ଡ.ବି.ଆର.ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି
ବଲାଙ୍ଗିର, (କେପିଏନ୍ଏସ୍) : ସମ୍ବିଧାନ ପ୍ରଣେତା ଡ. ବି. ଆର. ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ଆଜି ପୂର୍ବାହ୍ନରେ କଚେରୀ ଛକ ସ୍ଥିତ ଡ. ବି.ଆର.ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଜିଲ୍ଲାପାଳ ଚଞ୍ଚଳ ରାଣା,!-->…
Read More...
Read More...