Yearly Archives

2021

ଓଡ଼ିଶା ଗୃହରକ୍ଷୀ ବାହିନୀର ୫୯ତମ ପ୍ରତିଷ୍ଠା ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ପୋଲିସ ଜିଲ୍ଲା ମୁଖ୍ୟାଳୟ ଛତ୍ରପୁର ରିଜର୍ଭ ପୋଲିସ ପଡିଆଠାରେ ଗୃହରକ୍ଷୀ ବାହିନୀର ୫୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏଥିରେ ଗଞ୍ଜାମ ଏସପି ବ୍ରିଜେଶ କୁମାର ରାଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅନୁଷ୍ଠିତ ପ୍ୟାରେଡ୍‌ରେ ଅଭିଭାବଦନ
Read More...

ବଲାଙ୍ଗିର ଜିଲ୍ଲା ପେସାଦାର ସାମ୍ବାଦିକ ସଂଘ ପକ୍ଷରୁ ବରିଷ୍ଠ ସାମ୍ବାଦିକ ସତ୍ୟ ନାରାୟଣ ବେହେରାଙ୍କ ଉଦ୍ଦେଶ୍ୟରେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପେସାଦାର ସାମ୍ବାଦିକ ସଂଘର ପ୍ରତିଷ୍ଠାତା ଥିଲେ ବରିଷ୍ଠ ସାମ୍ବାଦିକ ସତ୍ୟ ନାରାୟଣ ବେହେରା । ସଦା ସର୍ବଦା ଜିଲ୍ଲା ତଥା ରାଜ୍ୟର ସାମ୍ବାଦିକ ମାନଙ୍କ ସମସ୍ୟା ବିଷୟ ବିଭିନ୍ନ ଫୋରମରେ ଉପସ୍ଥାପନ କରିବା ସହିତ ବ୍ୟବସ୍ଥା ବିରୋଧରେ ପ୍ରତିବାଦ
Read More...

ବଲାଙ୍ଗିର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ସର୍ବଭାରତୀୟ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ଏକ ସର୍ବଭାରତୀୟ ରସଶାସ୍ତ୍ର ଓ ଭୈଷଜ୍ୟ କଳ୍ପନା ବିଷୟ ଅନ୍ତର୍ଗତ ଏକ ୬ ଦିନିଆଁ ଡିସେମ୍ବର ୬ରୁ ୧୧ ତାରିଖ ପର୍ଯ୍ୟନ୍ତ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଏଥିରେ ବିଭିନ୍ନ
Read More...

ଆଇନଜୀବୀ କୃଷ୍ଣଚନ୍ଦ୍ର ମିଶ୍ରଙ୍କ ପିତୃ ବିୟୋଗ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସହରର ବରିଷ୍ଠ ଆଇନଜୀବୀ, ପୂର୍ବତନ ପୋୖରାଧିକାରୀ ତଥା ବଲାଙ୍ଗିର କ୍ରୀଡା ସଂସଦର ଉପସଭାପତି କୃଷ୍ଣଚନ୍ଦ୍ର ମିଶ୍ରଙ୍କ ପିତୃ ବିୟୋଗ ଘଟିଛି । ପିତା ସର୍ବେଶ୍ୱର ମିଶ୍ର ବିଗତ କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ଅସୁସ୍ଥତା ଭୋଗୁଥିବା ବେଳେ ରବିବାର ରାତି ୧୦.୩୦
Read More...

ମ.ରାମପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ପ୍ରସଙ୍ଗ : ଆଜି ଚାଲିଛି ମିଳିତ କ୍ରିୟାନୁଷ୍ଠାନ କମିଟିର ୧୨ ଘଣ୍ଟିଆ ବନ୍ଦ

ମ.ରାମପୁର, (ହେମନ୍ତ ସାହୁ) : ଆଜି ସକାଳୁ ମିଳିତ କ୍ରିୟାନୁଷ୍ଠାନ କମିଟି ତରଫରୁ ମ.ରାମପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ଦାବୀରେ ମ.ରାମପୁରରେ ବାରଘଂଟିଆ ବନ୍ଦ କାର୍ଯ୍ୟକ୍ରମ ଚାଲିଛି । ଦୀର୍ଘ ବର୍ଷ ହେଲା ମ.ରାମପୁରକୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ଦାବୀରେ ବିଭିନ୍ନ ସଂଗଠନ ଭିନ୍ନ ଭିନ୍ନ
Read More...

ମିଳୁନି ପାଣି : ପାଣି ଯୋଗାଇ ଦେବାକୁ ଏସ୍‌ଏଚ୍‌ଜି ସଂଗଠନର ଦାବୀ

ତୁରେକେଲା, (କୈଳାଶ ସଗ୍ରିଆ) : ବଡବାଙ୍କି ଗ୍ରା.ପ. ଅନ୍ତର୍ଗତ ମୁରିବାହାଲ ଗାଁରେ ସପ୍ଲାଇ ପାଣି ସମ୍ପୂର୍ଣ୍ଣ ଭାବେ ପାଇପାରୁ ନ ଥିବାରୁ ମା'ଦୁର୍ଗା ଏସ୍ଏଚ୍‌ଜି ଗୃପର ସଭାନେତ୍ରୀ ଡୁଲେଶ୍ୱରୀ ହଂସ, ସମ୍ପାଦିକା ତେଜ ପୁଞ୍ଜି ଓ ସଦସ୍ୟାମାନେ, ମା' ପରଦେଶେନ ଏସ୍ଏଚ୍‌ଜିର ସଭାନେତ୍ରୀ ରୁକ୍ମଣି
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୩କୁ ବୃଦ୍ଧି ପାଇଛି । ମୃତକ ଜଣକ ପୁରୀ ଜିଲ୍ଲାର ବୋଲି ଜଣାପଡିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
Read More...

ଗତ ୨୪ ଘଂଟାରେ ୧୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୧୯ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୨୦୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ନିରୀହ ବିଧବା ବୃଦ୍ଧାକୁ ଏଯାଏଁ ମିଳିନାହିଁ ଭତ୍ତା

ତୁରେକେଲା, (କୈଳାଶ ସଗ୍ରିଆ) : ଚଟୁଅନକା ଗ୍ରା:ପ: ଅନ୍ତର୍ଗତ ଚଟୁଅନକା ସ୍ଥିତ ସତନାମି ପଡ଼ାର ନିରୀହ ବିଧବା ବୃଦ୍ଧା ବୁଡୁ ସତନାମୀ ଭତ୍ତା ପାଇବାରେ ଉଚିତ୍‌ ହିତାଧିକାରୀ ହୋଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ତାଙ୍କୁ ଭତ୍ତା ମିଳି ନଥିବା ଅଭିଯୋଗ ହୋଇଛି । ସ୍ଵାମୀ ସ୍ୱର୍ଗତ ଖୁବ ସତନାମି ଗତ
Read More...

ଆଜି ଭାରତ ଗସ୍ତରେ ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ

ନୂଆଦିଲ୍ଲୀ : ଓମିକ୍ରୋନ ସଙ୍କଟ ଭିତରେ ଆଜି ଭାରତ ଗସ୍ତରେ ଆସୁଛନ୍ତି ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଯାହକୁ ନେଇ ସାରା ବିଶ୍ୱର ନଜର ରହିଛି । ରୁଷ୍‌ ରାଷ୍ଟ୍ରପତି ପୁଟିନ ଭାରତକୁ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା
Read More...