Yearly Archives

2021

ଓସିଏ ଭିଜନ୍‌ ୨୦୨୪ ସିନିୟର ଇନ୍‌ଟ୍ରାକ୍ଳବ କ୍ରିକେଟ ଟୁର୍ଣ୍ଣାମେଣ୍ଟ୍‌ : ଟିଟିଲାଗଡ଼ ଦଳ ସୁପରଲିଗ୍‌ରେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ଓସିଏ ଭିଜନ ୨୦୨୪ ସିନିୟର ଇଣ୍ଟ୍ରାକ୍ଳବ କ୍ରିକେଟ ଟୁର୍ଣ୍ଣାମେଣ୍ଟ୍‌ ନବମ ଦିନରେ କଣ୍ଟାବାଞ୍ଜି ଓ ଟିଟିଲାଗଡ଼ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତି ନେଇ କଣ୍ଟାବାଞ୍ଜି ଦଳ
Read More...

ବଲାଙ୍ଗିର ବାଇପାସ୍ ପାଇଁ ଦାବୀ କଲେ ବିଭିନ୍ନ ସଂଗଠନ

ବଲାଙ୍ଗିର, (କେପିଏନଏସ୍) : ଦୀର୍ଘ ଦିନର ଦାବୀ ହେଉଛି ବଲାଙ୍ଗିର ବାଇପାସ୍ ରାସ୍ତା । ଯାନବାହାନ ବଢ଼ି ବଢ଼ି ଚାଲିଛି, ଟ୍ରକ୍ ଚାପା ତଥା ମର୍ମନ୍ତୁଦ ଦୁର୍ଘଟଣାମାନ ଦିନକୁ ଦିନ ବଢି ଚାଲିଛି । ବଲାଙ୍ଗିର ସହର ଭିତର ଦୁର୍ଗାମନ୍ଦିର ପାଖରେ ଗତ ୦୧/୧୨/୨୦୨୧ ରାତ୍ରି ୧୦.୩୦ ମିନିଟରେ ଘଟିଥିବା
Read More...

ସୁବର୍ଣ୍ଣପୁର କୃଷି ବିଜ୍ଞାନ କେନ୍ଦ୍ରଠାରେ ଜାତୀୟ କୃଷି ଶିକ୍ଷା ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁର କୃଷି ବିଜ୍ଞାନ କେନ୍ଦ୍ରର ସମ୍ମିଳନୀ କକ୍ଷରେ "ଜାତୀୟ କୃଷି ଶିକ୍ଷା ଦିବସ" ପାଳିତ ହୋଇଯାଇଛି । ଭାରତ ସରକାରଙ୍କ କୃଷି ମନ୍ତ୍ରଣାଳୟ, କୃଷି ଅନୁସନ୍ଧାନ ପରିଷଦ ସହାୟତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦେଶର ବିକାଶରେ କୃଷିର ଭୂମିକା,
Read More...

ଲୋଇସିଂହାରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ବିଇଓ ସୁଶ୍ରୀ ରୀନାକୁମାରୀ ବେହେରା ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉତ୍ସବର ଶୁଭାରମ୍ଭ କରିଥିଲେ । ଏବିଇଓ ବ୍ୟାସଦେବ
Read More...

ସୁବର୍ଣ୍ଣପୁରରରେ ଅଲ୍‌ ଓଡିଶା ଜୁନିୟର ଷ୍ଟେଟ୍ ର‍୍ୟାଙ୍କ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସୁବର୍ଣ୍ଣପୁରର ଇନଡୋର୍ ଷ୍ଟାଡିୟମଠାରେ ଅଲ୍‌ ଓଡିଶା ଜୁନିୟର (ଅଣ୍ଡର-୧୯) ଷ୍ଟେଟ୍ ର‍୍ୟାଙ୍କ୍‌ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆଜି ଉଦଘାଟିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲା ବ୍ୟାଡମିଣ୍ଟନ ସଂଘ ଏବଂ ଓଡିଶା ବ୍ୟାଡମିଣ୍ଟନ ସଂଘର ମିଳିତ ଆୟୋଜନରେ
Read More...

ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ପ୍ରତିବର୍ଷ ଡିସେମ୍ବର ମାସ ଦୁଇ ତାରିଖକୁ ପୃଥିବୀରେ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ରୂପେ ପାଳନ ହୋଇଆସୁଛି । ଏହି ଅବସରରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ବୋଲକଣା ଗ୍ରାମରେ ସବୁଜ ଡେଲାଙ୍ଗ ଟ୍ରଷ୍ଟ ପକ୍ଷରୁ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ
Read More...

ପୁରୀଠୁ ୫୩୦ କିଲୋମିଟର ଦୂରରେ ଜୱାଦ : ସମୁଦ୍ରରେ ଘଣ୍ଟାକୁ ବେଗ ରହିଛି ୨୨ କିଲୋମିଟର

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ବାତ୍ୟା ଜୱାଦ ନେଇ ତାଜା ଅପଡେଟ୍ ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ଆର୍‌ ବିଶ୍ୱାସ । ବାତ୍ୟା ଏବେ ସମୁଦ୍ର ଭିତରେ ଘଣ୍ଟାପ୍ରତି ୨୨ କିଲୋମିଟର ବେଗରେ ଗତି କରୁଥିବା ବେଳେ ଆସନ୍ତା ୫ ତାରିଖ ବେଳକୁ ଏହା
Read More...

ବ୍ଳକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ତୁରେକେଲା ବ୍ଳକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ସକରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ସକାଶେ ବ୍ଳକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ
Read More...

ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ବିୟୋଗରେ ସଇଁନ୍ତଲା ସାମ୍ବାଦିକ ସଂଘ ପକ୍ଷରୁ ଶୋକସଭା

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲାର ଜଣାଶୁଣା ବରିଷ୍ଠ ସାମ୍ବାଦିକ, ସାହିତ୍ୟିକ, ସଂଗଠକ ଓ ନାଟ୍ୟକାର ସତ୍ୟନାରାୟଣ ବେହେରାଙ୍କ ୮୪ ବର୍ଷ ବୟସରେ ପରଲୋକ ହୋଇଯାଇଥିବା ବେଳେ ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ସାମ୍ବାଦିକ ସଂଘ ପକ୍ଷରୁ ସ୍ଥାନୀୟ ବିବେକାନନ୍ଦ ପାଠାଗାର ଠାରେ
Read More...

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ରହିଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସୂଚନା ଅନୁସାରେ ବଲାଙ୍ଗିର ମ୍ୟୁନିସିପାଲିଟି ୱାର୍ଡ ନଂ ୨୦ରୁ ଦୁଇ ଜଣ ଓ ଟିଟିଲାଗଡ ମ୍ୟୁନିସିପାଲିଟି ୱାର୍ଡ ନଂ ୧୪ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ
Read More...