Daily Archives

ଖଙ୍କିରା କପ୍‌ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଢେଙ୍କାନାଳ, (ତାପସ ଦାସ) : ଗନ୍ଦିଆ ବ୍ଲକ ଅଧିନସ୍ଥ ଖଙ୍କିରାଠାରେ ଚାଲିଥିବା ୨୯ତମ ଖଙ୍କିରା କପ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଆଜି ସପ୍ତମ ଦିନର ଖେଳ ଜଖପୁରା ସହ ମିଲନ ଯାଜପୁରର ଖେଳ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଟସ୍‌ ଜିତି ମିଲନ ଯାଜପୁର ୧୫ ଓଭରରେ ୧୨୫ ରନ ସଂଗ୍ରହ କରିଥିଲା ଏହାର
Read More...

ଆସନ୍ତା କାଲି ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ସମସ୍ତ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୫୮ଟି କେନ୍ଦ୍ରରେ ୧୮ରୁ ଅଧିକ…

ଦ୍ଵିତୀୟ ଡୋଜ ନିମନ୍ତେ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଟୀକାକରଣ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆସନ୍ତା କାଲି ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା, ବିନିକା, ଉଲୁଣ୍ଡା, ସୋନପୁର,
Read More...

ବଲାଙ୍ଗିର ଜିଲ୍ଲା ପରିଷଦ ବୈଠକ : ଉତ୍ତମ ସମନ୍ନୟ ମାଧ୍ୟମରେ ଯୋଜନାଗୁଡ଼ିକର ସଫଳ ରୂପାୟନ ଉପରେ ଗୁରୁତ୍ୱାରୋପ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ହରିଶଙ୍କର ଠାରେ ବଲାଙ୍ଗିର ଜିଲ୍ଲା ପରିଷଦର ବୈଠକ ଜିଲ୍ଲା ପରିଷଦର ଅଧ୍ୟକ୍ଷା ଭାରତୀ ମହାନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର, ଜିଲ୍ଲା
Read More...

ଯୁବ କଳାକାର ସଂଘର ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଯୁବ କଳାକାର ମଂଚ ତରଫରୁ ବଲାଙ୍ଗିର ନନ୍ଦ ବିବାହ ମଣ୍ଡପଠାରେ ଏକ ବୈଠକ ସହିତ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଯୁବ କଳାକାର ମଂଚ ତରଫରୁ ବିଗତ ବର୍ଷର କାର୍ଯ୍ୟକ୍ରମର ସମୀକ୍ଷା କରିବା ସହିତ ଆଗାମୀ ଦିନରେ ସଂଗଠନକୁ
Read More...

କଂଟାବାଂଜି ବନ ବିଭାଗର ବୈମାତୃକ ମନୋଭାବ ଯୋଗୁଁ ପକ୍ଷାଘାତ ରୋଗରେ ଶିକାର ସୁରୁ ଡିଣ୍ଡା ଅବହେଳିତ

କଂଟାବାଂଜି, (ମନୀଷ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ମହୁଲପାଟି ଗ୍ରା.ପ.ର ସଦର ଗାଁର କଲୋନିପଡାରେ ବାସ କରନ୍ତି ସୁରୁ ଡିଣ୍ଡା (୬୫) । ପରିବାର କହିଲେ ତାଙ୍କର ସ୍ତ୍ରୀ ଉର୍ବଶି ଡିଣ୍ଡା ଏବଂ ଗୋଟିଏ ପୁଅ ଓ ଝିଅ । ଝିଅକୁ ଦୀର୍ଘ ଦିନ ତଳେ ବିବାହ କରିଦେବାରୁ ତାଙ୍କର ଘର
Read More...

ବରପାଲିପଡା ପଞ୍ଚସଖା ଗଳି ବାର୍ଷିକ ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପଞ୍ଚସଖା ସ୍କୁଲ ଗଳି ବରପାଲିପଡା ବାର୍ଷିକ ଉତ୍ସବ ଗତକାଲି ସନ୍ଧ୍ୟାରେ କୋଭିଡ୍‌ ଗାଇଡ ଲାଇନ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ବରପାଲିପଡା ନାଗରିକ କମିଟିର ସଭାପତି ଡା. ଜଗନ୍ନାଥ ପଣ୍ଡାଙ୍କ ସଭାପତିତ୍ୱରେ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ
Read More...

ବିସ୍ଥାପିତ ଖୁଆସ୍‌ ବଂଶଜଙ୍କ ଭିଟାମାଟିରେ ଶେଷ ମିଳନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଲୋୟର ଶୁକତେଲ ଜଳସେଚନ ପ୍ରକଳ୍ପ ଦ୍ୱାରା କ୍ଷତିଗ୍ରସ୍ତ ତଥା ପ୍ରଭାବିତ ଖୁଣ୍ଟପାଲି ଗ୍ରାମର ମୂଳାଧିବାସୀ ଖୁଆସ ବଂଶଜଙ୍କ ଏକ ଶେଷ ମିଳନ ବୈଠକ ଶିବ ଶଙ୍କର ଖୁଆସଙ୍କ ସଭାପତିତ୍ୱରେ ଗାଁ ସ୍ଥିତ ମହାଦେବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ
Read More...

କୋଚ୍‌ ଶିବ ପ୍ରସାଦ ସ୍ମାରକୀ ଫୁଟ୍‌ବଲ୍‌ : ସ୍ପୋର୍ଟ୍ସ ହଷ୍ଟେଲ ବନାମ ୟୁଥ୍‌ କ୍ଳବ୍‌ ମଧ୍ୟରେ ଫାଇନାଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ନିକଟସ୍ଥ ଖଲିଆପାଲି ଆମ୍ବେଦକର ଷ୍ଟାଡିୟମଠାରେ ଜଗନ୍ନାଥ ସ୍ପୋଟିଂ କ୍ଳବ ଓ ସ୍ପୋର୍ଟ୍ସ ହଷ୍ଟେଲ ବଲାଙ୍ଗିର ପୁରାତନ ଓ ବର୍ତ୍ତମାନ ଛାତ୍ରଙ୍କ ମିଳିତ ଆନୁକୂଲ୍ୟରେ ଆଜି କୋଚ୍‌ ଶିବପ୍ରସାଦ ସ୍ମାରକୀ ଫୁଟ୍‌ବଲ୍‌ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ସେମିଫାଇନାଲ
Read More...

ଆର୍.ଟି.ଓ. ଅଫିସ୍‌ରେ କାର୍ଯ୍ୟରତ ରାଜ୍ୟର ସମସ୍ତ ଡାଟାଏଣ୍ଟ୍ରି ଅପରେଟରଙ୍କ ସ୍ଥାୟୀ ନିଯୁକ୍ତି ଦାବୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟର ସମସ୍ତ ଆର୍.ଟି.ଓ କାର୍ଯ୍ୟାଳୟରେ ଏବଂ ଏସ୍‌ଟିଏ କାର୍ଯ୍ୟାଳୟରେ କାର୍ଯ୍ୟରତ ପ୍ରାୟ ୩୫୦ ଜଣ ଡାଟା ଏଣ୍ଟ୍ରି ଅପରେଟର ଦୀର୍ଘ ୧୫ ବର୍ଷ ଧରି ସ୍ମାର୍ଟଚିପ୍‌ କମ୍ପାନୀ ଜରିଆରେ କାର୍ଯ୍ୟ କରି ଆସୁଥିଲେ କିନ୍ତୁ ଚଳିତ ମାସ ଶେଷ ସୁଦ୍ଧା ସ୍ମାର୍ଟଚିପ୍‌
Read More...

ବଲାଙ୍ଗିର ଜଙ୍ଗଲ ବିଭାଗ ପକ୍ଷରୁ ଚଢ଼ାଉ : ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରୁ ଲକ୍ଷାଧିକ ଟଙ୍କାର…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ବଲାଙ୍ଗିର ଜଙ୍ଗଲ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରୁ ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ୍‌ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ସଂପୃକ୍ତ ସରକାରୀ କାର୍ଯ୍ୟାଳୟ ପରିସର ମଧ୍ୟରେ
Read More...