ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ
ଭୁବନେଶ୍ୱର, (କେ. ସତ୍ୟନାରାୟଣ ରେଡ୍ଡୀ) : ପିପିଲି ଉପନିର୍ବାଚନ ପୂର୍ବରୁ ଏକ ଦୁଃଖଦ ଖବର ଆସିଛି । ଆଉ ଦୁଇ ଦିନ ପରେ ହୋଇଥାନ୍ତା ପିପିଲି ଉପ-ନିର୍ବାଚନ ନିମନ୍ତେ ଭୋଟ ଗ୍ରହଣ । ହେଲେ ଏହି ନିର୍ବାଚନରେ ଲଢୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଆଜି ଅପରାହ୍ନରେ (ବୁଧବାର) ପରଲୋକ!-->…
Read More...
Read More...