Yearly Archives

2021

ବିଜେପିର ମିଶ୍ରଣ ପର୍ବ ଓ ପଞ୍ଚାୟତ ସ୍ତରୀୟ ନିର୍ବାଚନ ପ୍ରସ୍ତୁତି

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ବ୍ଲକ ମିଠାପାଲି ଗ୍ରାମ ପଞ୍ଚାୟତ ବିକ୍ରମନଗର ଖେଳ ପଡିଆଠାରେ ଭାରତୀୟ ଜନତା ପାର୍ଟି ପାଇକମାଲ ମଣ୍ତଳର ଏକ ମିଶ୍ରଣ ପର୍ବ ସହ ତ୍ରୀସ୍ତରୀୟ ପଞ୍ଚାୟତ ପ୍ରସ୍ତୁତି ବୈଠକ ପାଇକମାଲ ମଣ୍ତଳ ସଭାପତି କୈଳାସ ଦିଶ୍ରୀଙ୍କ ସଭାପତିତ୍ୱରେ ଓ ପାନାଲାଲ
Read More...

ଜିଲ୍ଲା ଯୁବ କୁଲତା ସମାଜ ତରଫରୁ ରକ୍ତଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଅଇଁଲାସାରି ଗ୍ରାମର ବିଲାସିନି ସାହୁ କିଡିନି ସମସ୍ୟା ହେତୁ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜରେ ଚିକିତ୍ସିତ ହେଉଛନ୍ତି । ତାଙ୍କ ଶରୀରରେ ରକ୍ତ ପରିମାଣ ୬% ଥିବାରୁ ଡାକ୍ତର ତାଙ୍କୁ ରକ୍ତ ଦେବା ପାଇଁ ପରାମର୍ଶ ଦେଇଥିଲେ ।
Read More...

ନୂତନ ବର୍ଷର ପଞ୍ଜିକା ଉନ୍ମୋଚନ

ମ.ରାମପୁର, (ହେମନ୍ତ ସାହୁ) : ଶ୍ରୀ ଶ୍ରୀ ମା'ମାଣିକେଶ୍ୱରୀ ଡ଼ୁକୁରୀ ଦେବୀ ପଂଜିକା ଉନ୍ମୋଚନ କାର୍ଯ୍ୟକ୍ରମ କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଟୁର୍ଚ୍ଚି ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେଇଯାଇଛି । ସଚ୍ଚିଦାନନ୍ଦ ଦାସ(ସୋନପୁର)ଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...

୬୦ଟି ଗ୍ରାମ ପଞ୍ଚାୟତ ଏବଂ ୧୪ ଗୋଟି ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲେ ସୁବର୍ଣ୍ଣପୁର ଜିଲ୍ଲପାଳ

ବାଲ୍ୟ ବିବାହକୁ ନା ବିଦ୍ୟାଳୟକୁ ହଁ କୁହନ୍ତୁ ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ, ସୁବର୍ଣ୍ଣପୁର ତରଫରୁ ଜିଲ୍ଲାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହକୁ ବନ୍ଦ କରାଯିବା ଉପରେ ଗୁରୁତ୍ୱାରୋପ କରାଯାଉଛି । ଏହି ପରିପ୍ରେକ୍ଷୀରେ
Read More...

ଓଡ଼ିଶା ସ୍ୱତନ୍ତ୍ର ବିଦ୍ୟାଳୟ କର୍ମଚାରୀ ମହାସଂଘ ଘେରିଲା ଜିଲ୍ଲାପାଳ କାର୍ଯ୍ୟାଳୟ : ଡିସେମ୍ବର ୧୨ ଯାଏଁ ଦାବୀ ପୂରଣ ନ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ସ୍ୱତନ୍ତ୍ର ବିଦ୍ୟାଳୟ କର୍ମଚାରୀ ମହାସଂଘ ଘେରିଛି ଆଜି ବଲାଙ୍ଗିରା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ । ଏହି ଘେରାଉ ଓ ବିକ୍ଷୋଭ ପ୍ରଦର୍ଶନ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଏକ ଦାବୀପତ୍ର ମଧ୍ୟ ପ୍ରଦାନ କରାଯାଇଛି ।
Read More...

ବେଆଇନ ମଦ ଜବତ ସହ ଜଣେ ଗିରଫ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ପୋଲିସ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଜଣେ ମଦ ବ୍ୟବସାୟୀ ବଣ୍ଟି ନାଗ(୩୫) ଠାରୁ ମଦ ଜବତ କରିବା ସହ ତାକୁ ଗିରଫ କରିଥିବା ଜଣାପଡିଛି । ସୂଚନା ଅନୁସାରେ ଇଚ୍ଛାପଡା ଗାାଁ ବଣ୍ଟି ନାଗ ଏକ ବାଇକ ଯୋଗେ ବେଆଇନ ଭାବେ ମଦ ନେଇ ନିଜ ଗାଁକୁ
Read More...

ବିଜେଡିର ପାଟଣାଗଡ ବ୍ଲକ ସଭାପତି ଭାବେ ମନୋନୀତ ହେଲେ ହିମାଞ୍ଚଳ ପଧାନ

ପାଟଣାଗଡ, (ଗୋରେଖନାଥ ବରିହା) : ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବଲାଙ୍ଗିର ଜିଲ୍ଲା ସଭାପତି ଶ୍ରୀମତୀ ଟୁକନୀ ସାହୁଙ୍କ ଦ୍ୱାରା ବିଜେଡିର ପାଟଣାଗଡ ବ୍ଲକ ସଭାପତି ଭାବେ ମନୋନୀତ ହୋଇଛନ୍ତି ହିମାଞ୍ଚଳ ପଧାନ । ଏଥିପାଇଁ ଶ୍ରୀ ପଧାନ ଦଳର ସୁପ୍ରିମୋ ନବୀନ
Read More...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୧୮ବୃଦ୍ଧି ପାଇଛି । କଟକ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା
Read More...

ଗତ ୨୪ ଘଂଟାରେ ୨୭୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୨୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୫୭ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨୪୨୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୯ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ଉଚ୍ଚସ୍ତରୀୟ ବୈଠକରେ ଜୱାଦ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

• ଲୋକମାନଙ୍କୁ ତୁରନ୍ତ ଉଦ୍ଧାର କରିବା ପାଇଁ ସମସ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ପ୍ରଧାନମନ୍ତ୍ରୀ• ସମସ୍ତ ଜରୁରି ସେବା ବଜାୟ ରଖିବା ସହ କ୍ଷତିଗ୍ରସ୍ତ ହେବା ସ୍ଥିତିରେ ତୁରନ୍ତ ପୁନରୁଦ୍ଧାର ସୁନିଶ୍ଚିତ କରିବା ଲାଗି ପ୍ରଧାନମନ୍ତ୍ରୀଙ୍କ
Read More...