Daily Archives

ଖେଳପଡିଆ ଉଦ୍‌ଘାଟନ କଲେ ନରସିଂହ : ନିମ୍ନମାନର କାମ ପାଇଁ ଜାହିର କଲେ ଅସନ୍ତୋଷ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଧାୟକ ନରସିଂହ ମିଶ୍ର ସଦର ବ୍ଲକ ଅନ୍ତର୍ଗତ ସକ୍‌ମା ଗ୍ରାମ ଗସ୍ତ କରି ସ୍ଥାନୀୟ ପଂଚାୟତ ହାଇସ୍କୁଲ ଖେଳ ପଡିଆର ଉଦ୍‌ଘାଟନ କରିଛନ୍ତି । ଉଦ୍‌ଘାଟନି ଉତ୍ସବରେ ଯୋଗଦେଇ ନିଜ ବକ୍ତବ୍ୟରେ ସୁସ୍ଥ ସମାଜ ଗଠନରେ କ୍ରୀଡାର ଭୂମିକା ଗୁରୁତ୍ୱପୂର୍ଣ୍ଣ ତଥା
Read More...

ରନ୍ଧନଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ବିଜେଡିର ବ୍ଲକ ସମ୍ମୁଖରେ ବିକ୍ଷୋଭ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କେନ୍ଦ୍ର ସରକାରଙ୍କ ଦୈନଦିନ ବ୍ୟବହୃତ ରନ୍ଧନ ଗ୍ୟାସର ଅହେତୁକ ଦରଦାମ୍‌ ବୃଦ୍ଧି ବିରୋଧରେ ଡେଲାଙ୍ଗ ବିଜେଡି ପକ୍ଷରୁ ଜଗଦଲପୁର ମା ପାଦୁକେଇ ପୀଠରୁ ଏକ ଶୋଭାଯାତ୍ରା ବାହାରି ନାରାବାଜି ଦେଇ ଶତାଧିକ ମହିଳା ଓ ପୁରୁଷ କର୍ମୀ ହାତରେ ପ୍ଲାକାର୍ଡ ଧରି
Read More...

ରତାଖଣ୍ଡି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ : ସିଣ୍ଡୁଲକୁ ହରାଇ ନୂଆଁପାଲି ଚମ୍ପିଅନ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଗୌଡଗୋଠ ପଞ୍ଚାୟତ ଅନ୍ତର୍ଗତ ରତାଖଣ୍ଡି ଖେଳପଡିଆରେ ରତାଖଣ୍ଡି କ୍ରିକେଟ କ୍ଳବ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିବା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ପ୍ରତିଯୋଗିତାର ଫାଇନାଲରେ ନୂଆଁପାଲି କ୍ରିକେଟ କ୍ଳବ୍ ବିଜୟୀ ହୋଇ
Read More...

ପୁରୁଷ ବନ୍ଧ୍ୟାକରଣ ପକ୍ଷରେ ସଚେତନତା ରଥର ଶୁଭାରମ୍ଭ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ନାଇକେନପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ତରଫରୁ ପୁରୁଷ ବନ୍ଧ୍ୟାକରଣ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରର ଅଧୀକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସବୁଜ ପତାକା ଦେଖାଇ ଏହି ରଥର ଶୁଭାରମ୍ଭ କରିଥିଲେ । ଏହି ରଥ ଆଗାମୀ ଆଠ ଦିନ
Read More...

ରାମେଶ୍ୱରମ୍‌ ଷ୍ଟେସନ୍‌ରେ ଫସିଥିବା ୧୬ ଓଡ଼ିଆଙ୍କୁ ଉଦ୍ଧାର କଲା ଓଡ଼ିଶା ମୋ ପରିବାର

ବିମାନ ଯୋଗେ ଆଜି ଫେରିଲେ ୮, କାଲି ଅନ୍ୟ ୮ ଜଣ ଫେରିବେ ଭୁବନେଶ୍ୱର(କେପିଏନ୍‌ଏସ୍‌) : ଓଡ଼ିଶା ବାହାରେ ଦୁର୍ଦ୍ଦଶାଗ୍ରସ୍ତ ଓଡ଼ିଆଙ୍କ ପାଇଁ ସଦାସର୍ବଦା ସହଯୋଗର ହାତ ବଢ଼ାଉଥିବା ଓଡ଼ିଶା-ମୋ ପରିବାରର ଆଉ ଏକ ମହନୀୟ କାର୍ଯ୍ୟ ଚର୍ଚ୍ଚାର ବିଷୟ ହୋଇଛି । ଆନ୍ଧ୍ର ପ୍ରଦେଶରେ ବନ୍ୟା
Read More...

ବଲାଙ୍ଗିର ଠାରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସଂକଳ୍ପ ପ୍ରକଳ୍ପ ଅଧିନରେ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଆନୁକୁଲ୍ୟରେ ଆଜି ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଲର୍କିପାଲି ସ୍ଥିତ ସରକାରୀ ଆଇଟିଆଇ ବଲାଙ୍ଗିର ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଚଂଚଳ ରାଣା ଏହି ନିଯୁକ୍ତି ମେଳାରେ ମୁଖ୍ୟ ଅତିଥି
Read More...

ଚିନିକଳ ପୁନଃ କାର୍ଯ୍ୟକ୍ଷମ ଦାବୀ ୮୨ଦିନରେ ପହଞ୍ଚିଲା

ଦେଓଗାଁ, (ମନୀଷ କୁମାର ସାହୁ) : ଗତ ସେପ୍ଟେମ୍ବର ମାସ ୧ତାରିଖରୁ ବନ୍ଦ ପଡିଥିବା ଦେଓଗାଁ ସାଗରପାଲି ସ୍ଥିତ ବିଜୟାନନ୍ଦ ଚିନିକଳ ସମ୍ମୁଖରେ ହୋଇ ଆସୁଥିବା ଚିନିକଳ ପୁନଃ କାର୍ଯ୍ୟକ୍ଷମ ପାଇଁ ଅନିଶ୍ଚିତ କାଳୀନ ଧାରଣା ସୋମବାର ଦିନ ୮୨ତମ ଦିନରେ ପହଞ୍ଚିଛି । ଆଜିର ଏହି ଧାରଣାସ୍ଥଳରେ ପଶ୍ଚିମ
Read More...

ସ୍ୱର୍ଗତ ଡ. ଅଟଳ ବିହାରୀ ପଣ୍ଡାଙ୍କ ଜୟନ୍ତୀ ଉପଲକ୍ଷେ ପ୍ରସ୍ତୁତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱର୍ଗତ ଡ. ଅଟଳ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀ ଆସନ୍ତା ତା.୦୧.୧୨.୨୦୨୧ ତାରିଖ ଦିନ ସନ୍ଧ୍ୟା ୪ଟା ସମୟରେ ମହାସମାରୋହରେ ପାଳନ କରିବା ନିମନ୍ତେ ଆଜି ବ୍ରିସ୍କା ଶିକ୍ଷାନୁଷ୍ଠାନଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କପିଳେଶ୍ୱର
Read More...

ବିଭିନ୍ନ ଦାବୀ ନେଇ ବିଡ଼ିଓଙ୍କୁ ଦାବୀପତ୍ର ପ୍ରଦାନ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକରେ ଅଲ ଓଡିଶା ଅଙ୍ଗନୱାଡି ଲେଡିଜ ୱାର୍କସ ଆସୋସିଏସନ୍‌ କର୍ଲାମୁଣ୍ଡା ଶାଖା ପକ୍ଷରୁ ସୋମବାର ସଂଘର ସଭାନେତ୍ରୀ ସଲମୀ ନାଗ, ସମ୍ପାଦିକା ସୁଲକ୍ଷଣି ସାହୁଙ୍କ ନେତୃତ୍ୱରେ ଅଙ୍ଗନୱାଡି କର୍ମୀମାନେ ଶୋଭାଯାତ୍ରାରେ ଆସି
Read More...

ଗାଁ ସାଥୀ ସଂଘର ବିଧାୟକଙ୍କୁ ଦାବୀପତ୍ର ପ୍ରଦାନ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଗାଁ ସାଥୀ ସଂଘ ତରଫରୁ ପାଂଚଦଫା ଦାବୀକୁ ନେଇ ଏକ ଦାବୀପତ୍ର ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମାନ୍ୟବର ନର୍ଲା ବିଧାୟକ ଭୂପିନ୍ଦର ସିଂହଙ୍କୁ ପ୍ରଦାନ କରାଯାଇଛି । ଭୁଜେଶ୍ୱର ସାହୁ ଏବଂ ବଳରାମ ସାହୁଙ୍କ
Read More...