଧୀୟ କାଗଜପତ୍ର ଜବତ କରିଥିବା ଜଣାପଡିଛି । ଗିରଫ ବ୍ୟକ୍ତିମାନେ ହେଲେ କୁଟେନପାଲି ଗ୍ରାମର
Read More...

ଦୁଇ ବାଇକ ମୁହାମୁହିଁ ଧକ୍କା : ଜଣେ ମୃତ

ମ.ରାମପୁର, (ହେମନ୍ତ ସାହୁ) : ଆଜି କଳାହାଣ୍ଡି ଜିଲ୍ଳା ମ.ରାମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ରାୟପୁର ଜାତୀୟ ରାଜପଥ(୫୯)ରେ ଦୁଇ ବାଇକ ମୁହାମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହେଇଥିବା ବେଳେ ଆଉ ଅନ୍ୟ ଚାରିଜଣ ଆହତ ହୋଇଛନ୍ତି । ସୂଚନା ମୁତାବକ ମ.ରାମପୁର ଥାନା ଅନ୍ତର୍ଗତ ସାଇ
Read More...

ଛିନ୍ଦେଇକେଲାରେ କାର୍ତ୍ତିକେଶ୍ୱର ପୂଜା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ବ୍ଲକ ଛିନ୍ଦେଇକେଲା ଗ୍ରାମଠାରେ ପାଞ୍ଚ ଦିନ ଧରି ଚାଲିଥିବା କାର୍ତ୍ତିକେଶ୍ୱର ପୂଜା କାଲି ଉଦ୍‌ଯାପିତ ହୋଇଯାଇଛି । ଉକ୍ତ ଉତ୍ସବଟି ଗ୍ରାମର ସମସ୍ତ ସ୍ୱୟଂ ସହାୟିକା ଗୋଷ୍ଠୀ ଦ୍ୱାରା ପରିଚାଳିତ ହୋଇଥିଲା । ମନ୍ଦିର ପୂଜକ ସୁବାଷ ପାଢ଼ୀ ଓ ସହଯୋଗୀ
Read More...
error: Content is protected !!