Daily Archives

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବଣ୍ଟନ ପାଇଁ ପ୍ରସ୍ତୁତି ବୈଠକ

ବୌଦ୍ଧ, (ବଂଶୀଧର ମାଝୀ) : ଶନିବାର ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ତା ୨୫.୧୧.୨୦୨୧ ରିଖ ଦିନ ଆଭାସି ଜରିଆରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ନୂଆ ସ୍ମାର୍ଟକାର୍ଡ ବଣ୍ଟନ
Read More...

ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜନ ଜାଗରଣ ଅଭିଯାନ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ସଭାପତି ନବ କୁମାର ମିଶ୍ରଙ୍କ ନେତୃତ୍ଵରେ ଜନ ଜାଗରଣ ଅଭିଯାନ ରବିବାର ଜୋନ୍ ନଂ.୧ ଘଣ୍ଟାପଡ଼ା ହାଇସ୍କୁଲ ପଡ଼ିଆରେ ପୂଜାର୍ଚ୍ଚନା ପରେ ଆରମ୍ଭ ହୋଇଯାଇଛି । ଏହି ଅବସରରେ କଂଗ୍ରେସ କର୍ମୀଙ୍କ ଏକ ଶୋଭାଯାତ୍ରା ଘଣ୍ଟାପଡାରୁ ବାହାରି
Read More...

ଘଣ୍ଟାପଡା ଅଞ୍ଚଳରୁ ବାଘଛାଲ ଜବତ : ଜଣେ ଗିରଫ୍

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲାରେ ବନ୍ୟପ୍ରାଣୀ ଶିକାର ବଢି ଚାଲିଛି । ଲଗାତାର ବନ୍ୟପ୍ରାଣୀମାନଙ୍କୁ ଶିକାରୀମାନେ ଶିକାର କରୁଛନ୍ତି । ଏମିତି ଗୋଟିଏ ପରେ ଗୋଟିଏ ଘଟଣା ସାମ୍ନାକୁ ଆସୁଛି । ଏସବୁ ସତ୍ତ୍ବେ ବନବିଭାଗ କର୍ମଚାରୀଙ୍କ ଚେତା ପଶୁନି । ଫଳରେ ବିଭାଗୀୟ କାର୍ଯ୍ୟଦକ୍ଷତା
Read More...

ଶବଗୃହ ଫ୍ରିଜର୍‌ ଭିତରେ ୭ ଘଣ୍ଟା ପରେ ମୃତ ବ୍ୟକ୍ତି ଜୀବନ୍ତ ଠାବ

ମୁରାଦାବାଦ : ଉତ୍ତରପ୍ରଦେଶର ମୁରାଦାବାଦରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଜଣେ ୪୦ ବର୍ଷ ବୟସ୍କ ବ୍ୟକ୍ତିଙ୍କୁ ପ୍ରାୟ ସାତ ଘଣ୍ଟା ଧରି ମର୍ଗର ଫ୍ରିଜର୍‌ ଭିତରେରେ ରଖାଯାଇଥିଲା। ସୂଚନାନୁସାରେ, ଇଲେକ୍‌ଟ୍ରିସିଆନ୍‌ ଶ୍ରୀକେଶ କୁମାର ଏକ ଦ୍ରୁତ ଗତିରେ ଯାଉଥିବା ମୋଟରସାଇକେଲ ଧକ୍କା ଦେବା
Read More...

ଆସନ୍ତାକାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୬୫ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତାକାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ବିନିକା, ଉଲୁଣ୍ଡା, ସୋନପୁର,
Read More...

ମୁଣ୍ଡ ଦରଜ ଓ ଚିଡ଼ିଚିଡ଼ାପଣ ଉଚ୍ଚ ରକ୍ତଚାପର ଲକ୍ଷଣ ହୋଇପାରେ, ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ

ମୁଣ୍ଡ ଦରଜ ଓ ଚିଡ଼ିଚିଡ଼ାପଣ ଉଚ୍ଚ ରକ୍ତଚାପର ଲକ୍ଷଣ ହୋଇପାରେ । ଏଣୁ ଏମିତି ଲକ୍ଷଣ ଦେଖାଗଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ । ଉଚ୍ଚ ରକ୍ତଚାପ ଜୀବନ ପ୍ରତି ଅତ୍ୟନ୍ତ ଘାତକ ରୂପ ନେଇଥାଏ । ଏଣୁ ଅବହେଳା ନିହାତି ବର୍ଜନୀୟ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦିଅନ୍ତି । ଯଦି
Read More...

ପୁଇଁନ୍ତଲା ଲୋକକଳା ଗ୍ରାମରେ କାର୍ତ୍ତିକ ପୂର୍ଣ୍ଣିମା ମହୋତ୍ସବ ଓ ପ୍ରତିଯୋଗିତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ପୁଇଁନ୍ତଲା ଲୋକକଳା ଗ୍ରାମରେ କାର୍ତ୍ତିକ ପୂର୍ଣ୍ଣିମା ମହୋତ୍ସବ ଓ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । କାର୍ତ୍ତିକ ପୂର୍ଣ୍ଣିମା
Read More...

ସୋମବାରଠାରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟରେ ଅଫଲାଇନ୍ କ୍ଲାସ୍ ଆରମ୍ଭ ହେବ

ଅହମ୍ମଦାବାଦ : ରାଜ୍ୟରେ କୋଭିଡ -୧୯ ମାମଲାରେ କ୍ରମାଗତ ହ୍ରାସକୁ ଦୃଷ୍ଟିରେ ରଖି ଗୁଜୁରାଟର ଶିକ୍ଷା ମନ୍ତ୍ରୀ ଜିତୁ ବଧାନୀ ରବିବାର ଦିନ କହିଛନ୍ତି ଯେ, ନଭେମ୍ବର ୨୨ରୁ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ପରିସରରେ କ୍ଲାସ ଆରମ୍ଭ କରିବାକୁ ସରକାର ଅନୁମତି ଦେଇଛନ୍ତି ।
Read More...

ସଂକୀର୍ତ୍ତନ ମାଧ୍ୟମରେ ପରିବେଶ ସଚେତନତା ଓ ବୃକ୍ଷ ରୋପଣ ଅଭିଯାନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପବିତ୍ର ମହାକାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ସବୁଜ ଡେଲାଙ୍ଗ ଟ୍ରଷ୍ଟ, ବୋଲକଣା, ଡେଲାଙ୍ଗ, ପୁରୀ, ପକ୍ଷରୁ ପ୍ରତ୍ୟୁଷରୁ ସଂକୀର୍ତ୍ତନ ଦ୍ୱାରା ବୃକ୍ଷ ଧରି ବୋଲକଣା ଗ୍ରାମର ତିନୋଟି ୱାର୍ଡ ପରିକ୍ରମା କରାଯାଇ ବୃକ୍ଷ ରୋପଣ, ବୃକ୍ଷ ଦାନ ସହ ପରିବେଶ
Read More...