Yearly Archives

2021

ବାତ୍ୟା ଜୱାଦ ପାଇଁ ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରୀ

ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରଣାଳୟମନ୍ତ୍ରଣାଳୟ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛିସମସ୍ତଙ୍କୁ ସତର୍କ ଏବଂ ପ୍ରସ୍ତୁତ ରହିବାକୁ ଅନୁରୋଧ ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳପଥ ମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୋୱାଲ ନୂଆଦିଲ୍ଲୀରୁ ଭିଡ଼ିଓ
Read More...

ଭୁବନେଶ୍ୱରରେ ‘ଉତ୍ତମ ପ୍ରଶାସନ ବ୍ୟବସ୍ଥାର ପ୍ରତିଫଳନ’ ସମ୍ପର୍କିତ ଦୁଇ ଦିନିଆ ସମ୍ମିଳନୀ

ଉଦଯାପନୀ ସମାରୋହରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଡ. ଜିତେନ୍ଦ୍ର ସିଂ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ସରକାରଙ୍କ ପ୍ରଶାସନିକ ସଂସ୍କାର ଏବଂ ସାଧାରଣ ଅଭିଯୋଗ ବିଭାଗ (ଡିଏଆରପିଜି) ଏବଂ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ
Read More...

ନିରୁପମା ନାୟକ ଓ ଦୁଷ୍ମନ୍ତ ନାୟକ ପାଇଲେ ଜ୍ଞାନଗୁରୁ ସମ୍ମାନ

ରାଉରକେଲା, (ସସ୍ମିତା ପ୍ରଧାନ) : ସଂସାର ଜ୍ଞାନମୟ । ଜ୍ଞାନର ପ୍ରଦୀପରେ ଏ ଜଗତ ହୁଏ ଆଲୋକିତ । ଏହି ଜ୍ଞାନରୂପୀ ମହୋଦଧିରେ ସନ୍ତରଣ କରିବା ପାଇଁ ଆବଶ୍ୟକ ହୁଏ ଜ୍ଞାନଗୁରୁଙ୍କ ଆଶୀର୍ବାଦ । ବହୁଳ ପ୍ରସାରିତ ପାର୍ଥନା ଟେଲିଭିଜନ ଚାନେଲରେ ହେଉଥିବା ଜ୍ଞାନଗୁରୁ କାର୍ଯ୍ୟକ୍ରମରେ ରାଉରକେଲା
Read More...

ଜିଲ୍ଲା କ୍ରୀଡା ପ୍ରତିଯୋଗିତା

ବରଗଡ, (ସତ୍ୟନାରାୟଣ ପ୍ରଧାନ) : ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ଜିଲ୍ଲା କ୍ରୀଡା ପ୍ରତିଯୋଗିତା ଆସନ୍ତା ୨୦ ଓ ୨୧ ତାରିଖ ଦୁଇ ଦିନ ଧରି ସ୍ଥାନୀୟ ମିନି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଯାଉଛି । ଏଥିରେ ଭାଗ ନେବାକୁ ଥିବା ଜିଲ୍ଲା କ୍ରୀଡା ସଂସଦର ପଞ୍ଜିକୃତ ସଂସ୍ଥା ତଥା ସ୍କୁଲ୍, କଲେଜ ଓ
Read More...

ବିଶ୍ଵ ଏଡସ୍‌ ଦିବସ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ବିଶ୍ଵ ଏଡସ୍‌ ଦିବସ ଅବସରରେ ୟୁଥ୍ ଫର୍ ଭିଲେଜ୍ ପାଠାଗାର ପ୍ରାଙ୍ଗଣରେ ୟୁଥ୍ ଫର୍ ଭିଲେଜ୍ ପକ୍ଷରୁ ସଭାପତି ଚୈତନ୍ୟ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର ଉପଖଣ୍ଡ
Read More...

ଐତିହାସିକ ପୋତାଗଡ଼ ପରିଦର୍ଶନ କଲେ ଜିଲ୍ଲାପାଳ : ବିଶ୍ରାମାଗାର ଓ ଶୌଚାଳୟ ଉପରେ ଗୁରୁତ୍ୱାରୋପ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଗୁରୁବାର ଅପରାହ୍ନରେ ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ ପରିଦର୍ଶନ କରିଥିଲେ । ଉପଜିଲ୍ଲାପାଳ ନୀଳମାଧବ ଭୋଇ, ତହସିଲଦାର ଅରୁଣ କୁମାର ନାୟକ, ଏନଏସି ଇଓ ରୋନିତ କୁମାର, ଗ୍ରାସୀମ ଲୋକ ସମ୍ପର୍କ
Read More...

ଦୀପାଙ୍କ ଟ୍ୱିଟ ପରେ ମାନବିକତା ପ୍ରଦର୍ଶନ କଲା ରେଲ ବିଭାଗ : ବିନା ବୈଧ ଟିକେଟରେ ଆନ୍ଧ୍ରପ୍ରଦେଶରୁ ଭୁବନେଶ୍ୱର…

ପଦ୍ମପୁର, (ନିରୋଜ କୁମାର ପାଣୀ) : ଓଡ଼ିଶାର ଟ୍ୱିଟର ଗାର୍ଲ ଭାବେ ପରିଚିତ ଦୀପା ବାରିକ ଅନବରତ ଭାବେ ଅସହାୟ ଲୋକଙ୍କ ସେବା କରିବା ପାଇଁ ସବୁଆଡ଼େ ପରିଚିତ । ସେଥିପାଇଁ ତାଙ୍କୁ ବିଭିନ୍ନ ସ୍ଥାନରେ ସମ୍ବର୍ଦ୍ଧିତ ମଧ୍ୟ କରାଯାଇଛି । ଏହି କ୍ରମରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ୨୬ ଜଣ
Read More...

ଅଟଳ ବିହାରୀ ପଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳିତ

ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କୁ ପ୍ରଥମ ‘ଅଟଳ ସମ୍ମାନ’ ବଲାଙ୍ଗିର, (କେପିଏନଏସ୍) : ସ୍ଥାନୀୟ ପିପି ଏକାଡେମୀ ସ୍କୁଲ ପରିସରରେ ଅଟଳ ବିହାରୀ ପଣ୍ଡାଙ୍କ ସ୍ମୃତି କମିଟି ପକ୍ଷରୁ ଆୟୋଜିତ ଜୟନ୍ତୀ ପାଳିତ ହୋଇଯାଇଛି । ବଲାଙ୍ଗିର ଏଡିଏମ୍‌ଓ ଅନ୍ତ ନାରାୟଣ ସିଂ ଲାଗୁରି ଯୋଗଦେଇ ଉଦ୍‌ଘାଟନ
Read More...

ବିଜେଡିର ବଲାଙ୍ଗିର ପୌରାଂଚଳ ସଭାପତି ଭାବେ ମନୋନୀତ ହେଲେ ଶମ୍ଭୁ ନାଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଜେଡିର ବଲାଙ୍ଗିର ପୌରାଂଚଳ ସଭାପତି ଭାବେ ମନୋନୀତ ହୋଇଛନ୍ତି ଶମ୍ଭୁ ନାଗ । ବିଜେଡି ଜିଲ୍ଲା ସଭାପତି ଶ୍ରୀମତୀ ଟୁକୁନୀ ସାହୁଙ୍କ ଘୋଷଣା ପତ୍ରରୁ ଏହି ସୂଚନା ଜଣାପଡିଛି । ଏସଂପର୍କରେ ସୂଚନା ପାଇବା ପରେ ଯୁବନେତା ଶ୍ରୀ ନାଗ ଦଳର ସୁପ୍ରିମୋ ନବୀନ
Read More...

ମହଲେ ଗ୍ରାମ ଠାରେ ବିଶ୍ୱ ଏଡ୍‌ସ ଦିବସ ପାଳିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଗୋଷ୍ଠୀ ସ୍ୱାସ୍ଥ୍ୟ ସାଧନା କେନ୍ଦ୍ର ଖରଜୁରା ଅନ୍ତର୍ଗତ ମହଲେ ଗ୍ରାମ ଠାରେ ବିଶ୍ୱ ଏଡ୍‌ସ ଦିବସ ପାଳିତ ହୋଇଯାଇଛି । ଏଥିରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରିଣୀ ଡ଼ା ସଂଗୀତା ଚୌଧୁରୀ, ଅଶୋକ କୁମାର ମିଶ୍ର, ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ
Read More...