Daily Archives

ସଇଁନ୍ତଲା ଥାନରେ ନୂତନ ଥାନ ଅଧିକାରୀ ଅବନୀ ସାହୁଙ୍କ ଯୋଗଦାନ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଯୋଗ ଦେଇଛନ୍ତି ଅବନୀ ସାହୁ । ପୂର୍ବରୁ ସେ ଟିଟିଲାଗଡ଼ ରେଲୱେ ପୋଲିସରେ କାର୍ଯ୍ୟରତ ଥିଲେ । ତତ୍କାଳୀନ ଥାନା ଅଧିକାରୀ ସଂଗ୍ରାମ କେଶରୀ ପଟ୍ଟନାୟକଙ୍କ ଅନ୍ୟତ୍ର ବଦଳି ହେବା ପରେ ଥାନା
Read More...

‘ଉତ୍କଳ ମେଲ’ର ୩୨ତମ ସ୍ୱନକ୍ଷତ୍ର ଦିବସ ଓ ଆଧ୍ୟାତ୍ମିକ ସମାବେଶ

ଅସତ ଧନ ଭବିଷ୍ୟତକୁ ନଷ୍ଟ କରିଦିଏ, ଜୀବନରେ ଯଦି ଈଶ୍ୱର ଚିନ୍ତନ ନାହିଁ ତେବେ ସବୁ ନିରର୍ଥକ ଭୁବନେଶ୍ୱର/ରାଉରକେଲା, (ସସ୍ମିତା ପ୍ରଧାନ) : ଅସତ ଧନ ଭବିଷ୍ୟତକୁ ନଷ୍ଟ କରିଦିଏ ତଥା ଜୀବନରେ ଯଦି ଈଶ୍ବର ଚିନ୍ତନ ନାହିଁ ତେବେ ସବୁ ନିରର୍ଥକ ବୋଲି ପଣ୍ଡିତ ବିରେନ୍ଦ୍ର କୁମାର ପଣ୍ଡା ଓ
Read More...

ସହିଦ ଦେବେନ୍ଦ୍ର ଧରୁଆଙ୍କ ସ୍ମୃତିରେ ପ୍ରତିମୂର୍ତ୍ତି ସ୍ଥାପନ ଓ ରକ୍ତଦାନ ଶିବିର ଅନୁଷ୍ଠିତ

ନୂଆପଡ଼ା, (ନିରାକାର ମେହେର) : ନୂଆପଡ଼ା ଜିଲ୍ଲା ବୋଡେନ ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ସହିଦ ଦେବେନ୍ଦ୍ର ଧରୁଆଙ୍କ ସ୍ମୃତିରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ହୋଇଯାଇଛି । ନୂଆପଡ଼ା ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଉକ୍ତ
Read More...

ଅର୍ଥନୈତିକର ବିକାଶ ଓ ପ୍ରସାର ନିମନ୍ତେ ଛତ୍ରପୁର ଓ ବ୍ରହ୍ମପୁରରେ ଆୟୋଜିତ ହେବ ପଲ୍ଲିଶ୍ରୀ ମେଳା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଅର୍ଥନୈତିକର ବିକାଶ ଓ ପ୍ରସାର ନିମନ୍ତେ ବୃହତ୍ତମ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଏବଂ ଦକ୍ଷିଣ ଓଡ଼ିଶାର ବାଣିଜ୍ୟ ଓ ସାଂସ୍କୃତିକ ପ୍ରାଣକେନ୍ଦ୍ର ବ୍ରହ୍ମପୁର ସହରରେ ଆୟୋଜିତ ହେବ ପଲ୍ଲିଶ୍ରୀ ମେଳା । ଏ ନେଇ ବୁଧବାର ଅପରାହ୍ନରେ ଗଞ୍ଜାମ
Read More...

ରାଜ୍ୟପାଳଙ୍କ ଦ୍ଵାରା ପୁସ୍ତକ ଲୋକାର୍ପିତ

ଖଡ଼ିଆଳ, (ନିରାକାର ମେହେର) : ଖଡ଼ିଆଳ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀଙ୍କ ନେତୃତ୍ୱରେ 'ଖଡ଼ିଆଳ ଗବେଷଣା ପ୍ରତିଷ୍ଠାନ'ର ଏକ ପ୍ରତିନିଧି ଦଳ ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ରାଜଭବନଠାରେ ସାକ୍ଷାତ କରିଥିଲେ । ଏହି ଅବସରରେ ରାଜ୍ୟପାଳଙ୍କ କରକମଳରେ ଖଡ଼ିଆଳ ଗବେଷଣା
Read More...

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ସ୍ଵଚ୍ଛତା ପକ୍ଷ ପାଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ‌ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅନ୍ତର୍ଗତ ମୁନିନ୍ଦା ଗ୍ରାମ ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ କେନ୍ଦ୍ରୀୟ ଉଦ୍ୟାନ କୃଷି ‌ଗବେଷଣା‌ ସଂସ୍ଥା ‌ଆଇଗୀଣିଆ ଭୂବନେଶ୍ଵର‌ ସହଯୋଗରେ ସ୍ଵଚ୍ଛତା ପକ୍ଷ ପାଳନ କରାଯାଇଛି । ଏହି ଉପଲକ୍ଷେ
Read More...