Daily Archives

ଆଗାମୀ ନିର୍ବାଚନ ପାଇଁ ସଜବାଜ : ପୋଟ୍ଟଲାମପୁର ଗ୍ରାମ ପଞ୍ଚାୟତରେ ବିଜେପିର ସମାବେଶ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ବ୍ଲକ ଅନ୍ତର୍ଗତ ପୋଟ୍ଟଲାମପୁର ଗ୍ରାମ ପଞ୍ଚାୟତରେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ବିଜେପି ପକ୍ଷରୁ ଆସନ୍ତା ଫେବୃୟାରୀ ମାସରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ
Read More...

ନୂଆପଡାରେ ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ

ନୂଆପଡା, (ନିରାକାର ମେହେର) : କେନ୍ଦ୍ର ସରକାର ଚଳିତ ଅଧିବେଶନରେ ବ୍ୟାଙ୍କିଙ୍ଗ ଆଇନ ସଂଶୋଧନ ବିଲ୍ – ୨୦୨୧ ସଂସଦରେ ଆଣିବାକୁ ଯାଉଛନ୍ତି । ଏହି ଆଇନ ଦ୍ୱାରା ୨ଟି ସରକାରୀ ବ୍ୟାଙ୍କକୁ ଘରୋଇକରଣ କରିବା ସହଜ ହେବ । ତେଣୁ ବ୍ୟାଙ୍କିଙ୍ଗ ଆଇନ ସଂଶୋଧନ ବିଲ୍‌ ୨୦୧୧କୁ ସର୍ବ ଭାରତରେ ବ୍ୟାଙ୍କ
Read More...

ବଲାଙ୍ଗିର ସହରର କୁଖ୍ୟାତ ଅପରାଧୀ ଗରିବ ପାଣ୍ଡେର ଶବ ଉଦ୍ଧାର ଘଟଣା : ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ସହରର କୁଖ୍ୟାତ ଅପରାଧୀ ଗରିବ ପାଣ୍ଡେର ଶବ ଉଦ୍ଧାର ଘଟଣାକୁ ନେଇ ଏବେ ମୁହଁ ଖୋଲିଛନ୍ତି ପରିବାର ଲୋକେ । ତେବେ ଏହି ଘଟଣାକୁ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ଅନ୍ୟପଟେ ପରିବାର ଲୋକଙ୍କ କହିବାନୁଯାୟୀ ଗରିବକୁ ହତ୍ୟା କରାଯାଇଛି ।
Read More...

ବୌଦ୍ଧ ଏନ୍‌ଏସିରେ କଳାକାର ଭତ୍ତା ପାଇଁ ଚୟନ ପ୍ରକ୍ରିୟା ଅନୁଷ୍ଠିତ

ବୌଦ୍ଧ, (ବଂଶୀଧର ମାଝୀ) : ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଆବେଦନକାରୀଙ୍କ ସାମର୍ଥ୍ୟ ପରୀକ୍ଷା ଗୁରୁବାର ପୂର୍ବାହ୍ନରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅତିରିକ୍ତ ଜିଲ୍ଲାପାଳ ବବିତା ରାଣୀ ଦଳବେହେରାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ
Read More...

କଳିଙ୍ଗା ଘାଟିରେ ପିକ୍‌ନିକ୍‌ ବସ୍‌ ଦୁର୍ଘଟଣା ୩୦ରୁ ଅଧିକ ଯାତ୍ରୀ ଆହତ

କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ପିକ୍‌ନିକ୍‌ ସାରି ଫେରୁଥିବା ବେଳେ ଘାଟି ରାସ୍ତାରେ ପିଟିହେଲା ବସ୍‌ । ଯାହାଫଳରେ ୩୦ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି । ସେମାନଙ୍କ ଭିତରୁ ୫ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି । ଗୁରୁବାର ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ
Read More...

ପହିଲି ଭୋଗ ଆରମ୍ଭ

ଢେଙ୍କାନାଳ, (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର ପ୍ରାଙ୍ଗଣରେ ଗତକାଲିଠାରୁ ଦୀର୍ଘ ଏକ ମାସ ଧରି ପହିଲି ଭୋଗ ଲାଗି କରାଯିବ । ଗତକାଲି ପ୍ରାତଃରୁ ମଙ୍ଗଳ ଆଳତି କରାଯାଇଥିଲା । ମହାସ୍ନାନ, ନୂତନ ବସ୍ତ୍ର ପରିଧାନ, ତୁଳସୀ ହାର, ଫୁଲ ହାରରେ ସୁସଜ୍ଜିତ କରାଯାଇଥିଲା
Read More...

୨୦୧୮ ବାଚ୍ କନିଷ୍ଟ ଶିକ୍ଷକ ସଂଘର ଜିଲ୍ଲାସ୍ତରୀୟ ବୈଠକ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଶିକ୍ଷକ ଭବନଠାରେ ୨୦୧୮ ବ୍ୟାଚ କନିଷ୍ଟ ଶିକ୍ଷକମାନଙ୍କ ଜିଲ୍ଲାସ୍ତରୀୟ ବୈଠକ ବୁଧବାର ଅନୁଷ୍ଠିତ ହୋଇଥିଲା । ଏଥିରେ ଶିକ୍ଷକମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି ଅବସରରେ କନିଷ୍ଟ
Read More...

ସନ୍ତୋଷପୁର ପଞ୍ଚାୟତରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ୱାସ୍ଥ୍ୟବୀମା କାର୍ଡ ବଣ୍ଟନର ଶୁଭାରମ୍ଭ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗରିବ ଜନସାଧାରଣଙ୍କୁ ମାଗଣା ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆଣିଛନ୍ତି ରାଜ୍ୟ ସରକାର । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ସୋମବାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ଗ୍ରାମରେ ଏକ ଉତ୍ସବରେ ଯୋଗ ଦେଇ
Read More...

ଅଲିଭ ରିଡ଼ଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ବିଶ୍ୱ ମାନଚିତ୍ରରେ ସାମୁଦ୍ରିକ କଇଁଛ ଅଲିଭ ରିଡ଼ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଥିବା ଗଞ୍ଜାମ ଜିଲ୍ଲାର ଋଷିକୂଲ୍ୟା ମୁହାଁଣ ଅଞ୍ଚଳ ସମୁଦ୍ରର ନୀଳ ଜଳରାଶି ମଧ୍ୟରେ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବନ ବିଭାଗ ପକ୍ଷରୁ ସୂଚନା
Read More...

ଅନ୍ତ ବିଶ୍ୱବିଦ୍ୟାଳୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ପାଇଁ ଛାତ୍ରୀ ସମୀକ୍ଷା ଦାସଙ୍କ ଗୌହାଟୀ ଯାତ୍ରା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ମହାବିଦ୍ୟାଳୟର ଛାତ୍ରୀ ସମୀକ୍ଷା ଦାସ ଅନ୍ତଃ ବିଶ୍ୱବିଦ୍ୟାଳୟ ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ଭାଗ ନେବା ପାଇଁ ଆସାମ ପ୍ରଦେଶର ଗୌହାଟୀ ଯାତ୍ରା କରିଛନ୍ତି । ସେ ଯୁକ୍ତ ତିନି କଳା ଦ୍ୱିତୀୟବର୍ଷ (ଇଂରାଜୀ ସମ୍ମାନ)ଛାତ୍ରୀ । ଗତ ୮ ତାରିଖ ଓ ୯
Read More...