Yearly Archives

2021

ଗଞ୍ଜାମ ଜିଲ୍ଲାରେ ଏଡସର ସମ୍ପୂର୍ଣ୍ଣ ମୂଳୋତ୍ପାଟନ ଲାଗି ପ୍ରୟାସ : ସଚେତନତା ହିଁ ଏକମାତ୍ର ମାଧ୍ୟମ –…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ବିଶ୍ୱ ଏଡସ ଦିବସ ପାଳିତ ହୋଇଯାଇଛି । ଏହି ଦିବସ ଉପଲକ୍ଷେ ଆୟୋଜିତ ସଚେତନତା ସଭାରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ମୁଖ୍ୟଅତିଥି ରୂପେ ଯୋଗଦାନ କରି
Read More...

ମା’ ଲକ୍ଷ୍ମୀ ଦେବୀଙ୍କ ମନ୍ଦିର ଶିଳାନ୍ୟାସ ଉତ୍ସବ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ କଲେଜ ରୋଡ଼ କାଦମ୍ବିନୀ ମଣ୍ଡପ ପରିସରରେ ଗତକାଲି ମା' ଲକ୍ଷ୍ମୀ ଦେବୀଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଭୂମି ପୂଜନ ଓ ଶିଳାନ୍ୟାସ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ରୋଡ଼ ସ୍ଥିତ ମା' ଗଜ ଲକ୍ଷ୍ମୀ ପୂଜା କମିଟି ପକ୍ଷରୁ ନିର୍ମାଣ କାର୍ଯ୍ୟ ଆରମ୍ଭର
Read More...

ୟୁଥ୍ ହଷ୍ଟେଲର ଏଡସ୍‌ ସଂପର୍କରେ ସଚେତନତା କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ପ୍ରତିବଦ୍ଧତା ଯୋଗୁଁ ୟୁଥ୍ ହଷ୍ଟେଲ, ରାଉରକେଲା ତରଫରୁ ସେକ୍ଟର ୨ ବିଜୁ ପଟ୍ଟନାୟକ ଛକଠାରେ ଏଡସ୍‌ ସଂପର୍କରେ ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା । ବିଶ୍ୱ ଏଡସ୍‌ ଦିବସ ପାଳନ ଅବସରରେ ୟୁଥ୍ ହଷ୍ଟେଲର ସାଧାରଣ ସଂପାଦକ ନିରଞ୍ଜନ ସାମଲଙ୍କ
Read More...

ପୂଜ୍ୟପୂଜା ସେବା ସଂଗଠନର ଶ୍ରଦ୍ଧାଞ୍ଜଳି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଟିକ୍ରାପଡା ସ୍ଥିତ ଦଧିବାମନ ମନ୍ଦିରରେ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କୁ ପୂଜ୍ୟ ପୂଜା ସେବା ସଂଗଠନ ତରଫରୁ ଗତକାଲି ସନ୍ଧ୍ୟାରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଡାକ୍ତର ଅଶୋକ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅମର ଆତ୍ମାର
Read More...

ଦେଓଗାଁ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ବିଶ୍ୱ ଏଡସ୍‌ ଦିବସ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଗତକାଲି୧୧ଟା ସମୟରେ ବିଶ୍ୱଏଡସ୍‌ ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ରାମେଶ ପ୍ରଧାନୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟର ଭେଷଜ
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଘଟଣା ସ୍ଥଳରେ ବାଇକ୍ ଆରୋହୀଙ୍କ ଶୋଚନୀୟ ମୃତ୍ୟୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରର ଦୁର୍ଗା ମନ୍ଦିର ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଦୁର୍ଘଟଣାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ବାଇକ୍ ଆରୋହୀ ଚଟିଆପଡ଼ାର ନିର୍ମଳ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ଗତ ରାତି ପ୍ରାୟ ସାଢ଼େ ୧୦ଟାରେ
Read More...

ଆଗଲପୁର ବ୍ଲକ ଓଷ୍ଟା କନଭେନସନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଉପରବାହାଲଠାରେ ଆଗଲପୁର ଓଷ୍ଟାର କନଭେନସନ ବ୍ଲକ ସଭାପତି ଚମରା ଚୌହାନଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଅଛି । ସଭାରେ ବ୍ଲକ ସଂପାଦକ ତାରାକାନ୍ତ ମିଶ୍ରଙ୍କ ସଂଯୋଜନାରେ ରାଜ୍ୟ ସଭାପତି ବିନୋଦ ବିହାରୀ ପାଣିଗ୍ରାହୀ
Read More...

ରାଉରକେଲା ଆଇନ ମହାବିଦ୍ୟାଳୟର ସ୍ୱାଗତ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଆଇନ ମହାବିଦ୍ୟାଳୟ ତରଫରୁ ୨୦୨୧-୨୨ରେ ଯୋଗ ଦେଇଥିବା ନୂତନ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରାଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଦେବେନ୍ଦ୍ର ନାଥ ବେହେରାଙ୍କ ଅଧ୍ୟକ୍ଷତା ତଥା ଅଧ୍ୟାପିକା ଡଃ ସମ୍ପାଦିକା ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ ଏକ
Read More...

ଜୀବନ ସଢୁଛି ରାଜରାସ୍ତାରେ

ତାଳଚେର, (ଆର୍ତ୍ତତ୍ରାଣ ପାଣି) : ତାଳଚେରେ ଆଜି ଅନେକ ଗାଁ ଗଣ୍ଡା ପୋଖରୀଆ ଖଣି ଦ୍ୱାରା ଏସିଏଲ୍ ଦ୍ୱାରା ଅଧିଗ୍ରହଣ ହୋଇଅଛି । ଗାଁ ଗଣ୍ଡା ଉଜୁଡି ଗଲାପରେ ବିସ୍ଥାପିତ ପ୍ରଜାଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିସ୍ଥାପନ ନୀତିରେ କ୍ଷତିଗ୍ରସ୍ତ ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ସୁବିଧା
Read More...

ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦର ସଭ୍ୟ ମନୋନୀତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦର ନୂତନ ସଭ୍ୟ ଭାବେ ବରଗଡ଼ ସାଂସଦ ସୁରେଶ ପୂଜାରୀ ଏବଂ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି । ସେହିପରି ପରିଷଦ ଆଉ ୧୧ ଜଣ ସଭ୍ୟଙ୍କୁ ମନୋନୀତ କରିଥିବା ଏକ ନିର୍ଦ୍ଦେଶନାମା ଜାରୀ
Read More...