Daily Archives

ବିଜେଡିର ପ୍ରତିଷ୍ଠା ଦିବସକୁ ବିରୋଧ କରି କଂଗ୍ରେସର ଆଜି ସଇଁନ୍ତଲା ବନ୍ଦ ଡାକରା

ସଇଁନ୍ତଲା, (ଅଜିତ କୁମାର ସାହୁ) : ଆଜି ବିଜେଡିର ପ୍ରତିଷ୍ଠା ଦିବସକୁ ବିରୋଧ କରିବ କଂଗ୍ରେସ । ତେବେ କଂଗ୍ରେସ ପକ୍ଷରୁ ସଇଁନ୍ତଲା ବନ୍ଦ ଡାକରା ଦିଆଯାଇଛି । ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ ଆଜି ବନ୍ଦ ଡାକରା ଦେଇଛନ୍ତି । ମମିତା ମେହେରକୁ ନ୍ୟାୟ ଦାବୀ, ଗୃହମନ୍ତ୍ରୀକୁ ଗିରଫ ଦାବୀ
Read More...

ଇନ୍‌ଣ୍ଡୋର ଷ୍ଟାଡିଅମ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ଥର ସ୍ଥାପନ କଲେ ବିଧାୟକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମ ପରିସରରେ ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଣ୍ଡୋର ଷ୍ଟାଡିଅମ ନିର୍ମାଣ ହେବ । ଗତକାଲି ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହାର ଭିତ୍ତି ପ୍ରସ୍ଥର ସ୍ଥାପନ କରିଥିଲେ । ବିଜେଡି ନଗର ଯୁବ
Read More...

ଖଇରଭାଡି ଠାରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ : ୭୦ ୟୁନିଟ ରକ୍ତ ସଂଗ୍ରହ

ପୁଇଁନ୍ତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଖଇରଭାଡି ପ୍ରାଥମିକ ସ୍କୁଲ ଠାରେ ବିଙ୍ଗ ହ୍ୟୁମାନ ଫାଣ୍ଡେସନ ପକ୍ଷରୁ ପ୍ରତିଷ୍ଠାତା ସୋମନାଥ ମିଶ୍ରଙ୍କ ଜନ୍ମଦିନ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ବଲାଙ୍ଗିର ଏସ୍‌ପି ନିତିନ
Read More...

ପକ୍ଷାଘାତ ରୋଗୀ ଓ ତାଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ ପାଞ୍ଚ କର୍ତ୍ତି ସାହିର ଅଜୟ କୁମାର ବେହେରା ପକ୍ଷାଘାତ ରୋଗରେ ପୀଡିଡ଼ ଅଛନ୍ତି । ଗତକାଲି ଦଳର ଏକ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଆସିଥିବା ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଅଜୟଙ୍କ ଘରକୁ ଯାଇ ତାଙ୍କ
Read More...

ସବୁଜ ଡେଲାଙ୍ଗ ଟ୍ରଷ୍ଟର ତୁଳସୀ ବୃକ୍ଷ ରୋପଣ ଓ ପୂଜନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଡିସେମ୍ବର ପଚିଶ ହିନ୍ଦୁ ଧର୍ମରେ ଗତକାଲି ତୁଳସୀ ପୂଜନ ଦିବସ । ବଡଦିନ ପାଳନ ଅବସରରେ ସମସ୍ତେ ଭୋଜିଭାତ ଆସରରେ ମସଗୁଲ ଥିବା ବେଳେ ସବୁଜ ଡେଲାଙ୍ଗ ଟ୍ରଷ୍ଟ ବୋଳକଣା, ଡେଲାଙ୍ଗ, ପୁରୀ ପକ୍ଷରୁ ତୁଳସୀ ବୃକ୍ଷ ରୋପଣ, ପୂଜନ କର୍ମଶାଳା ଅନୁଷ୍ଠିତ
Read More...

ଗୋପାଳପୁର ପୋର୍ଟ ଶ୍ରମିକ ସଂଘର ନୂତନ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ପୋର୍ଟ ଶ୍ରମିକ ସଂଘ ତରଫରୁ ଏକ ସାଧାରଣ ବୈଠକ ଛତ୍ରପୁର ସ୍ଥ ଗୌରି ଶଙ୍କର କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ସମସ୍ତ କର୍ମକର୍ତ୍ତା ଏବଂ କର୍ମଚାରୀମାନଙ୍କ ଦ୍ଵାରା ପୂର୍ବରୁ ଏକ ନିର୍ବାଚନ ଅବା କର୍ମକର୍ତ୍ତା ଚୟନ
Read More...

ସର୍ବଭାରତୀୟ ସ୍ତରରେ ଗର୍ବିତ କଲେ କଳାହାଣ୍ଡିର ପୁଅ : ପିଏମ୍ ୟୁବା ପାଇଁ ଚୟନିତ ହେଲେ ଯୁବ ଗାଳ୍ପିକ ଡିଲେଶ୍ୱର ରଣା

ଭବାନୀପାଟଣା, (ପି.କେ. ସାହୁ) : ପିଏମ୍ ୟୁବା ମେଣ୍ଟରସିପ୍ ଯୋଜନାରେ ମନୋନୀତ ହୋଇଛନ୍ତି କଳାହାଣ୍ଡିର ଉଦୀୟମାନ ଯୁବ ଲେଖକ ଡିଲେଶ୍ବର ରଣା । ଏହି ଯୋଜନାରେ ଶ୍ରୀ ରଣା ମାସିକ ୫୦ ହଜାର ଟଙ୍କା ଲେଖାଏଁ ୬ ମାସ ସର୍ବମୋଟ ତିନି ଲକ୍ଷ ଟଙ୍କା ପାଇବେ । ଏଥିସହ ତାଙ୍କର ପାଣ୍ଡୁଲିପିଟି ନେସନାଲ୍
Read More...

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବାଣିଜ୍ୟ, ପରିବହନ, ଯୋଜନା ଓ ସଂଯୋଜନା ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ କରକମଳରେ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ମହାନଦୀ ବ୍ରିଜରେ ଉଜ୍ୱଳ ଆଲୋକୀକରଣ ବ୍ୟବସ୍ଥାକୁ ଗତକାଲି ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବାଣିଜ୍ୟ ପରିବହନ ଓ ଯୋଜନା ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା ଶୁଭ ଉଦ୍‌ଘାଟନ ପୂର୍ବକ ଲୋକାର୍ପଣ କରିଛନ୍ତି । ଗତକାଲି ପ୍ରଥମେ ସୁବର୍ଣ୍ଣପୁର ପୌର
Read More...

ହମିରପୁର ଉନ୍ନୟନ ପରିଷଦର ବଡଦିନ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର ଉନ୍ନୟନ ପରିଷଦ ତରଫରୁ ଗତକାଲି ବଡଦିନ ଓ ନବବର୍ଷ ପାଳନ କରାଯାଇଛି । ପରିଷଦର ସଭାପତି ଡଃ ସୁମନ ଦତ୍ତଙ୍କ ସଭାପତିତ୍ବ ଓ ନିରଞ୍ଜନ ଦାଶଙ୍କ ଆବାହକତ୍ବରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଆଇଜିଏଚ୍‌ର ବରିଷ୍ଠ ଡାକ୍ତର ଲକ୍ଷ୍ମୀ ନାରାୟଣ ବିଶ୍ବାଳ ମୁଖ୍ୟ
Read More...

ହୃଷିକେଶ ରାୟ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଏନ୍‌ଏସ୍‌ଏସ୍‌ କ୍ୟାମ୍ପ ସଂପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ହୃଷିକେଶ ରାୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ତରଫରୁ ବାଗବୁଡି ବସ୍ତିରେ ଚାଲିଥିବା ସପ୍ତାହବ୍ୟାପୀ ଏନ୍‌ଏସ୍‌ଏସ୍‌ (ଜାତୀୟ ସେବା ଶିବିର)କ୍ୟାମ୍ପ ସଂପନ୍ନ ହୋଇଛି । ଅଧ୍ୟକ୍ଷ ପ୍ରଫେସର ଭବେଶ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ
Read More...