Daily Archives

ବିଶ୍ୱ ଏଡ଼୍‌ସ ସଚେତନତା ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଶ୍ୱ ଏଡ଼୍‌ସ ସଚେତନତା ଦିବସ ଉପଲକ୍ଷେ ପାଇକମାଲ ବିନ୍ଧ୍ୟବାସିନୀ ମହାବିଦ୍ୟାଳୟ ପରିସରରେ ଏକ ସଭା ଓ ରାଲି ଅନୁଷ୍ଠିତ ହୋଇଥିଲା । ଅଧକ୍ଷ ଲୋହିତ କୁମାର ବାରିକଙ୍କ ଅଧକ୍ଷତାରେ ହୋଇଥିବା ଏହି ସଭାରେ ଅଧ୍ୟାପକ ପ୍ରଦୀପ୍ତ କୁମାର ସାହୁ ମୁଖ୍ୟବକ୍ତା ରୂପେ
Read More...

ରାଉରକେଲା କଲେଜରେ ବିଶ୍ୱ ଏଡସ ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶ୍ୱ ଏଡ୍ସ ଦିବସ ଉପଲକ୍ଷେ ରାଉରକେଲା କଲେଜ ପରିସରରେ କ୍ଲଷ୍ଟର ସ୍ତରୀୟ ଏଡ୍ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଯୁବ ରେଡକ୍ରସ ରାଉରକେଲା କଲେଜ ଓ ଯୁବ ରେଡକ୍ରସ ରାଉରକେଲା ସରକାରୀ ହାୟର ସେକେଣ୍ଡାରୀ ସ୍କୁଲର ମିଳିତ ଆନୁକୂଲ୍ୟରେ ଆୟୋଜିତ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୧୨ ଓ ୨୦ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଙ୍ଗୋମୁଣ୍ଡା ବ୍ଲକ
Read More...

ହିନ୍ଦ ମଜଦୂର ସଭାର ରାଜ୍ୟ କମିଟି ପୁନର୍ଗଠିତ

ପ୍ରଭାତ ତ୍ରିପାଠୀ କାର୍ଯ୍ୟକାରୀ ସଭାପତି ଓ ରବି ରଥ ଉପସଭାପତି ଭାବେ ମନୋନିତ ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଦେଶର ଅଗ୍ରଣୀ ଶ୍ରମିକ ସଂଗଠନ ହିନ୍ଦ ମଜଦୂର ସଭା (ଏଚ.ଏମ.ଏସ.)ର ଓଡିଶା ରାଜ୍ୟ ସଂଗଠନକୁ ଆହୁରି ସୁଦୃଢ କରିବା ନିମନ୍ତେ ପୁର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ
Read More...

କନଗାଁ ସମଲେଶ୍ୱରୀ ଶିକ୍ଷା ଓ ଧର୍ମାର୍ଥ ନ୍ୟାସର ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାର ସୋହେଲା ବ୍ଲକ ଅନ୍ତର୍ଗତ କନଗାଁଠାରେ ଶ୍ରୀ ସମଲେଶ୍ୱରୀ ଶିକ୍ଷା ଓ ଧର୍ମାର୍ଥ ନ୍ୟାସର ସପ୍ତଦଶ ବାର୍ଷିକ ବୃତ୍ତି ପ୍ରଦାନ ଉତ୍ସବ ଅନୁଷ୍ଠାନର ସଭାପତି ପୁର୍ଣ୍ଣଚନ୍ଦ୍ର ଆଚାର୍ଯ୍ୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ
Read More...

ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ଏଡସ ଦିବସ-୨୦୨୧ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜାତୀୟ ସ୍ୱାସ୍ଥ୍ୟ ମିଶନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ସୁବର୍ଣ୍ଣପୁରଠାରେ ଆଜି ବିଶ୍ୱ ଏଡସ ଦିବସ - ୨୦୨୧ ପାଳିତ ହୋଇଯାଇଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା.ପ୍ରଦୀପ କୁମାର ଗୁରୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଚେତନତା
Read More...

ଜୁରିଆଠାରେ ଖରିଫ ଧାନ ବିକ୍ରି ପାଇଁ ଧାନମଣ୍ଡିର ଶୁଭାରମ୍ଭ କଲେ ଖପ୍ରାଖୋଲ ବିଡିଓ ରଶ୍ମି ରଞ୍ଜନ ରାଉତ

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଲକ ଲୁହାସିଂହା ପଞ୍ଚାୟତ ଜୁରିଆଠାରେ ଖରିଫ ଧାନ ବିକ୍ରି ପାଇଁ ଧାନମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଖପ୍ରାଖୋଲ ବିଡ଼ିଓ ରଶ୍ମିରଞ୍ଜନ ରାଉତ, ସମ୍ମାନୀତ ଅତିଥି ରୂପେ ବ୍ଲକ ଯୋଗାଣ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୩ ବୃଦ୍ଧି ପାଇଛି । ଭୁବନେଶ୍ଵରରୁ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି । ଏନେଇ
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ଅନୁବନ୍ଧିତ ହୋଇଛି ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜି

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସହିତ ଅନୁବନ୍ଧିତ ହୋଇଛି ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜି । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର୍ ଉମାବଲ୍ଲଭ ମହାପାତ୍ର ସକମା ସ୍ଥିତ ଯୁବୋଦୟ ଶିକ୍ଷାନୁଷ୍ଠାନ ପରିଦର୍ଶନ କରି ଅନୁଷ୍ଠାନର ଭିତ୍ତିଭୂମି
Read More...

ଗତ ୨୪ ଘଂଟାରେ ୨୩୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୩୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୩୯ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୭୦ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...