Daily Archives

ଡେଲାଙ୍ଗରେ ୪ଟି ସ୍ମାର୍ଟ ସ୍କୁୁଲ ଲୋକାର୍ପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମୁଖ୍ୟମନ୍ତ୍ରୀ ନବିନ ପଟ୍ଟନାୟକ ୫ଟି ଯୋଜନାରେ ରୂପାନ୍ତରୀତ ପୁରୀ ଜିଲ୍ଲାରେ ୪୮ଟି ବିଦ୍ୟାଳୟକୁ ଗତକାଲି ଅପରାହ୍ନରେ ଭର୍‌ର୍ଚୁଆଲ ମାଧ୍ୟମରେ ଲୋକାର୍ପଣ କରିଛନ୍ତି । ଏହି ପରିପ୍ରେକ୍ଷୀରେ ୫ଟି ଯୋଜନାରେ ରୂପାନ୍ତରୀତ ଡେଲାଙ୍ଗ ବ୍ଲକର ହରିରାଜପୁର
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୬ରୁ ଜଣେ ଚିହ୍ନଟ ହୋଇଥିବା ଜଣାପଡିଛି ।
Read More...

ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ୨୯ତମ ବାର୍ଷିକ ଉତ୍ସବ ତଥା କୁମାରସ୍ୱାମୀ ମହୋତ୍ସବ ଉଦ୍‌ଯାପିତ

ଭବାନୀପାଟଣା, (ହେମନ୍ତ ସାହୁ) : କଳାହାଣ୍ଡି କଳା, ସଂସ୍କୃତି, ଐତିହ୍ୟ, ପରମ୍ପରାର ବାର୍ତ୍ତାବହ ଦେବଗିରି ସାଂସ୍କୃତିକ ଅନୁଷ୍ଠାନର ୨୯ତମ ବାର୍ଷିକ ଉତ୍ସବ ତଥା କୁମାରସ୍ୱାମୀ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି । ନର୍ଲା ବ୍ଲକ ଅନ୍ତର୍ଗତ ବୁଢ଼ୀପଦର ଗ୍ରାମରେ ତିନି ଦିନ ଧରି ଚାଲିଥିବା
Read More...

ବଲାଙ୍ଗିର ଜିଲ୍ଲାର ୨୪ଟି ରୂପାନ୍ତରଣ ସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ୨୪ଟି ହାଇସ୍କୁଲର ଭର୍ଚ୍ଚୁଆଲ ମାଧ୍ୟମରେ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି । ଏହି ଲୋକାର୍ପଣ ଉତ୍ସବ ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ଆୟୋଜିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଚଂଚଳ ରାଣା ସ୍ୱାଗତ ବକ୍ତବ୍ୟ
Read More...

ଏଣିକି ଓଡ଼ିଶା ହାଇକୋର୍ଟରେ କାର୍ଯ୍ୟ କରିବ ସ୍ଥାୟୀ ଲୋକ ଅଦାଲତ

କଟକ : ଓଡ଼ିଶା ହାଇକୋର୍ଟରେ ଏଣିକି ସ୍ଥାୟୀ ଲୋକ ଅଦାଲତ କାର୍ଯ୍ୟ କରିବ ବୋଲି ଜଣାପଡିଛି । ଏହି ଲୋକ ଅଦାଲତରେ ହାଇକୋର୍ଟର ଅବସରପ୍ରାପ୍ତ ଦୁଇ ଜଣ ବିଚାରପତି ଜଷ୍ଟିସ୍‌ ଜେ.ପି. ଦାସ ଏବଂ ବିଚାରପତି ଜଷ୍ଟିସ୍‌ ଏ.କେ. ମିଶ୍ରଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଏହି କାର୍ଯ୍ୟ ପାଇଁ ଦୁଇଟି
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୩ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ
Read More...

ଗତ ୨୪ ଘଂଟାରେ ୨୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୪୫ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୨୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୯ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଯୁବ ଚିତ୍ରଶିଳ୍ପୀ ଜଗନ୍ନାଥ ମେହେରଙ୍କୁ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭୁବନେଶ୍ୱର ସ୍ଥିତ ବୁଦ୍ଧ ମନ୍ଦିରଠାରେ ବିଶିଷ୍ଟ ସାରସ୍ୱତ ସାଧକ ସ୍ୱର୍ଗତ ହଟକିଶୋର ପାଣିଗ୍ରାହୀଙ୍କ ରଚିତ ପୁସ୍ତକତ୍ରୟ ପୁସ୍ତକ ଉନ୍ମୋଚନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି ଉନ୍ମୋଚନ ଉତ୍ସବରେ ବରଗଡ ଜିଲ୍ଲା ପଦ୍ମପୁର ବ୍ଲକ ଅନ୍ତର୍ଗତ
Read More...

ସିନାପାଲିରେ ଦାଦନ ସମସ୍ୟା : ପାରିଶ୍ରମିକ ନ ପାଇ ଠକାମିର ଶିକାର ହେଲେ ୧୭ ଶ୍ରମିକ

ସିନାପାଲି, (ନିରାକାର ମେହେର) : ରାଜ୍ୟରେ ନୂଆପଡା ଏକ ଦାଦନ ପ୍ରବଣ ଜିଲ୍ଲା ଭାବରେ ପରିଚିତ । ପ୍ରତି ବର୍ଷ ହଜାର ହଜାର ଲୋକ ଦାଦନ ଖଟିବା ପାଇଁ ବାହାର ରାଜ୍ୟକୁ ଯାଇଥାନ୍ତି । ପ୍ରଶାସନର ଅନେକ ପ୍ରଚେଷ୍ଟା ସତ୍ତ୍ୱେ ଦାଦନ ରୋକିବାରେ ସଫଳ ହୋଇ ପାରୁନାହିଁ । ପ୍ରତିବର୍ଷ ବର୍ଷ ଲୋକେ ଦାଦନ
Read More...