Monthly Archives

December 2021

ଡେଲାଙ୍ଗରେ ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଭିନ୍ନକ୍ଷମମାନଙ୍କୁ ଚିହ୍ନଟିକରଣ ଓ ସେମାନଙ୍କୁ ସଶକ୍ତିକରଣ କରିବା ଲକ୍ଷ୍ୟ ନେଇ ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ପରିସରରେ ପୁରୀ ଜିଲ୍ଲା ସମାଜିକ ସୁରକ୍ଷା ବିଭାଗ ପକ୍ଷରୁ ଗୁରୁବାର ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ବିଡ଼ିଓ ଦିଲ୍ଲୀପ
Read More...

ମାଇଁସେଲ୍ଫ ଆଣ୍ଡ ଦ ୱାର୍ଲ୍ଡ ଲୋକାର୍ପିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଡ଼ାକ୍ତର କାଶୀନାଥ ନାୟକଙ୍କ ଆତ୍ମଜୀବନୀ “ମାଇଁସେଲ୍ଫ ଆଣ୍ଡ ଦ ୱାର୍ଲ୍ଡ ଲୋକାର୍ପିତ” ବୁଧବାର ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଲୋକାର୍ପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ସ୍ତମ୍ଭକାର ଡ଼. ଭଗବାନ ପ୍ରକାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଡ଼ାକ୍ତର
Read More...

ବଲାଙ୍ଗିର ଦିନ କମିଟି ତରଫରୁ ଅରବିନ୍ଦ ଦାସଙ୍କୁ ସମ୍ବର୍ଦ୍ଧିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ପି.ପି. ଏକାଡେମୀଠାରେ ବରିଷ୍ଠ ସାମ୍ବାଦିକ ଅରବିନ୍ଦ ଦାସଙ୍କୁ ବଲାଙ୍ଗିର ଦିନ କମିଟି ତରଫରୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉଦ୍ଧେଶ୍ୟରେ ଶ୍ରୀ ଦାସ ବଲାଙ୍ଗିରର ଐତିହ୍ୟ, ସଂସ୍କୃତି, ପରମ୍ପରା ଓ ଭାଷା ସାହିତ୍ୟ ଉପରେ ଆଲୋକପାତ କରିବା ସହ
Read More...

ଲଗାଣ ବର୍ଷା ଯୋଗୁଁ ଜିଲ୍ଲାର ପନିପରିବା ଚାଷ ଉଜୁଡିଲା

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲାରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ଓ କୁଆ ପଥର ମାଡ଼ ଯୋଗୁଁ ଜିଲ୍ଲାର ପନିପରିବା ଚାଷ ସଂପୂର୍ଣ୍ଣ ଭାବେ ଉଜୁଡି ଯାଇଛି । ଜିଲ୍ଲାର ବିଶେଷ କରି ଅଣ ଜଳସେଚିତ ଅଞ୍ଚଳରେ ଅଣ ଧାନ ଚାଷ କରି ଚାଷୀ ବେଶ ଲାଭବାନ ହୋଇଥାନ୍ତି । ତେବେ ଗତ ସୋମବାର
Read More...

ପୂର୍ବତନ ବାଚସ୍ପତି ତଥା ବିଧାୟକ କିଶୋର ମହାନ୍ତିଙ୍କ ଅକାଳ ବିୟୋଗରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ବିଧାନ ସଭାର ପୂର୍ବତନ ବାଚସ୍ପତି ତଥା ବ୍ରଜରାଜ ନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ବିଧାୟକ କିଶୋର ମହାନ୍ତିଙ୍କ ଅକାଳ ବିୟୋଗରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ତାଙ୍କ ବିୟୋଗରେ
Read More...

ଦୀପାଙ୍କ ପ୍ରୟାସ ପରେ ଆଶୀର୍ବାଦ ଯୋଜନାରେ ସାମିଲ ହେଲେ ମୃତ ଶିକ୍ଷକଙ୍କ ଦୁଇ ଶିଶୁକନ୍ୟା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଭଟିଗାଁ ଗ୍ରାମର ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଥିବା ପ୍ରଧାନ ଶିକ୍ଷକ ଭୁବନେଶ୍ଵର ସାହୁଙ୍କ ମୃତ୍ୟୁ ଗତ ଅଗଷ୍ଟ ମାସ ୨୮ ତାରିଖରେ ହୋଇଥିଲା, ତାଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀ ଏବଂ ଦୁଇ ଶିଶୁକନ୍ୟା ଅସହାୟ
Read More...

ଛିନ୍ଦେଇକେଲା ସହଦେବ ମେମୋରିଆଲ କ୍ରିକେଟ : ବଲାଙ୍ଗିର ଚାମ୍ପିୟନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ଛିନ୍ଦେଇକେଲାରେ ଚାଲିଥିବା ସହଦେବ ମେମୋରିଆଲ ଛିନ୍ଦେଇକେଲା କ୍ରିକେଟ କପ୍‌ରେ ବଲାଙ୍ଗିର ଚାମ୍ପିୟନ ହୋଇଛି । ବଲାଙ୍ଗିର ଓ କଟାପାଲି ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ କଟାପାଲି ପ୍ରଥମ ବ୍ୟାଟିଂ କରି ୧୫ ଓଭରରେ ୧୨୯
Read More...

ଓଡିଶାରୁ କୋଟିଆକୁ କେହି ନେଇ ପାରିବେ ନାହିଁ – ସାଂସଦ ସୁଭାଷ ସିଂ

ସମୀକ୍ଷା ସମ୍ବାଦପତ୍ରର ୧୬ତମ ସ୍ୱନକ୍ଷତ୍ର ଦିବସ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି "ସମୀକ୍ଷା ଆମ ସମୟର" ସାପ୍ତାହିକ ସମ୍ବାଦପତ୍ରର ୧୬ତମ ବାର୍ଷିକୋତ୍ସବ ଓ ସମ୍ମାନ ପ୍ରଦାନ ସମାରୋହରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସଭା ସାଂସଦ ସୁଭାଷ ଚନ୍ଦ୍ର ସିଂ ଯୋଗ ଦେଇ ଓଡିଶାରୁ କୋଟିଆକୁ କେହି
Read More...

ଖଦ୍ୟୋତ ତରଫରୁ ନୈତିକ ଶିକ୍ଷା ଉପରେ ଆଲୋଚନା ଚକ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାଲପଡା ସ୍ଥିତ ଖଦ୍ୟୋତ ଅନୁଷ୍ଠାନ ତରଫରୁ ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ରେଡକ୍ରସ ସାଧନା କର୍ମୀ ରବିଚନ୍ଦ୍ର ପଶାୟତ, ସମ୍ବାଦିକ ଆକୁଳ ବେହେରା ମଂଚାସୀନ ଥିଲେ । ସଭାପତି ପ୍ରଫେସର ମିଶ୍ର ତାଙ୍କ ଅଭିଭାଷଣରେ କହିଥିଲେ ଯେ, ବର୍ତ୍ତମାନ ଯୁଗର
Read More...

ଜିଲ୍ଲା ଓବିସି ମଂଚ ସଭାରେ ପଂଚାୟତିରାଜ ନିର୍ବାଚନ ପ୍ରସଙ୍ଗ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଇତି ମଧ୍ୟରେ ଜିଲ୍ଲା ଓବିସି ମଂଚ ବଲାଙ୍ଗିରର ଏକ ବୈଠକ ମଧୁବୈଶ୍ୟ ସମାଜ ସଭାପତି ମନୋରଂଜନ ସାହୁଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ଓବିସି ମଂଚ ସଭାକକ୍ଷରେ ବସି ଓବିସି ଜାତି ଜନଗଣନା ଓ ପଂଚାୟତିରାଜ ନିର୍ବାଚନ ପ୍ରସଙ୍ଗରେ ଆଲୋଚନା ହୋଇଛି । କେନ୍ଦ୍ର ସରକାର ଓବିସି
Read More...
error: Content is protected !!