Monthly Archives

November 2021

ସିନାପାଲି ଅଙ୍ଗନବାଡି କର୍ମୀ ସଂଘ ତରଫରୁ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର

ନୂଆପଡ଼ା, (ନିରାକାର ମେହେର) : ଅଲ୍‌ ଓଡିଶା ଅଙ୍ଗନବାଡି ଲେଡିଜ୍ ୱାର୍କସ ଆସୋସିଏସନ୍‌ର ନିର୍ଦ୍ଦେଶ କ୍ରମେ ଗତକାଲି ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅଙ୍ଗନବାଡି କର୍ମୀ ସଂଘ ତରଫରୁ ବିଭିନ୍ନ ସମସ୍ୟା ନେଇ ସିନାପାଲି ବିଡିଓ ସଦାଶିବ ନାୟକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ
Read More...

ଜୀବନ ବୀମା ଅଭିକର୍ତ୍ତା ସଂଘର ସାଧାରଣ ପରିଷଦ ବୈଠକ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜୀବନ ବୀମା ଶାଖା ଅଭିକର୍ତ୍ତା ସଂଘର ସାଧାରଣ ପରିଷଦ ବୈଠକ ବିଜୁ ପଟ୍ଟନାୟକ ଟାଉନ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ମନୋଜ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ
Read More...

ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଦିବସ ପାଳିତ

ଭୁବନେଶ୍ୱର, (କେ.ସତ୍ୟନାରାୟଣ ରେଡ୍ଡୀ) : ରବିବାର ୨୮ ତାରିଖ ପୂର୍ବାହ୍ନରେ ପୁରୀ ସାମନ୍ତ ଚନ୍ଦ୍ରଶେଖର ସ୍ଵୟଂଶାସିତ ମହାବିଦ୍ୟାଳୟର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି) ପକ୍ଷରୁ ଏନ୍‌ସିସି ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଏନ୍‌ସିସିର ବାର୍ଷିକ ମ୍ୟାଗାଜିନ
Read More...

ବରଗଡ଼ ଜିଲ୍ଲାର ୨୨ଟି ହାଇସ୍କୁଲ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଲୋକାର୍ପିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ୨୨ ଉଚ୍ଚ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତକାଳି ଭାର୍ଚୁଆଲ ମୋଡରେ ଛାତ୍ରଛାତ୍ରୀମାନଙ୍କ ପାଇଁ ଲୋକାର୍ପିତ କରିଥିଲେ । ଏହି ଅବସରରେ ସୋହେଲା ହାଇସ୍କୁଲ ପଡ଼ିଆରେ ଆୟୋଜିତ ଲୋକାର୍ପଣ ଉତ୍ସବରେ ଜିଲ୍ଲାର ମନ୍ତ୍ରୀ ସୁଶାନ୍ତ
Read More...

ବୌଦ୍ଧ ଜିଲ୍ଲା ପରିଷଦ ବୈଠକ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲା ପଞ୍ଚାୟତ ଭବନ ସମ୍ମିଳନୀ କକ୍ଷରେ ଜିଲାପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲା ପରିଷଦ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଣ୍ଟାମାଳ ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା, ସାଂସଦ ପ୍ରତିନିଧି
Read More...

ଜିଲା ଯୋଜନା ବୋର୍ଡ ବୈଠକ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲା ପଞ୍ଚାୟତ କାର୍ୟ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲା ଯୋଜନା ବୋର୍ଡ ବୈଠକ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ୨୦୨୧-୨୨ ପାଇଁ ଯୋଜନା ବୋର୍ଡ ବୈଠକର ଆଭିମୁଖ୍ୟ ଉପରେ
Read More...

ଏନ୍‌ସିସିର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ରକ୍ତଦାନ ଶିବିର ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅଞ୍ଚଳ ମହାବିଦ୍ୟାଳୟ ପଦ୍ମପୁରରେ ୨୮/୧୧/୨୧ରେ ଏନସିସିର ସୁବର୍ଣ୍ଣ ଜୟନ୍ତୀ ପାଳନ ଉପଲକ୍ଷେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମହା ବିଦ୍ୟାଳୟର ଅଧ୍ୟକ୍ଷ ଡ଼. ଲଲିତେନ୍ଦୁ ନାୟକ ଏହି ଶିବିରକୁ ଉଦ୍‌ଘାଟନ କରିଥିଲେ । ଯୁବ ରେଡକ୍ରସର ପରାମର୍ଶଦାତା
Read More...

ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ ଆଲୋଚନା ଓ ଭାବର ଆଦାନ ପ୍ରଦାନ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପ୍ରାଥମିକ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ ଦୁଇ ଦିନିଆ ମୌଳିକ ସାକ୍ଷରତା ଓ ନୂତନ ଶିକ୍ଷାନୀତି-୨୦୨୦ ଉପରେ ଆଲୋଚନା ଓ ଭାବର ଆଦାନ ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ବ୍ଲକ ଶିକ୍ଷା ଅଧିକାରୀ ରାଘବ ଚନ୍ଦ୍ର ପାଣିଗ୍ରାହୀ ମୁଖ୍ୟ
Read More...

ହରଭଙ୍ଗା ଜେଏମ୍‌ଏଫ୍‌ସି କୋର୍ଟ ନୂତନ କୋଠା ଉଦ୍‌ଘାଟିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ହରଭଙ୍ଗା ଜେଏମ୍‌ଏଫ୍‌ସି କୋର୍ଟ ନୂତନ କୋଠା ଘର ସୋମବାର ଆଭାସି ମାଧ୍ୟମରେ ହାଇକୋର୍ଟ ମୁଖ୍ୟ ବିଚାରପତି ଡ.ଏସ ମୁରଲୀଧର, ବିଚାରପତି ସାବିତ୍ରୀ ରଥୋଙ୍କ କରକମଳରେ ଉଦ୍‌ଘାଟିତ ହୋଇଯାଇଛି । ହରଭଙ୍ଗାରେ ଏକ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ
Read More...

ୟୁଥ ଫର ଆକ୍ସନ ପକ୍ଷରୁ ବିଡ଼ିଓ ଓ ତହସିଲଦାରଙ୍କୁ ସ୍ୱାଗତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଭୁବନେଶ୍ଵର ସାଂସଦ ଅପରାଜିତା ଷଡଙ୍ଗୀ ଦ୍ଵାରା ପ୍ରତିଷ୍ଠିତ ଅଣ ରାଜନୈତିକ ସଙ୍ଗଠନ 'ୟୁଥ ଫର ଆକ୍ସନ ପକ୍ଷରୁ ଡେଲାଙ୍ଗ ବ୍ଲକ ନବ ନିଯୁକ୍ତ ବିଡ଼ିଓ ଦିଲ୍ଲୀପ କୁମାର ଷଡଙ୍ଗୀ ଓ ତହସିଲଦାର ସୁଶ୍ରୀ ନିବେଦିତା ପରିଡାଙ୍କୁ ପୁଷ୍ପଗୁଚ୍ଛ, ଉତ୍ତରୀୟ ପ୍ରଦାନ
Read More...
error: Content is protected !!