Yearly Archives

2021

ଶ୍ରଦ୍ଧା ତରଫରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଦିବ୍ୟାଙ୍ଗଙ୍କ ପାଇଁ ସମର୍ପିତ ସାମାଜିକ ଅନୁଷ୍ଠାନ ଶ୍ରଦ୍ଧା ଆନୁକୂଲ୍ୟରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନ ସଭାପତି ସାମାଜିକ କର୍ମୀ ପଶୁପତିନାଥ ଚାଟାର୍ଜୀ ଅଧ୍ୟକ୍ଷତା ଓ ସାଧାରଣ ସଂପାଦକ କାର୍ତ୍ତିକ ଚନ୍ଦ୍ର ପାଣ୍ଡବଙ୍କ
Read More...

ରାଉରକେଲା ଆଇନ ମହାବିଦ୍ୟାଳୟର କେନ୍ଦ୍ର ସାହିତ୍ୟ ଏକାଡେମୀର ଦ୍ୱିଦିବସୀୟ କାର୍ଯ୍ୟକ୍ରମ

ବୈଷ୍ଣବ ପାଣି ଗଣ ଜୀବନର ସଫଳ ପ୍ରତିନିଧି ରାଉରକେଲା, (ସସ୍ମତା ପ୍ରଧାନ) : ସାହିତ୍ୟ ପ୍ରତି ପ୍ରତିବଦ୍ଧତା ରଖି ରାଉରକେଲା ଆଇନ ମହାବିଦ୍ୟାଳୟ ଓ କେନ୍ଦ୍ର ସାହିତ୍ୟ ଏକାଡେମୀର ମିଳିତ ଆନୁକୂଲ୍ୟରେ ଦ୍ୱିଦିବସୀୟ କାର୍ଯ୍ୟକ୍ରମ କଲେଜ ପରିସରରେ ଆରମ୍ଭ ହୋଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ
Read More...

ଆଶାଦୀପର ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଞ୍ଚଳିକ ପୁନ୍ନର୍ବାସ ଓ ଗବେଷଣା କେନ୍ଦ୍ର ଏବଂ ଆଶାଦୀପ, ରାଉରକେଲା ଆନୁକୂଲ୍ୟରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଅନୁଷ୍ଠାନ ତଥା ସିଡବ୍ଲ୍ୟୁସି ଅଧ୍ୟକ୍ଷ ରାମଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଉରକେଲା
Read More...

ବାବାଜୀ ଦାସଙ୍କ ପରଲୋକ

ପାଟଣାଗଡ, (ଗୋରେଖନାଥ ବରିହା) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଳକ ଫଟାମୁଣ୍ଡା ପଞ୍ଚାୟତ ପାଣ୍ଡେସରା ଗ୍ରାମର ସୁନାମଧନ୍ୟ ଅବସରପ୍ରାପ୍ତ ବିଶିଷ୍ଟ ଶିକ୍ଷକ ବାବାଜୀ ଦାସ ୭୩ ବର୍ଷ ବୟସରେ ଆଜି ତାଙ୍କ ବାସଭବନରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ସେ ଜଣେ ଶାନ୍ତଶିଷ୍ଟ
Read More...

ଗତ ୨୪ ଘଂଟାରେ ୧୯୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୩ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୩୮୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୪ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଆଗଲପୁର ବ୍ଲକ ବିଡିଓଙ୍କୁ ଜିଓଟେଗ ସଂଘର ଦାବୀପତ୍ର ପ୍ରଦାନ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଜିଓଟେଗ୍‌ ସଂଘ ବିଭିନ୍ନ ସମସ୍ୟାକୁ ନେଇ ବିଡିଓ ଶଶାଙ୍କ କେରକେଟାଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଛି । ଜିଓଟେଗ ସଂଘ ପ୍ରକାଶ କରିଛନ୍ତି ଯେ, ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଚିଠି ନମ୍ବର ୧୧୯୨୭/୫-୭-୨୦୧୭
Read More...

ସଇଁନ୍ତଲା ରେଲୱେ ଷ୍ଟେସନ ନିକଟରୁ ୬ ଫୁଟର ଅଜଗର ସାପ ଉଦ୍ଧାର କଲେ ବିକି

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ରେଲୱେ ଷ୍ଟେସନ ନିକଟରେ ଏକ ସାପ ରହିଥିବା ସ୍ଥାନୀୟ ରେଲୱେ କର୍ମଚାରୀ ଦେଖିବାକୁ ଦେଖିବାକୁ ପାଇଥିଲେ ପରେ ସାପ ଧରାଳି ବିକି ଜି ନାଗଙ୍କୁ ଖବର ଦେଇଥିଲେ ।ଖବର ଦେବା ପରେ ଉକ୍ତ ସ୍ଥାନରେ ପହଁଚି ୬ ଫୁଟର ଅଜଗର ସାପ ଉଦ୍ଧାର
Read More...

ସିଲୁଆଁରେ ଡ୍ୟାନ୍ସ ଧମାକା

ଟିଟିଲାଗଡ଼, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ ବ୍ଲକ ଅନ୍ତର୍ଗତ ସିଲୁଆଁ ପଞ୍ଚାୟତରେ ସ୍ଥାନୀୟ ଯୁବକ ସଂଘ ପକ୍ଷରୁ ଡ୍ୟାନ୍ସ ଧମାକା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ଟିଟିଲାଗଡ ବିକାଶସେନା ସଭାପତି ଅମ୍ଳାନ ଷଡ଼ଙ୍ଗୀ,
Read More...

ବିଏ ପ୍ରଥମ ସେମିଷ୍ଟାରରେ ଇମ୍ପେରିଆଲ କଲେଜର ଛାତ୍ରୀ ସମ୍ବଲପୁର ବିଶ୍ଵବିଦ୍ୟାଳୟରେ ଟପ୍ପର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ଵାରା ପ୍ରକାଶିତ ବିଏ ସ୍ନାତକ ଶିକ୍ଷା ସମ୍ମାନ ପରୀକ୍ଷାରେ ପ୍ରଥମ ସେମିଷ୍ଟାରରେ ଇମ୍ପେରିଆଲ କଲେଜର ତିନି ଜଣ ଛାତ୍ରୀ ଶ୍ରେଷ୍ଠ ୧୦ଜଣରେ ସ୍ଥାନ ପାଇଛନ୍ତି । ପ୍ରଥମ ସ୍ଥାନରେ ମାନସ୍ୱନୀ ମିଶ୍ର ୧୦.୦୦ ଏସଜିପିଏ, ଅଷ୍ଟମ
Read More...

ଆନ୍ତଃ କଲେଜ ଫୁଟବଲ ପ୍ରତିଯୋଗିତା : ଝାଡେଶ୍ୱର କଲେଜ ଚାମ୍ପିଅନ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଲରମ୍ଭା କଲେଜ ଠାରେ ଅନୁଷ୍ଠିତ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅନ୍ତର୍ଗତ ଆନ୍ତଃ କଲେଜ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗତକାଲି ଅନୁଷ୍ଠିତ ଫାଇନାଲ ଖେଳ ଝାଡେଶ୍ୱର କଲେଜ, ଧମା, ସମ୍ବଲପୁର ଏବଂ ତୋରା କଲେଜ, ବରଗଡ଼ ମଧ୍ୟରେ
Read More...