Yearly Archives

2021

କେରମେଲି ଛକରେ ଓଲଟିଲା ପେଟ୍ରୋଲ ଗାଡି : ଗୁରୁତର ଅବସ୍ଥାରେ ଡ୍ରାଇଭର ଡାକ୍ତରଖାନାରେ ଭର୍ତ୍ତି

ସଇଁନ୍ତଲା, ( ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ କେରମେଲି ଛକ ନିକଟରେ ଏକ ବିଲକୁ ପେଟ୍ରୋଲ ଗାଡି ଖସି ଯାଇ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଡ୍ରାଇଭରକୁ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ସୂଚନା ମତେ କୋରାପୁଟରୁ ଝାରସୁଗୁଡା ଅଭିମୁଖେ ଏହି ପେଟ୍ରୋଲ ଗାଡିଟି
Read More...

ଭାରତରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୩ : ଗୁଜୁରାଟର ଜାମନଗରରୁ ଆଉ ଜଣେ ଚିହ୍ନଟ

ଗୁଜରାଟ : ଗୁଜୁରାଟର ଜାମନଗରରୁ ନୂତନ ସଂକ୍ରମିତ ଚିହ୍ନଟ ହୋଇ ଏବେ ଭାରତରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ଜାମନଗରରୁ ଚିହ୍ନଟ ବ୍ୟକ୍ତି ଜଣକ ଦକ୍ଷିଣ ଆଫ୍ରିକା ଫେରନ୍ତା ବୋଲି ଜଣାପଡ଼ିଛି । ଏହି ବ୍ୟକ୍ତି ଦୁଇ ଦିନ ପୂର୍ବରୁ ଦକ୍ଷିଣ ଆଫ୍ରିକାରୁ ଗୁଜରାଟ ଆସିଥିଲେ ।
Read More...

ଆସନ୍ତା ୯ ତାରିଖରେ ପାରଂପରିକ ରିତିନୀତିରେ ବିବାହ ବନ୍ଧନରେ ବାନ୍ଧି ହେବେ କ୍ୟାଟ୍ରିନା-ଭିକି

ମୁମ୍ବାଇ : ରାଜସ୍ଥାନ ସଓ୍ୱାଇ ମାଧୋପୁରର ସିକ୍ସ ସେନ୍ସେସ୍ ଫୋର୍ଟ ବର୍ଓ୍ୱାଡ଼ା ଠାରେ ଆସନ୍ତା ୯ ତାରିଖରେ ପାରଂପରିକ ରିତିନୀତିରେ ବିବାହ ବନ୍ଧନରେ ବାନ୍ଧି ହେବେ ଷ୍ଟାର୍ ଯୋଡ଼ି- କ୍ୟାଟ୍ରିନା କୈଫ୍ ଓ ଭିକି କୌଶଲ । ୭ରୁ ୯ ତାରିଖ ଯାଏଁ ରାଜକୀୟ ଅନ୍ଦାଜରେ ଚାଲିବ ଉତ୍ସବ । ସେଥିପାଇଁ ୬ରୁ
Read More...

ବରଗଡ଼ ସହରରେ ଲାଗିଥିବା ସମସ୍ତ ସିସିଟିଭିକୁ କାର୍ଯ୍ୟକ୍ଷମ କରାଯାଉ : ଆପ୍

ବରଗଡ଼, (ନିରୋଜ କୁମାର ପାଣୀ) : ଦିନକୁ ଦିନ ବରଗଡ଼ ସହରର କଳେବର ବୃଦ୍ଧି ପାଉଥିବା ବେଳେ ଜନସଂଖ୍ୟା ମଧ୍ୟ ସେହି ଅନୁପାତରେ ବଢି ଚାଲିଛି । ସେହିପରି ଅପରାଧ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । ଏହାକୁ ଦୃଷ୍ଟିରେ ରଖି ୨୦୧୯ ମସିହାରେ ବରଗଡ଼ ସହରର ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରା
Read More...

ଜଙ୍ଗଲରେ ମାଈ ହାତୀର ମୃତ ଦେହ ଠାବ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜଙ୍ଗଲରେ ଏକ ମାଈ ହାତୀର ମୃତ ଦେହ ଠାବ ହୋଇଥିବା ଖବର ମିଳିଛି । ସୂଚନା ଯୋଗ୍ୟ ଯେ, ସୁବର୍ଣ୍ଣପୁର ଜିଲ୍ଲା ସଦର ରେଞ୍ଜ ବସଲାଟ ଜଙ୍ଗଲରେ ଏକ ମାଈ ହାତୀର ମୃତ ଦେହ ପଡିଥିବା ଶନିବାର ସକାଳୁ ଦେଖିବାକୁ ମିଳିଥିଲା । ଖବର ପାଇବା ପରେ ପଶୁ ସଂପଦ ବିଭାଗ, ବନ
Read More...

ଅବସରପ୍ରାପ୍ତ ଶିକ୍ଷକ ବୃନ୍ଦାବନ କୁମ୍ଭାରଙ୍କୁ ସମ୍ବର୍ଦ୍ଧନା

ଟିଟିଲାଗଡ଼, (ଅଜିତ କୁମାର ସାହୁ) : ଟିଟିଲାଗଡ଼ ଜିଲ୍ଲା ଅନ୍ତର୍ଗତ ଖୋଲାନ କ୍ଳଷ୍ଟରର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଇଁଲାଭଟାର ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ଶିକ୍ଷକ ବୃନ୍ଦାବନ କୁମ୍ଭାର ଅବସର ଗ୍ରହଣ ଅବସରରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ସିଆରସିସି ଚୈତନ୍ୟ ଭୋଇଙ୍କ
Read More...

ଜୁନିଅର ବିଶ୍ୱକପ୍ ହକିରେ ଜଣେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଖେଳା ଯାଉଥିବା ଜୁନିଅର ପରୁଷ ବିଶ୍ୱକପ୍ ହକିରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାପଡିଛି । କଳିଙ୍ଗ ଷ୍ଟାଡିୟମର ମିଡିଆ ସେଣ୍ଟର ବ୍ୟବହାର କରିଥିଲେ ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ । ସଂକ୍ରମିତ ଜଣକ ରାଜ୍ୟ କ୍ରୀଡ଼ା
Read More...

ଚାଲିଗଲେ ବିଶିଷ୍ଟ ବୈଜ୍ଞାନିକ ପଦ୍ମ ଭୂଷଣ ଡ. ତ୍ରିଲୋଚନ ପ୍ରଧାନ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଚାଲିଗଲେ ବିଶିଷ୍ଟ ବୈଜ୍ଞାନିକ ପଦ୍ମ ଭୂଷଣ ଡ. ତ୍ରିଲୋଚନ ପ୍ରଧାନ । ତାଙ୍କ ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ବୟସ ହେଉଥିବା ବେଳେ ସେ ଓଡିଶାର ପ୍ରସିଦ୍ଧ ବୈଜ୍ଞାନିକ ଭାବେ ସୁନାମ ଅର୍ଜନ କରିଛନ୍ତି । ସେ ସମ୍ମାନଜନକ କଳିଙ୍ଗ ପୁରସ୍କାର ବିଜେତା ଏବଂ ଉତ୍କଳ
Read More...

ଜିଲ୍ଲା ବାହାରୁ କାମ କରି ଆସିଥିବା ଶ୍ରମିକକୁ ନିର୍ଯ୍ୟାତନା ଅଭିଯୋଗ : ଦରମା ନ ଦେଇ ତଡ଼ିଦେଲା ରାଇସମିଲ ମାଲିକ,…

ଦେଓଗାଁ, (ମନୀଷ କୁମାର ସାହୁ) : ପେଟ ପାଟଣା ପାଇଁ ରାଜ୍ୟ ବାହାରକୁ ଦାଦନ ଖଟି ନ ଯାଇ ପଡ଼ୋଶୀ ଜିଲ୍ଲାକୁ କାମ କରିବାରୁ ଆସିଥିଲେ ଜନୈକ ଶ୍ରମିକ । କାମ କରିବାର ୩ମାସ ପରେ ମଧ୍ୟ ରାଇସମିଲ ମାଲିକ ଉକ୍ତ ଶ୍ରମିକଙ୍କୁ ଦରମା ଟଙ୍କା ନ ଦେଇ ନିର୍ଯ୍ୟାତନା ଦେଇ ତଡ଼ି ଦେଇଥିବା ନେଇ ଶ୍ରମିକ ଜଣକ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୦ବୃଦ୍ଧି ପାଇଛି । ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏନେଇ
Read More...