ପଛୁଆ ବର୍ଗଙ୍କ ୧୧ ଦଫା ନେଇ ଜିଲ୍ଲାପାଳଙ୍କୁ ଦାବୀପତ୍ର ଦେଲା ଓଡିଶା ରାଜ୍ୟ ଓବିସି ସୁରକ୍ଷା ମଞ୍ଚ
ବରଗଡ଼, (ନିରୋଜ କୁମାର ପାଣୀ) : ଜନସଂଖ୍ୟା ଆଧାରରେ ଓବିସି ମାନଙ୍କୁ ସରକାରୀ ଚାକିରୀ ଓ ପଦୋନ୍ନତି କ୍ଷେତ୍ରରେ ସଂରକ୍ଷଣ ଦେବା ସହ ୧୧ ଦଫା ଦାବୀ ନେଇ ରାଷ୍ଟ୍ରପତିଙ୍କ ଉଦ୍ଧେଶ୍ୟରେ ଜିଲ୍ଳା ପ୍ରଶାସନକୁ ଓଡ଼ିଶା ରାଜ୍ୟ ଓବିସି ସୁରକ୍ଷା ମଞ୍ଚ ସ୍ମାରକପତ୍ର ପ୍ରଦାନ କରିଛି । ସୋମବାର ମଞ୍ଚର!-->…
Read More...
Read More...