Daily Archives

ବିଲ୍ ପୈଠକୁ ନେଇ ପ୍ରଶ୍ନ କଲେ ତପସ୍ୱିନୀ : ଆଇଆଇସି କ’ଣ ମୋ ହଜବେଣ୍ଡ୍ ?

• ଆଇଆଇସି କ’ଣ ମୋ ହଜବେଣ୍ଡ୍ : ବିଲ୍ ପୈଠକୁ ନେଇ ଅସନ୍ତୋଷ ପ୍ରକାଶ କଲେ ଫେରାର ଡ଼ା.ସୁମିତ ସାହୁଙ୍କ ପତ୍ନୀ ତପସ୍ୱିନୀ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁରର ବହୁ ଚର୍ଚ୍ଚିତ ଡାକ୍ତର ଦମ୍ପତି ସୁମିତ୍ ଓ ତପସ୍ୱିନୀ ମାମଲା ଥମିବାର ନାଁ ନେଉନାହିଁ । ଶାଶୁଘରେ ନିଜର ହକ୍
Read More...

ଗଞ୍ଜାମ ଜିଲ୍ଲା ବାଲ୍ୟବିବାହ ମୁକ୍ତ ଜିଲ୍ଲା ଭାବେ ଘୋଷିତ ହେବ : ବାଲ୍ୟ ବିବାହ ହେଉଥିବା ପ୍ରଥମ ସୂଚନା…

ଗଞ୍ଜାମ ଜିଲ୍ଲାର ସମସ୍ତ ଦପ୍ତରାଞ୍ଚଳରେ ତମାଖୁ ମୁକ୍ତ ହେବ – ଜିଲ୍ଲାପାଳ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ କେହି ବି ୧୮ ବର୍ଷରୁ କମ ବୟସର ଜଣେ ବି ବିବାହ କରିପାରିବେ ନାହିଁ । ଖୁବଶୀଘ୍ର ଗଞ୍ଜାମ ଜିଲ୍ଲାକୁ ବାଲ୍ୟ-ବିବାହ ମୁକ୍ତ ଜିଲ୍ଲା ଭାବେ ଘୋଷିତ
Read More...

ଗୁଦେରପାଲି ହାଇସ୍କୁଲରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ

ପଦ୍ମପୁର, (ନିରୋଜ କୁମାର ପାଣୀପ) : ପଦ୍ମପୁର ଉପଖଣ୍ଡ ଗାଇସିଲାଟ ବ୍ଳକ ଅନ୍ତର୍ଗତ ଗୁଦେରପାଲି ବାପୁଜୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଳାକାନ୍ତ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳିତ ହୋଇଯାଇଛି । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଶକ୍ତି ସଂରକ୍ଷଣ ବିଷୟ ଉପରେ
Read More...

ଗୁଦେରପାଲି ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗୁଦେରପାଲି ଯୁକ୍ତ ୨ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ପାଳନ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରୀତିଶ କୁମାର ପଣ୍ଡାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବରେ ସମାଜସେବୀ କିଶୋର ଚନ୍ଦ୍ର ଦେବତା
Read More...

ଜଳବାୟୁ ପରିବର୍ତ୍ତନ ସହଣୀ ବିହନ ଓ ଖାଦ୍ୟ ଜୈବ ବିବିଧତା ପ୍ରଦର୍ଶନୀ

କର୍ଲାମୁଣ୍ଡା, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତ କଣ୍ଡରେଇଠାରେ ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ସୋସାଇଟି ପକ୍ଷରୁ ମଙ୍ଗଳବାର ଦିନ ଜଳବାୟୁ ପରିବର୍ତ୍ତନ ସହଣୀ ବିହନ ଓ ଖାଦ୍ୟ ଜୈବ ବିବିଧତା ପ୍ରଦର୍ଶନୀ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ
Read More...

ନିଖିଳ ଓଡିଶା ଇପିଏଫ୍‌ ପେନ୍‌ସନ୍‌ ଆସୋସିଏସନ୍‌ ଢେଙ୍କାନାଳ ଶାଖାର ୩ୟ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ

ଢେଙ୍କାନାଳ, (ତାପସ ଦାସ) : ନିଖିଳ ଓଡିଶା ଇପିଏଫ୍‌ ପେନସନ ଆସୋସିଏସନ୍‌ର ଢେଙ୍କାନାଳ ଶାଖାର ୩ୟ ବାର୍ଷିକ ସାଧାରଣ ସଭା ସଭାପତି ଜ୍ୟୋତିରଞ୍ଜନ ମହାପାତ୍ରଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଢେଙ୍କାନାଳର ବିଭିନ୍ନ କଲକାରଖାନା ଏବଂ ଅନୁଷ୍ଠାନମାନଙ୍କରୁ ଅବସର ନେଇଥିବା
Read More...

ଜିଲ୍ଲା ଆନ୍ତଃ କ୍ଲବ କ୍ରିକେଟ ପ୍ରତିଯୋଗିତା ଭିଜନ ୨୦-୨୪ : ବିକାଶ କ୍ରିକେଟ କ୍ଲବ ଓ ଗୋଡଭଗା ସେଣ୍ଟ୍ରାଲ ବିଜୟୀ

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଆଜି ସ୍ଥାନୀୟ ବିକାଶ କ୍ରିକେଟ ଗ୍ରାଉଣ୍ଡ ଓ କଟାପାଲି ଗ୍ରାଉଣ୍ଡଠାରେ ଭିଜନ ୨୦-୨୪ରେ ଜିଲ୍ଲା କ୍ରିକେଟ ଆସୋସିଏସନ୍ ପକ୍ଷରୁ ଚାଲିଥିବା ଆନ୍ତଃ କ୍ରିକେଟ କ୍ଲବର ପ୍ରତିଯୋଗିତାରେ ବରଗଡ ବିକାଶ କ୍ରିକେଟ କ୍ଲବ ଓ ଗୋଡଭଗା ସେଣ୍ଟ୍ରାଲ ବିଜୟୀ ହୋଇଛି । ଆଜି
Read More...

କୁନି ଶିଶୁ ପ୍ରତିଭା – ରୁଦ୍ରାଅଂଶୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କୁନି କୁନି ଓଠରେ ଖିଲି ଖିଲି ହସ । ବୟସ ମାତ୍ର ୧ ବର୍ଷ ୭ ମାସ । ଦୁନିଆଁ କଣ ସେ ବିଷୟରେ କିଛି ଜାଣେନି । ମାତ୍ର ଏହି ନିଷ୍ପାପ ଶିଶୁ କନ୍ୟାଟିର ଅଲୌକିକ ପ୍ରତିଭା ତଥା ବିଚକ୍ଷଣ ଧିଶକ୍ତି ଯୋଗୁଁ ସମ୍ପ୍ରତି ସେ ଇଣ୍ଡିଆ ବୁକ ଅଫ୍‌ ରେକର୍ଡସରେ ନିଜର
Read More...

ମଣ୍ଡିରୁ ଜବତ ହେଲା ୩୨ କୁଇଣ୍ଟାଲ ଧାନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଧାନ କ୍ରୟ କେନ୍ଦ୍ର(ମଣ୍ଡି)ରୁ ଗତକାଲି ଯୋଗାଣ ବିଭାଗ ୮୧ ପକେଟ୍‌ ଧାନ ଜବତ କରିଥିବା ଜଣାପଡିଛି । ସୂଚନା ଅନୁସାରେ ଜବତ ଧାନର ପରିମାଣ ୩୨ କୁଇଣ୍ଟାଲ ୯୦ କିଗ୍ରା ରହିଛି । ପଦ୍ମପୁର ନିୟନ୍ତ୍ରିତ ବଜାର
Read More...

ଡିଜେ, ବାଣ ଫୁଟା ନିୟମ ନ ମାନିଲେ କାର୍ଯ୍ୟାନୁଷ୍ଠାନ

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବିବାହ ପ୍ରୋଶେସନରେ ମାନୁନାହାନ୍ତି କରୋନା କଟକଣା । ମନ ଇଚ୍ଛା ଡିଜେ ବଜାଇ ବାଣ ଫୁଟାଇ ଧୂମଧାମ୍‌ରେ ନାଚୁଛନ୍ତି ବରଯାତ୍ରୀ । ଡିଜେ ସାଉଣ୍ଡରେ ବରିଷ୍ଠ ନାଗରିକ, ହୃଦ୍‌ରୋଗରେ ଆକ୍ରାନ୍ତ ବ୍ୟକ୍ତି, ଛୋଟ ପିଲାଙ୍କୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି ।
Read More...